-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||     

HOME   ରାଜନୀତି

କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ରେ ମୁଖ୍ୟମନ୍ତ୍ରୀ ପଛୁଆ

04-Jun-2024



ବଲାଙ୍ଗିର ଜିଲ୍ଲାରେ ନିର୍ବାଚନ ଫଳାଫଳ କୁ ନେଇ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ଦେଖିବାକୁ ମିଳିଛି l ବଲାଙ୍ଗିର ଜିଲ୍ଲା ଲୋକସଭା କ୍ଷେତ୍ର ୬ ଟି ନିର୍ବାଚନ ମଣ୍ଡଳୀରେ ମିଶ୍ରିତ ଫଳାଫଳ ଦେଖିବାକୁ ମିଳିଛି l ଦ୍ଵିତୀୟ ରାଉଣ୍ଡ ଗଣତି ଅନୁସାରେ ବଲାଙ୍ଗିର ଲୋକସଭା କ୍ଷେତ୍ରରେ ଏମ୍ ପି ପ୍ରାର୍ଥୀ ସଙ୍ଗୀତl କୁମାରୀ ସିଂହଦେଓ ୨୮୩୭ଭୋଟରେ ଆଗୁଆ ଥିବା ଜଣାପଡିଛି l ବଲାଙ୍ଗିର ବିଧାନସଭା ନିର୍ବାଚନମଣ୍ଡଳୀ ରେ କଂଗ୍ରେସ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ୨୮୩୭ ଖଣ୍ଡ ଭୋଟ ରେ ଆଗୁଆ ଥିବା ବେଳେ କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫୬ଭୋଟରେ ଆଗୁଆ ଅଛନ୍ତି । ପାଟଣାଗଡ ନିର୍ବାଚନ ମଣ୍ଡଳୀ ରେ ବିଜେଡି ବିଧାୟକ ପ୍ରାର୍ଥୀ ସରୋଜ କୁମାର ମେହେର 78 ଟି ଭୋଟ୍ ରେ ପଛୁଆ ଥିବା ଜଣାପଡ଼ିଛି l ତୃତୀୟ ରାଉଣ୍ଡ ସୁଦ୍ଧା ନବୀନ ପଟ୍ଟନାୟକ ପଛୁଆ ଅଛନ୍ତି l ଠିକ୍ ସେହି ପରି ଟିଟିଲାଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀ ରେ ବିଜେପି ପ୍ରାର୍ଥୀ ନବୀନ ଜୈନ ୧୭୨୪ ଭୋଟ ରେ ଆଗୁଆ ଅଛନ୍ତି l ଟିଟିଲାଗଡ଼ ବିଜେଡି ବିଧାୟକ ପ୍ରାର୍ଥୀ ଟୁକୁନି ସାହୁ ...ଭୋଟ ରେ ପଛୁଆ ଅଛନ୍ତି lତେବେ ଦୁଇଟି ରାଉଣ୍ଡ ପରେ ଟ୍ରେଣ୍ଡ ରେ ପରିବର୍ତ୍ତନ ହୋଇପାରେ ବୋଲି ଅନୁମାନ କରାଯାଉଛି ଲୋଇସିଂହା ବିଧାନସଭା ନିର୍ବାଚନମଣ୍ଡଳୀ ରେ ଓମପ୍ରକାଶ କୁମ୍ଭାର ୯୨୪ଖଣ୍ଡ ଭୋଟ୍ ପଇଥିବା ବେଳେ , ମୁକେଶ ମହାଲିଙ୍ଗ୧୩୨୦ ଭୋଟ ରେ ଆଗୁଆ ଅଛନ୍ତି l କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ରେ ବିଜେଡି ବିଧାୟକ୍ ପ୍ରାର୍ଥୀ ନବୀନ ପଟ୍ଟନାୟକ 5003 ଖଂଡ ଭୋଟ ପାଇଥିବା ବେଳେ ବିଜେପି ବିଧାୟକ ପ୍ରାର୍ଥୀ ଲକ୍ଷ୍ମଣ ସୁନା 5524 ଖଣ୍ଡ ଭୋଟ୍ ପାଇ ଆଗରେ ଅଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026

You Might Also Like