-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ନିର୍ବାଚନ ମଣ୍ଡଳୀରେ ହେଭି ୱେଟ୍ ଲଢେଇରେ କଂଗ୍ରେସ ର ଶୋଚନୀୟ ପରାଜୟ

05-Jun-2024



ବଲାଙ୍ଗୀର(ମହେନ୍ଦ୍ର ଦର୍ଜି): ବଲାଙ୍ଗୀର ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେଭି ୱେଟ୍ ଲଢେଇ ରେ କଂଗ୍ରେସର ଟାଣୁଆ ନେତାଙ୍କ ପୁଅ ସମରେନ୍ଦ୍ର ମିଶ୍ରଙ୍କ ଶୋଚନୀୟ ପରାଜୟ ହୋଇଛି।ପରାଜୟର କାରଣ ଏବେ ସ୍ପଷ୍ଟ ବାରି ହେଉଛି।ବଲାଙ୍ଗୀର ସହରରେ ଘରଭଙ୍ଗା ଚାଲିଥିବା ସମୟରେ ଅଞ୍ଚଳର ଲୋକେ ବିଧାୟକ ନରସିଂହ ମିଶ୍ରଙ୍କୁ ଗୁହାରି କରିଥିଲେ। ପ୍ରତ୍ୟୁତ୍ତରରେ ଶ୍ରୀଯୁକ୍ତ ମିଶ୍ର ମାଛ ଏବଂ ପାଣି ର ସମ୍ପର୍କ ବିଷୟରେ କହି ଘର ଛାଡ଼ିବାକୁ କହିଥିଲେ।ଲୋକଙ୍କ ପୁଞ୍ଜିଭୂତ ଅସନ୍ତୋଷର ପରିଣାମ ସ୍ବରୂପ ନିର୍ବାଚନରେ ଶୋଚନୀୟ ପରାଜୟ ହୋଇଥିବା ଚର୍ଚ୍ଚା ହେଉଛି। ଅପରପକ୍ଷେ କଳିକେଶ ନାରାୟଣ ସିଂଦେଓ ଏହି ଲୋକଙ୍କୁ ସୁରକ୍ଷା ଦେଇଥିବାରୁ ତାଙ୍କର ବିଜୟ ହୋଇଥିବା ସର୍ବତ୍ର ଚର୍ଚ୍ଚା ହେଉଛି।ଭୋଟ ଗଣତି ସମୟରେ କଂଗ୍ରେସର ବିଧାନସଭା ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ପ୍ରଥମ ପର୍ଯ୍ୟାୟରେ ବିଜେଡିର ପ୍ରାର୍ଥୀ କଳିକେଶ ନାରାୟଣ ସିଂହଦେଓଙ୍କୁ ପଛରେ ପକାଇ ଆଗୁଆ ଥିଲେ।ପ୍ରାୟ ୧୦ ରାଉଣ୍ଡ ପର୍ଯ୍ୟନ୍ତ ସମରେନ୍ଦ୍ରଙ୍କ ପଲ୍ଲା ଭାରି ଥିବା ବେଳେ ୧୧ ରାଉଣ୍ଡରୁ କଂଗ୍ରେସ ର ପରାଜୟ ଆରମ୍ଭ ହୋଇଥିଲା।୨୦ ରାଉଣ୍ଡ ଗଣତି ପରେ ବିଜେଡି ପ୍ରାର୍ଥୀ ପ୍ରାୟ ୧୩୦୦୦ ରୁ ଉର୍ଦ୍ଧ୍ବ ଭୋଟରେ ବିଜୟ ହୋଇଥିଲେ।କଂଗ୍ରେସ ପକ୍କା ବଲାଙ୍ଗିରିଆ ଏବଂ କରିଛୁ କରମୁ କହି ବଲାଙ୍ଗୀରବାସୀଙ୍କୁ ଟିହା ଦେଖାଇବାର ପ୍ରୟାସ ଆଜି ପଦାରେ ପଡ଼ିଛି।ଭୋଟର୍ ଉଚିତ୍ ଜବାବ ଦେଇଥିବାରୁ ବଲାଙ୍ଗୀରବାସୀଙ୍କୁ ବୁଦ୍ଧିଜୀବୀ ମହଲରେ ସାଧୁବାଦ୍ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026

You Might Also Like