-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||     

HOME   ଜିଲ୍ଲା

ବିଶ୍ଵ ପରିବେଶ ଦିବସ ଅବସରରେ ପ୍ରକୃତିପ୍ରେମୀ ଶିକ୍ଷକ ଅନନ୍ତ ଖେତି ସମ୍ବର୍ଦ୍ଧିତ

05-Jun-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ବୌଦ୍ଧ ଜିଲ୍ଲା ବିରନରସିଂହପୁରସ୍ଥିତ ବନବିହାରଠାରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇ ଯାଇଛି l ଖଣ୍ଡିୟ ବନାଧିକାରୀ ଶ୍ରୀଯୁକ୍ତ ଦେବାପ୍ରିୟ କମ୍ପଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଅନ୍ୟତମ ଅତିଥିଭାବେ ସହକାରୀ ବନ ସଂରକ୍ଷକ ମିନାକ୍ଷୀ କୁମୁରା, ଆଶିଷ କୁମାର କହଁର, ପ୍ରାଣୀ ଚିକିତ୍ସକ ପ୍ରିୟବ୍ରତ ବେହେରା, ପରିବେଶପ୍ରେମୀ ଦିବ୍ୟଶଙ୍କର ରାଉତ, ଅନନ୍ତ ଚରଣ ଖେତି iପ୍ରମୁଖ ଯୋଗ ଦେଇ ବର୍ତ୍ତମାନର ପରିବେଶକୁ ଲକ୍ଷ୍ୟକରି ଆମେ ପରିବେଶକୁ ସନ୍ତୁଳିତ କରିବାକୁ ହେଲେ ବୃକ୍ଷରୋପଣ କରିବା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ l ଅଗ୍ନି ବର୍ଷା ପରିସ୍ଥିତର ମୁକାବିଲା ପାଇଁ ସାମୁହିକ ବୃକ୍ଷ ରୋପଣ କରିବା ଏଥି ପାଇଁ ଜନ ସାଧାରଣଙ୍କ ମଧ୍ୟରେ ବ୍ୟାପକ ସଚେତନତାର ଜରୁରୀ ଆବଶ୍ୟକତା ରହିଛି ବୋଲି ବକ୍ତା ମାନେ ମତ ବ୍ୟକ୍ତ କରିଥିଲେ l ଏହି ଅବସରରେ ପରିବେଶ ସୁରକ୍ଷା ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପ୍ରକୃତିପ୍ରେମୀ ଅନନ୍ତ ଚରଣ ଖେତି, ଉମେଶ ଚନ୍ଦ୍ର ବେହେରା, ଶୁଶାନ୍ତ କୁମାର ଭୋକ୍ତା, ମନୋଜ କୁମାର ବାଘ, କର୍ଣ୍ଣ ସାହୁ, ଶଙ୍କର୍ଷଣ ସାହୁ, ପ୍ରମୋଦ ଯାନୀ,ସୁମନ୍ତ ବାଘ, ଲଷ୍ମୀଧର, ବିପିନ ପ୍ରଧାନ, ବିକାଶ ପ୍ରଧାନ, ଉଦ୍ଧବ କଲତା, ଶ୍ରବଣ ପ୍ରଧାନ, ଭି ଏସ ଏସ ସିନ୍ଦୁରପୁର, ସମାଜସେବୀ ସୁଦର୍ଶନ ବଘାର, ଲଷ୍ମଣ ରଣା ଏବଂ ବିଭାଗର ଏମ. ପ୍ରସାଦ ରାଓ,ସତ୍ୟାନନ୍ଦ ପ୍ରଧାନଙ୍କୁ ସମ୍ବର୍ଦ୍ଧନା କରାଯାଇ ଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026

You Might Also Like