-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଲେବଡା ଗ୍ରାମରେ ନିର୍ମଳ, ସୁସ୍ଥ ପରିବେଶ ଓ ଜଙ୍ଗଲ ସୁରକ୍ଷା ପାଇଁ ସଚେତନତା କାର୍ଯ୍ୟକ୍ରମ

05-Jun-2024



ସିନ୍ଧେକେଲା(ଦୀନେଶ ଜୈନ)- ସୁସ୍ଥ ଜୀବଜଗତ ତିଷ୍ଠି ରହିବା ପାଇଁ ସୁସ୍ଥ ପରିବେଶର ଆବଶ୍ୟକତା ରହିଛି । ଦିନକୁ ଦିନ ପରିବେଶର ସନ୍ତୁଳନ ନଷ୍ଟ ହେବାକୁ ଲାଗିଛି । ଜଙ୍ଗଲ , ବନ୍ୟପ୍ରାଣୀ ଓ ଜୀବଜଗତ ବଞ୍ଚି ରହିବା ପାଇଁ ପ୍ରତିବର୍ଷ ସରକାରୀ ଓ ବେସରକାରୀ ସ୍ତରରେ ବହୁ ସଚେତନତା

କରାଯାଉଛି । ଏହି ପରିପ୍ରେକ୍ଷୀରେ ବଲାଙ୍ଗିର ଜିଲ୍ଲା ସିନ୍ଧେକେଲା ଥାନା ଲେବଡା ଗ୍ରାମ ପଞ୍ଚାୟତ ତରଫରୁ ଲେବଡା ଓ ମାକ୍ରିପଡ଼ା ଗ୍ରାମର ଲୋକମାନଙ୍କୁ ନିର୍ମଳ , ସୁସ୍ଥ ପରିବେଶ ଓ ଜଙ୍ଗଲ ସୁରକ୍ଷା ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା । ଓଡିଶୀ ସଂଗୀତ ଗୁରୁ ପ୍ରକୃତି ବନ୍ଧୁ ରବୀନ୍ଦ୍ର ସାଏଙ୍କ ନେତୃତ୍ବରେ ଅନୁଷ୍ଠିତ  କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଲେବଡା ଗ୍ରାମ ପଞ୍ଚାୟତ ସରପଞ୍ଚ ଦମୟୀନ୍ତି ହାତୀ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ  । ସମ୍ମାନିତ ଅତିଥି ଭାବରେ ରଞ୍ଜିତ ଯୁଗନିଆ , ନକୁଳ ଲୁହା ,

ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ସତ୍ୟ ସାହୁ ପ୍ରମୁଖ ଯୋଗଦେଇ ପରିବେଶ ସୁରକ୍ଷା ଉପରେ ମତବ୍ୟକ୍ତ କରିଥିଲେ । ପୂଜା ବେହେରା , ପୂର୍ଣ୍ଣିମା ସାହୁ , ଲିଲି ଗୌଡ଼ ପ୍ରମୁଖ ଯୋଗଦେଇ ପରିବେଶର ସୁରକ୍ଷା ନିମନ୍ତେ ସୂଚନା ପ୍ରଦାନ କରିଥିବାବେଳେ ଜ୍ୟୋସ୍ନା ବଗର୍ତ୍ତି , ଧରିତ୍ରୀ ଯୁଗନିଆ ପରିବେଶର ସୁରକ୍ଷା ନିମନ୍ତେ ସଙ୍ଗୀତ ଗାନ କରିବା ସହ ଚୁଟକୁଲା  ମାଧ୍ୟମରେ ଲୋକମାନଙ୍କୁ ସଚେତନର ବାର୍ତ୍ତା ଦେଇଥିଲେ । କାର୍ଯ୍ୟକ୍ରମ ପରିଚାଳନା ସରପଞ୍ଚ ପ୍ରତିନିଧି ନବକିଶୋର ହାତୀ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like