-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   (17-Jun-2026)       ||      ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   (17-Jun-2026)       ||      କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍    (17-Jun-2026)       ||      +୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||     

HOME   ଜିଲ୍ଲା

ଶୁଣ୍ଡିଗୁଡା ଗ୍ରାମରେ ଅଭାବନୀୟ ଘଟଣା, କେରଣ୍ଡି ନଦୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

05-Jun-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,)
ଡାବୁଗାଁ ଥାନା ଅଧୀନ ଶୁଣ୍ଢୀଗୁଡା ଗ୍ରାମ ନିକଟ ନଦୀରେ ପାଣିରେ ବୁଡି ଜଣେ ବୃଦ୍ଧଙ୍କ ବୁଧବାର ମୃତ୍ୟୁ ଘଟିଛି | ସୂଚନାଯୋଗ୍ୟ:- ଡାବୁଗାଁ ଥାନା ଅଧୀନ ଶୁଣ୍ଢୀଗୁଡା ଗ୍ରାମର ଡମୁ ଦାସ (୬୫)ଙ୍କ ସ୍ତ୍ରୀ ଝାଡାବାନ୍ତି ହୋଇ ଡାବୁଗାଁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ | ତାଙ୍କୁ ଦେଖିବା ପାଇଁ  ଡମୁ ଦାସ ଆଜି ସକାଳ ପ୍ରାୟ ୯ ଘ. ସମୟ ହେବ ଘରୁ ବାହାରି ଗ୍ରାମ ପାଖ ନଦୀରେ ମଧ୍ୟରେ ଚାଲିଚାଲି ଆସୁଥିଲେ | ପାଣିରେ ଗୋଡ ଖସି ଯିବାରୁ ମୁହିଁ ମାଡି ପାଣିରେ ପଡିଯାଇଥିଲେ କିନ୍ତୁ ଆଉ ଉଠି ପାରିନଥିଲେ | ପରେ ସେହି ସ୍ଥାନରେ ଅନ୍ୟ ଜୋକ ମାନେ ଦେଖି ତାଙ୍କ ପରିବାର ଲୋକଏନକେ ଖରା ଦେଇଥିଲେ | ଡାବୁଗାଁ ଅଗ୍ନିସମ କେନ୍ଦ୍ରକୁ ଖର ଦେଇଥିଲେ | ସଙ୍ଗେ ସଙ୍ଗେ ଅଗ୍ନିସମ କର୍ମଚାରୀ ମାନେ ପହଞ୍ଚି ଡମୁ କୁ ଉଦ୍ଧାର କରି ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ | ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ | ଏନେଇ ମୃତକ ର ପୁଅଲକ୍ଷ୍ମଣ ଦାସ ଡାବୁଗାଁ ଥାନାରେ ଏତଲା ଦେଇଥିଲେ | ଉକ୍ତ ଏତଲାକୁ ଭିତ୍ତି କରି ଥାନା ସବଇନିସ୍ପେକ୍ଟର ଚନ୍ଦନ ସାହୁ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ପଞ୍ଚନାମା କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ | ବ୍ୟବଚ୍ଛେଦ ପରେ ଶବ ପରିବାର ବର୍ଗ ଙ୍କୁ ହସ୍ତାନ୍ତର କରାଯାଇଛି | ଏନେଇ ଥାନା କେସ ନଂ ୧୯/୨୪ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   17-Jun-2026
  ଜିଲ୍ଲା  
ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   17-Jun-2026
  ଜିଲ୍ଲା  
କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍   17-Jun-2026
  ଜିଲ୍ଲା  
+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   17-Jun-2026
  ଜିଲ୍ଲା  
ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   17-Jun-2026
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026

You Might Also Like