-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||     

HOME   ଜିଲ୍ଲା

ବିନିକାରେ ବିଜେପିର ବିଜୟ ଶୋଭାଯାତ୍ରା 

05-Jun-2024



ବିନିକା(ହିମାଂଶୁ ଶେଖର ପୁଟେଲ)ଚଲିତ ସାଧାରଣ ନିର୍ବାଚନରେ ବୀରମହାରାଜପୁର ବିଧାନସଭା କ୍ଷେତ୍ରରୁ ପ୍ରଥମ ଥର ପାଇଁ ବିଜେପି ବିଜୟୀ ହୋଇଥିବାରୁ ସାରା ନିର୍ବାଚନ ମଣ୍ଡଳୀରେ ଖୁସିର ଲହରୀ ଖେଳିଯାଇଛି।ବିଜେପି ପ୍ରାର୍ଥୀ ଇଂଜିନିୟର ରଘୁନାଥ ଜଗଦଲା ବିଜେଡିର ପଦ୍ମନାଭ ବେହେରାଙ୍କୁ ୨୧ହଜାର ୮୬୬ଖଣ୍ଡ ଭୋଟରେ ପରାସ୍ତ କରି ବିଜୟୀ ହୋଇଛନ୍ତି।ବିଶେଷ କରି ବିନିକା ବ୍ଲକ ଓ ଏନଏସି ଅଞ୍ଚଳରୁ ୧୩ହଜାର ୭୨୦ଖଣ୍ଡ ଅଧିକ ଭୋଟ ଲିଡ୍ କରିଥିବା ଯୋଗୁଁ ବିଜୟୀ ବିଜେପି ବିଧାୟକ ରଘୁନାଥ ସାରା ବିନିକା ଅଞ୍ଚଳବାସୀଙ୍କୁ ହୃଦୟରୁ କୃତଜ୍ଞତା ଜନାଇଛନ୍ତି।ଆଜି ଏହି ପରିପ୍ରେକ୍ଷୀରେ ବିନିକା ସହରରେ ବିଜେପିର ବିଜୟ ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା।ସ୍ଥାନୀୟ ଯୋଗେଶ୍ୱର ମନ୍ଦିର ଠାରେ ବିଧାୟକ ରଘୁନାଥ ପୂଜାର୍ଚ୍ଚନା କରିବା ପରେ ପ୍ରଥମେ ଗୁଲାପଡାରେ ବିଜୟ ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା।ପରେ ତାଙ୍କର ଶତାଧିକ ଶୁଭେଛୁ ମାନେ ଦୀପାବଳୀ ଉତ୍ସବ ମନାଇ ଏକ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ।ବିଧାୟକ ଶ୍ରୀ ଜଗଦଲା ସ୍ଥାନୀୟ ଦୂର୍ଗା ମନ୍ଦିରକୁ ଯାଇ ମାଁ ଙ୍କ ଆଶୀର୍ବାଦ ନେଇଥିଲେ।ପରେ ବିଜୟୀ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଭୋଟରଙ୍କୁ ହାତଯୋଡି ଅଭିବାଦନ ଜଣାଇଥିଲେ ।ଏହି ଶୋଭାଯାତ୍ରାରେ ବିଜେପିର ସୁବର୍ଣ୍ଣପୁର ଜିଲ୍ଲା କାର୍ଯ୍ୟକାରୀ ସଭାପତି ବିଜୟ କୁମାର ମହାକୁର,ଜିଲ୍ଲା ସାଧାରଣ ସମ୍ପାଦକ ବିଶ୍ବମ୍ବର ମିଶ୍ର,ସାଂସଦ ପ୍ରତିନିଧି ଅଶୋକ କୁମାର ପୃଷ୍ଟି,ପ୍ରଶାନ୍ତ ଦଣ୍ଡସନା,ନଗର ଉପ ସଭାପତି ଭୁବନେଶ୍ୱର ଦେହେରି, କାଉନସିଲ ଗୋପାଳ କୃଷ୍ଣ ମହାଲିଙ୍ଗ ପ୍ରମୁଖଙ୍କ ସମେତ ଶତାଧିକ ବିଜେପି କର୍ମୀ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ   25-Jul-2026
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026

You Might Also Like