-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   (08-Sep-2026)       ||      ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   (08-Sep-2026)       ||      ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   (08-Sep-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||     

HOME   ଜିଲ୍ଲା

ପୋଲ ତଳକୁ ଖସି ପଡିଲା ବାଇକ୍ , ୩ ଜଣ ଗୁରୁତର ଆହତ

07-Jun-2024



କନ୍ଧମାଳ(ରମେଶ ପଣ୍ଡା ): ଗତ ୬ତାରିଖ ଦିନ ଫୁଲବାଣୀ ଠାରୁ ବ୍ରହ୍ମପୁର ଯିବା ରାସ୍ତା ୧୫୭, ଜାତୀୟ ରାଜପଥ ଟିକାବାଲି ଅନ୍ତର୍ଗତ ଚକାପାଦ ବ୍ଳକ କାବଲା ଗାଁ ଠାରେ ଏକ ବାଇକ୍ ପଲ୍ ତଲକୁ ଖସିପଡ଼ିବା ଫଳକନ୍ଧମାଳ ଜିଲ୍ଲା ଫୁଲବାଣୀ ଠାରୁ ବ୍ରହ୍ମପୁର ଯିବା ରାସ୍ତା ୧୫୭, ଜାତୀୟ ରାଜପଥ ଟିକାବାଲି ଅନ୍ତର୍ଗତ ଚକାପାଦ ବ୍ଳକ କାବଲା ଗାଁ ଠାରେ ଏକ ବାଇକ୍ ପୋଲ ତଲକୁ ଖସିପଡ଼ିବା ଫଳରେ ତିନି ଜଣ ଗୁରୁତର ହୋଇଥିବା ଜଣାପଡିଛି ଟିକାବାଲି ଥାନା ଚକାପାଦ ବ୍ଳକ ଆରାବକା ପଞ୍ଚାୟତ ଅନ୍ତର୍ଗତ ନେଡିଗୁଡା ଗ୍ରାମ ର କାର୍ତ୍ତିକ କହଁର ଓ ପରେମେଶ୍ବ କହଁର ଏବଂ ରାଇକିଆ ବ୍ଳକ ମାସେଡି ଗ୍ରାମ ର ପତିତ ପ୍ରଧାନ ନିଜ ଶଶୁର ଘର ନେଡିଗୁଡା ଆସିଥିଲେ ଏହି ତିନି ଜଣ ଯୁବକ ଏକ ବାଇକ୍ ଯୋଗେ ଶଙ୍କରାଖଲ ଯାଇ ନିଜ ଗ୍ରାମକୁ ଫେରିବା ସମୟରେ କାବଲା ଗାଁ ନିକଟ ଥିବା ଧକ୍କା ଦେଇ ବାଇକ୍ ସହିତ ତଳକୁ ଖସି ପଡ଼ିଥିଲେ ଖବର ପାଇ ଟିକାବାଲି ଅଗ୍ନିଶ୍ରମ କର୍ମଚାରୀ ଏବଂ ୧୦୮ ଆମ୍ବୁଲାନ୍ସ ପହଞ୍ଚି ତିନି ଜଣ ଙ୍କୁ ଉଦ୍ଧାର କରି ଟିକାବାଲି ସ୍ବାସ୍ଥ୍ୟ କେନ୍ଦ୍ର ଅଣାଯାଇଥିଲା ମେଡିକାଲ୍ ଚିକିତ୍ସା ଅବସ୍ଥାରେ ପତିତ ପ୍ରଧାନ ବୟସ ୨୫ ଙ୍କ ମୃତ୍ୟୁ ହୋଇଥିବା ଜଣାପଡିଥିଲା ଅନ୍ୟ ଦୁଇ ଜଣଙ୍କର ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଫୁଲବାଣୀ ମୁଖ୍ୟ ସ୍ବାସ୍ଥ୍ୟ କେନ୍ଦ୍ର ପଠାଯାଇଥିଲା କିନ୍ତୁ ସେଠାରେ ପରମେଶ୍ବର କହଁର ଙ୍କ ମୃତ୍ୟୁ ବରଣ କରିଥିବା ଜଣାପଡ଼ିଛି ଘଟଣା ସ୍ଥଳରେ ଟିକାବାଲି ପୋଲିସ ଏମ୍,ଆଇ ଅବନୀ କୁମାର ପ୍ରଧାନ ଏବଂ ରବିନ୍ଦ୍ର କୁମାର ହେମ୍ବ୍ରମ୍ ପହଞ୍ଚି ତଦନ୍ତ କରିଥିବା ଜଣାପଡ଼ିଛିରେ ତିନି ଜଣ ଗୁରୁତର ହୋଇଥିବା ଜଣାପଡିଛି ଟିକାବାଲି ଥାନା ଚକାପାଦ ବ୍ଳକ ଆରାବକା ପଞ୍ଚାୟତ ଅନ୍ତର୍ଗତ ନେଡିଗୁଡା ଗ୍ରାମ ର କାର୍ତ୍ତିକ କହଁର ଓ ପରେମେଶ୍ବ କହଁର ଏବଂ ରାଇକିଆ ବ୍ଳକ ମାସେଡି ଗ୍ରାମ ର ପତିତ ପ୍ରଧାନ ନିଜ ଶଶୁର ଘର ନେଡିଗୁଡା ଆସିଥିଲେ ଏହି ତିନି ଜଣ ଯୁବକ ଏକ ବାଇକ୍ ଯୋଗେ ଶଙ୍କରାଖଲ ଯାଇ ନିଜ ଗ୍ରାମ କୁ ଫେରିବା ସମୟରେ କାବଲା ଗାଁ ନିକଟ ଥିବା ଧକ୍କା ଦେଇ ବାଇକ୍ ସହିତ ତଳକୁ ଖସି ପଡ଼ିଥିଲେ ଖବର ପାଇ ଟିକାବାଲି ଅଗ୍ନିଶ୍ରମ କର୍ମଚାରୀ ଏବଂ ୧୦୮ ଆମ୍ବୁଲାନ୍ସ ପହଞ୍ଚି ତିନି ଜଣ ଙ୍କୁ ଉଦ୍ଧାର କରି ଟିକାବାଲି ସ୍ବାସ୍ଥ୍ୟ କେନ୍ଦ୍ର ଅଣାଯାଇଥିଲା ମେଡିକାଲ୍ ଚିକିତ୍ସା ଅବସ୍ଥାରେ ପତିତ ପ୍ରଧାନ ବୟସ ୨୫ ଙ୍କ ମୃତ୍ୟୁ ହୋଇଥିବା ଜଣାପଡିଥିଲା ଅନ୍ୟ ଦୁଇ ଜଣଙ୍କର ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଫୁଲବାଣୀ ମୁଖ୍ୟ ସ୍ବାସ୍ଥ୍ୟ କେନ୍ଦ୍ର ପଠାଯାଇଥିଲା କିନ୍ତୁ ସେଠାରେ ପରମେଶ୍ବର କହଁର ଙ୍କ ମୃତ୍ୟୁ ବରଣ କରିଥିବା ଜଣାପଡ଼ିଛି ଘଟଣା ସ୍ଥଳରେ ଟିକାବାଲି ପୋଲିସ ଏମ୍,ଆଇ ଅବନୀ କୁମାର ପ୍ରଧାନ ଏବଂ ରବିନ୍ଦ୍ର କୁମାର ହେମ୍ବ୍ରମ୍ ପହଞ୍ଚି ତଦନ୍ତ କରିଥିବା ଜଣାପଡ଼ିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   08-Sep-2026
  ଜିଲ୍ଲା  
ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   08-Sep-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026

You Might Also Like