-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ଗାଡି ଧକ୍କାରେ ସାଇକେଲ ଆରୋହୀ ଗୁରୁତର

27-Dec-2020



ଦେବଗଡ଼ (ପ୍ରେରଣା ଖବର) : କୁଣ୍ଢେଇଗୋଳା ଥାନା ଖଇରପାଲି ଫାଣ୍ଡି ଅନ୍ତର୍ଗତ ପଲସମା ଗ୍ରାମରେ ଆଜି ଦେବଗଡ଼ ଜିଲ୍ଲାପାଳଙ୍କ ଗାଡି ଧକ୍କାରେ ଜଣେ ଯୁବକ ଗୁରୁତର ହୋଇ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ ଉତ୍ତ୍ୟକ୍ତ ଗ୍ରାମବାସୀ ରାସ୍ତା ରୋକ କରିଥିବା ଜଣାପଡିଛି l ମିଳିଥିବା ସୂଚନା ଅନୁଯାୟୀ ଆଜି ଦିନ ପ୍ରାୟ ୧୨ଟା ସମୟରେ ପଲସମା ଗ୍ରାମର ରବି ବାଗାର (୪୦) ଏକ ସାଇକେଲ ଯୋଗେ ଗାଁ ପୋଖରୀକୁ ଗାଧେଇବାକୁ ଯାଉଥିଲେ। ଏହି ସମୟରେ ଦେବଗଡ଼ ପଟୁ ଅନୁଗୁଳ ଅଭିମୁଖେ ଯାଉଥିବା ଦେବଗଡ଼ ଜିଲ୍ଲାପାଳଙ୍କ ସ୍କୋର୍ପିଓ ଗାଡି (ଓଡି -୨୮-ଏ-୦୬୮୯) ତାଙ୍କୁ ଧକ୍କା ଦେଇ ଫେରାର ହୋଇ ଯାଇଥିଲା l ଏହି ଦୁର୍ଘଟଣାରେ ଗାଡିର ନମ୍ବର ପ୍ଲେଟ ଖସି ପଡିଥିବାରୁ ଏହା ଜିଲ୍ଲାପାଳଙ୍କ ଗାଡି ବୋଲି ଗ୍ରାମବାସୀ ମାନେ ଜାଣିବାକୁ ପାଇଥିଲେ l ସେହିପରି ଗୁରୁତର ରବିକୁ ଖଇରପାଲି ଫାଣ୍ଡି ପୁଲିସ ଫାଣ୍ଡି ଗାଡ଼ିରେ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ପାଇଁ ଆଣୁଥିବା ବେଳେ ବାଟରେ ଆମ୍ବୁଲାନ୍ସରେ ବସାଇ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରିଥିଲେ l ଜିଲ୍ଲାପାଳଙ୍କ ଗାଡି ଦୁର୍ଘଟଣା ଘଟାଇ ଫେରାର ହୋଇଯିବା ଜଣା ପଡିବା ପରେ ସ୍ଥାନୀୟ ଲୋକେ ପଳସମା ଗ୍ରାମ ଦେଇ ଯାଇଥିବା ରାଞ୍ଚି – ବିଜୟୱାଡା  ଜାତୀୟ ରାଜପଥ ଅବରୋଧ କରି ଆନ୍ଦୋଳନ ଆରମ୍ଭ  କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇ କୁଣ୍ଢେଇଗୋଳା ଥାନା ଅଧିକାରୀ ନିରୁପମା ଜେନା ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝା ସୁଝା କରିଥିବା ଜଣା ପଡିଛି lଲତେବେ ଜିଲ୍ଲାପାଳଙ୍କ ଉପସ୍ଥିତିରେ ତାଙ୍କ ଗାଡି ଦୁର୍ଘଟଣା ଘଟାଇ ଫେରାର ହେବା ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଅଧିକ ଉତ୍ତେଜନା ପ୍ରକାଶ ପାଇଥିବା ଜଣାପଡିଛି l ପରେ ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲ ଦେବଗଡ଼ ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ଆହାତ ରବିଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ବୁଝିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like