-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ବ୍ରହ୍ମାକୁମାରୀ ସଂସ୍ଥା ପକ୍ଷରୁ ବିଶ୍ୱ ପରିବେଶ ଦିବସରେ ଝଣ୍ଡା ଉତ୍ତୋଳନ ସହ ବୃକ୍ଷରୋପଣ

07-Jun-2024



ସିନ୍ଧେକେଲା,(ଦୀନେଶ ଜୈନ)
 ପ୍ରଜାପିତା ବ୍ରହ୍ମାକୁମାରି ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ସିନ୍ଧେକେଲା ଉପ ସେବା କେନ୍ଦ୍ର ପକ୍ଷରୁ ବିଶ୍ୱ ପରିବେଶ ଦିବସ ଅବସରରେ ଝଣ୍ଡା ଉତ୍ତୋଲନ ସହ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବ୍ରହ୍ମାକୁମାରି  ସଂସ୍ଥାର ମନୀଷା ଭଉଣୀ ଓ ଯମୁନା ଭଉଣୀଙ୍କ ନେତୃତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଥମେ ଉପ ସେବାକେନ୍ଦ୍ର ରେ ଝଣ୍ଡା ଉତ୍ତୋଳନ କରାଯାଇଥିଲା ପରେ ସ୍ଥାନୀୟ ଦ୍ୱାରସେହ୍ନି ମନ୍ଦିର ନିକଟ ଗ୍ରାମୀଣ ପାର୍କ ରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଶେଷ  ଅତିଥି ଭାବରେ ସ୍ଥାନୀୟ ସରପଞ୍ଚ ନରେଶ ଅଗ୍ରୱାଲ , ସମିତି ସଭ୍ୟ ତଥା ବ୍ଲକ ଅଧ୍ୟକ୍ଷ ପ୍ରତିନିଧି ଭୋଳାନାଥ ବେହେରା , ବଣିକ ସଙ୍ଘ ସଭାପତି ସୁବାଷ ଜୈନ , ଅଗ୍ରୱାଲ ସଭା ପୂର୍ବତନ ସଭାପତି ଫୁଲଚନ୍ଦ ଜୈନ , ସାମ୍ବାଦିକ ଦିନେଶ ଜୈନ , ମହିଳା ମଣ୍ଡଳର ବରିଷ୍ଠ ସଦସ୍ୟା ସରଲା ଜୈନ , ୱାଡ଼ ସଭ୍ୟ ନୂତନ ସାହୁ ପ୍ରମୁଖ ଯୋଗଦେଇ ବୃକ୍ଷ ହିଁ ଜୀବନ , ବୃକ୍ଷ ବିନା ମନୁଷ୍ୟ ବଞ୍ଚିବା କଷ୍ଟକର କାରଣ ବୃକ୍ଷ ବିନା ପ୍ରଦୂଷଣ ବଢ଼ିବାରେ ଲାଗୁଛି

ଯାହା ଫଳରେ ସ୍ୱାସ୍ଥ୍ୟ ଖରାପ ହେଉଛି ଏଣୁ  ଆମେ ସମସ୍ତେ ଗୋଟିଏ ଲେଖାଏଁ ବୃକ୍ଷରୋପଣ କରିବା ପାଇଁ ସଂକଳ୍ପ ନେବା ବୋଲି ମତ ଦେଇଥିଲେ । ମନୀଷା ଭଉଣୀ ସଭା କୁ ସମ୍ଭୋଦିତ କରି କହିଥିଲେ ଯେ ଆମ ଶରୀର ପୃଥ୍ବୀ , ଜଳ , ବାୟୁ , ଅଗ୍ନି ଓ ଆକାଶ  ଏହି ପାଞ୍ଚ ତତ୍ତ୍ଵ କି ମିଶି ତିଆରି ହୋଇଛି । ଏଣୁ ଏହି ପାଞ୍ଚ ତତ୍ତ୍ଵ ଯଦି ପ୍ରଦୂଷିତ ହୁଏ ତେବେ ଏହାର ପ୍ରଭାବ ଆମ ଶରୀର ଉପରେ ପଡିବ । ଏଣୁ ପରିବେଶ ସୁରକ୍ଷା ଅତ୍ୟନ୍ତ ଜରୁରୀ ।  ଶେଷରେ ସମସ୍ତେ ମିଶି ପାର୍କର ବିଭିନ୍ନ ଜାଗାରେ ଆୟୁର୍ବେଦ ଔଷଧୀୟ ବୃକ୍ଷରୋପଣ କରିଥିଲେ । କାର୍ଯ୍ୟକ୍ରମରେ ସଂସ୍ଥାରେ ଜଡିତ ଥିବା ସମସ୍ତ ସଦସ୍ୟ ଓ ସଦସ୍ୟା ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026

You Might Also Like