-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||     

HOME   ଜିଲ୍ଲା

ହଂସୀକା ଜୈନ ମେଟ୍ରିକ ବୋର୍ଡ ପରୀକ୍ଷାରେ ସିନ୍ଧେକେଲାରେ ଟପର

07-Jun-2024



ସିନ୍ଧେକେଲା. (ଦୀନେଶ ଜୈନ)
ଅବସର ପ୍ରାପ୍ତ ଶିକ୍ଷକ ଅର୍ଜୁନ ଜୈନଙ୍କ ନାତୁଣୀ ତଥା ଲୋକପ୍ରିୟ ଟିଭି ଚେନାଲ ଡିଷ୍ ଟିଭିର ବହୁ ପ୍ରତିଷ୍ଠିତ ବିତରକ ଅନିଲ ଜୈନଙ୍କ ଝିଅ ହଂସୀକା ଜୈନ ମେଟ୍ରିକ ବୋର୍ଡ ପରୀକ୍ଷାରେ ସିନ୍ଧେକେଲାରେ ଟପର ହୋଇଛନ୍ତି । ସେ ଟିଟିଲାଗଡ ଓଁଭେଳି ସ୍କୁଲରେ ଅଧ୍ୟୟନ କରି ପରୀକ୍ଷା ଦେଇଥିଲେ । ପରୀକ୍ଷା ଫଳାଫଳରେ ସିନ୍ଧେକେଲା ରେ ସବୁଠାରୁ ଅଧିକ ୯୦ ପ୍ରତିଶତ ମାର୍କ ପାଇଁ ଟପର ହୋଇ ନିଜ ପରିବାର ସହ ସମ୍ପୂର୍ଣ୍ଣ ଜୈନ ସମାଜର ଗୌରବ  ବଢାଇଛନ୍ତି । ତାଙ୍କର ଏହି ସଫଳତାରେ ତାଙ୍କୁ ଅଗ୍ରୱାଲ ସଭା ଅଧ୍ୟକ୍ଷ ପ୍ରସନ୍ନ ଜୈନ , ତେରାପଂଥ ସଭା ଅଧ୍ୟକ୍ଷ ରାମ ଅବତାର ଜୈନ , ବରିଷ୍ଠ ସାମ୍ବାଦିକ ଦିନେଶ ଜୈନ ପ୍ରମୁଖଙ୍କ ସହ ସମାଜର ଅନେକ ଲୋକ ଅଭିନନ୍ଦନ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026

You Might Also Like