-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||     

HOME   ଜିଲ୍ଲା

ବିଧାୟକ ଅଧିରାଜଙ୍କ ବିଜୟ ଉତ୍ସବ

07-Jun-2024



ନୂଆପଡ଼ା  (ରାମନାଥ ପଣ୍ଡା )
 ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ  ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀଙ୍କ ୨୦୨୪ ନିର୍ବାଚନର ବିଜୟକୁ ନେଇ ଜନସାଧାରଣ ତଥା କର୍ମୀ ବହୁତ ଖୁସି ଥିବାବେଳେ ଆଜି ଖରୀଆର ନିର୍ବାଚନ ମଣ୍ଡଳୀର ବୋଡ଼େନ ଓ ସିନାପାଲି ବ୍ଲକର ଅନେକ ସ୍ଥାନରେ ଅଧିରାଜଙ୍କୁ ସ୍ବାଗତ ସହ ବିଜୟ ଉତ୍ସବ ପାଳନ କରାଯାଇଛି । ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମାଁ ଦ୍ୱାରସନିଙ୍କୁ ଦର୍ଶନ କରିସାରିବା ପରେ ବୋଡ଼େନ ବସଷ୍ଟାଣ୍ଡରୁ ବିଧାୟକଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇ ସମର୍ଥକମାନେ ବାଜା, ବାଣ ଓ ରଙ୍ଗଖେଲିବା ସହ ବୋଡ଼େନ ବସ୍ତି ପରିକ୍ରମା କରିଛନ୍ତି ।ବୋଡ଼େନ ପାଖାପାଖି ଗାଁ ଗୁଡିକରେ ମଧ୍ୟ ତାଙ୍କୁ ବନ୍ଦାପନା ପୂର୍ବକ ସ୍ବାଗତ ଜଣାଇଛନ୍ତି ।୨୦୧୯ ନିର୍ବାଚନରେ କଂଗ୍ରେସ ଦଳରୁ ନିର୍ବାଚିତ ହୋଇ ବିଧାନ ସଭାକୁ ଯାଇଥିଲେ ଏବଂ ୨୦୨୪ ନିର୍ବାଚନରେ ବି ଜେ ଡି ଦଳରୁ ନିର୍ବାଚିତ ହୋଇଛନ୍ତି ବୋଲି ସମସ୍ତ ଶ୍ରେୟ ସିନାପାଲି,ବୋଡ଼େନ ଓ ଖରୀଆର ବ୍ଲକର ସମସ୍ତ ଜନସାଧାରଣଙ୍କୁ ଦେଇଛନ୍ତି । ସେ ପ୍ରକାଶ କରିଛନ୍ତି ଗତ ପାଞ୍ଚ ବର୍ଷରେ ଏହି ଅଞ୍ଚଳର ଅନେକ ସୁବିଧା ଓ ବିକାଶ ଆଣିବାରେ ଆପଣ ମାନଙ୍କ ସହଯୋଗ ମୋତେ ଉତ୍ସାହ ଦେଇଛି ଏବଂ ଆଉ କିଛି କାମ ବାକି ରହିଯାଇଛି ସେଗୁଡିକୁ ସମ୍ପୂର୍ଣ୍ଣ କରିବା ପାଇଁ ପୁନଃ ମୋତେ ଆପଣମାନେ ଭୋଟ ଦେଇ ଜୟଯୁକ୍ତ କରିଥିବାରୁ ମୁଁ କୃତଜ୍ଞତା ଜ୍ଞାପନ କରୁଛି ବୋଲି ସ୍ପଷ୍ଟଭାବେ ପ୍ରକାଶ କରିଛନ୍ତି ।ଓଡ଼ିଶା ମାନଚିତ୍ରରେ ଖରୀଆର ନିର୍ବାଚନ ମଣ୍ଡଳୀର ବିକାଶ ଦିଗରେ ସ୍ଵତନ୍ତ୍ର ସ୍ଥାନ ଦେବା ପାଇଁ ପ୍ରୟାସ କରିବି ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ଏହି ଉତ୍ସବ କାର୍ଯ୍ୟକ୍ରମରେ  ବି ଜେ ଡି ର ବରିଷ୍ଠ କାର୍ଯ୍ୟକର୍ତ୍ତା ଆଇନଜୀବୀ ଯୋଗେନ୍ଦ୍ର ନାଥ ମାଝୀ,ବ୍ଲକ ଅଧ୍ୟକ୍ଷା ପ୍ରେମ ଶିଳା ନାଗ,ସମାଜ ସେବୀ ରାଜ କୁମାର ନାଗ,ସଞ୍ଜୁ ଅଗ୍ରୱାଲ,ସୌଦାଗର ସାହୁ,ଜନ୍ମେଜୟ ସିଂଦେଓ,ଝମ୍ପେଶ୍ୱର ସଲମା, ରାଜ କୁମାର ଅଗ୍ରୱାଲ , ପୁସ୍ତମ୍ ନାଗ,ଭ୍ରମର ବୈଠାରୁ,ରିଖି ରାମ କାଣ୍ଡଙ୍କ ସମେତ ଶହ ଶହ ବି ଜେ ଡି କର୍ମୀ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026

You Might Also Like