-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ନବ ନିର୍ବାଚିତ କହ୍ନେଇ ଚରଣ ଡାଙ୍ଗଙ୍କୁ କଣ୍ଟାମାଳର ବିଭିନ୍ନ ସ୍ଥାନରେ ବିପୁଳ ସମ୍ବର୍ଦ୍ଧନା

07-Jun-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବିଜେଡିର ଗଡ଼ କୁହାଯାଉଥିବା କଣ୍ଟାମାଳ ବିଧାନସଭା କ୍ଷେତ୍ରରୁ ପ୍ରଥମ ଥର ପାଇଁ ବିଜେପି ବିଜୟୀ ହୋଇଥିବାରୁ ସାରା ନିର୍ବାଚନ ମଣ୍ଡଳୀରେ କର୍ମୀମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି l ବିଜେପି ପ୍ରାର୍ଥୀ କହ୍ନେଇ ଚରଣ ଡାଙ୍ଗ ବିଜେଡିର ଦୁଇଥର ବିଜେତା ମହୀଧର ରଣାଙ୍କୁ 7ହଜାର 149ଖଣ୍ଡ ଭୋଟରେ ପରାସ୍ତ କରି ବିଜୟୀ ହୋଇଛନ୍ତି l ଏନେଇ ଆଜି ସନ୍ଧ୍ୟାରେ ପଲସlଗୋରା ରୁ ଏକ ବିରାଟ ଶୋଭାଯାତ୍ରା ରେ ଆସି କଣ୍ଟାମାଳ ପହଞ୍ଚିଥିଲେ l କଣ୍ଟାମାଳକୁ ଶ୍ରୀ ଡ଼ାଙ୍ଗ ପହଁଚିବା ପରେ ବିଜେପି ର ଦଳୀୟ ନେତା କର୍ମୀ ଓ ସଧାରଣ ଜନତା ହର୍ଷ ଉଲ୍ଲାସ ମଧ୍ୟରେ ବାଜା, ବାଣ, ରୋଷଣୀ ସହ ବିଭିନ୍ନ ସ୍ଥାନରେ ବିପୁଳ ସମ୍ବର୍ଦ୍ଧନା ଜଣାଇଥିଲେ l ଏହି ବିଜୟ ଶୋଭାଯାତ୍ରା ରେ ଶ୍ରୀ ଡ଼ାଙ୍ଗ ଙ୍କ ସମେତ ପ୍ରାକ୍ତନ ରାଜ୍ୟ ବୟନିକା ସଭାପତି ଶେଷ ଦେବ ମେହେର, ଦୁଇ ନମ୍ବର ଜୋନ ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ପଦ୍ମାଳୟା ପ୍ରଧାନ,ଖମନମୁଣ୍ଡା ସରପଞ୍ଚ ଶ୍ରୀମତୀ ଅଳକା ପ୍ରଧାନ ,ଋଣ୍ଡିମହୁଲ ସରପଞ୍ଚ ପଞ୍ଚାନନ ସାହୁ,ବିଜେପି ନେତା କେଦାରନାଥ ସାହୁ,ଚିତ୍ତ ରଞ୍ଜନ ପାତ୍ର,ଓମପ୍ରକାଶ ମିଶ୍ର,ଶିତିକଣ୍ଠ ମିଶ୍ର,ବିଜିତ ପ୍ରଧାନ,ମଣ୍ଡଳ ସଭାପତି ଅନିଲ ପ୍ରଧାନ,ପିନାକଧର ରଣା, ନିରଞ୍ଜନ କର୍ଣ୍ଣ ସମେତ ବିଭିନ୍ନ ପଞ୍ଚାୟତର ସରପଞ୍ଚ,

ସମିତିସଭ୍ୟ, ୱାର୍ଡସଭ୍ୟ ଓ ଅଞ୍ଚଳର ବହୁ ନେତା କର୍ମୀ ଯୋଗ ଦେଇଥିଲେ l ଶ୍ରୀ ଡ଼ାଙ୍ଗ ପୂର୍ବରୁ ୨୦୧୪ ରୁ କଂଗ୍ରେସ ଦଳର ପ୍ରାର୍ଥୀ ଓ ୨୦୧୯ ରେ ବିଜେପି ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ି ବିଜେଡ଼ିର ବିଧାୟକ ମହିଧର ରଣାଙ୍କୁ କଡ଼ା ଟକ୍କର ଦେଇ ଆସିଥିବା ଓ ଅଳ୍ପ ବ୍ୟବଧାନ ଭୋଟ ରେ ପରାଜିତ ହୋଇଥିବା ଜଣା ଯାଇଛି l ନୂଆଁ ବିଧାୟକ ଶ୍ରୀ ଡ଼ାଙ୍ଗ ଜଣେ ଉଚ୍ଚ ଶିକ୍ଷିତ ଓ ବୌଦ୍ଧ ଜିଲ୍ଲା ର ଜଣେ ଦକ୍ଷ ବରିଷ୍ଠ ଆଇନଜ୍ଞ ଭାବେ ଖୁବ୍ ଜଣାଶୁଣା ଓ ଜିଲ୍ଲାରେ ଖୁବ୍ ଖାତିର ଥିବା ଯୋଗୁଁ ଏ ଅଞ୍ଚଳ ତଥା ଜିଲ୍ଲାର ଦ୍ରୁତ ବିକାଶ ଦିଗରେ ଆଗେଇ ନେବେ ବୋଲି ସାଧାରଣ ଲୋକଙ୍କ ଦୃଢ଼ ବିଶ୍ୱାସ ଥିବା ଜଣା ଯାଇଛି l ପରେ କଣ୍ଟାମାଳରୁ ମଲିକୁଦ, ଶ୍ରୀମାଲ, ଘଣ୍ଟାପଡା, ଅମ୍ବଗାଁ ହୋଇ ଜିଲ୍ଲାର ସୀମାନ୍ତ ଖୁଣ୍ଟିଗୋରା ପର୍ଯ୍ୟନ୍ତ ଶୋଭାଯାତ୍ରାରେ ଯାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like