-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ପୂର୍ବତନ ପ୍ରଧାନ ଶିକ୍ଷକ ଡିଙ୍ଗର ଷଡ଼ଙ୍ଗୀଙ୍କ ପରଲୋକ

07-Jun-2024



ଗୁଡଭେଲା(ପ୍ରେରଣା ଖବର ): ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ଗୁନିମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ ଡିଙ୍ଗର ଷଡ଼ଙ୍ଗୀଙ୍କ ୯୮ ବର୍ଷ ବୟସରେ ଗତ ୫ ତାରିଖ ସକାଳ ୧୦.୩୦ମି ସମୟରେ ତାଙ୍କର ଗୁଡଭେଲା ସ୍ଥିତ ବାସଭବନରେ ପରଲୋକ ହୋଇଛି। ତାଙ୍କର ଜନ୍ମଭୂମି ଦେଓଗାଁ ବ୍ଲକ ଅର୍ନ୍ତଗତ ସାଲେପାଲି ଗ୍ରାମ ଓ କର୍ମଭୂମି ଗୁଡଭେଲା ଅଟେ । ମୃତ୍ୟୁ ସମୟରେ ତାଙ୍କର ପୁତ୍ର ସୁଧୀର ଷଡଙ୍ଗୀ, ବୀରେନ୍ଦ୍ର ଷଡଙ୍ଗୀ ଏବଂ ପୁତ୍ରବଧୂ ସସ୍ମିତା, ପଦ୍ମାବତୀ, ଝିଅ ସୌଦାମିନୀ, ଶୋଭାଗିନୀ, ଆହ୍ଲାଦିନୀ ଓ ପୁଷ୍ପାଞ୍ଜଳି ଏବଂ ଜ୍ବାଇଁ ସହଦେବ ମିଶ୍ର, ସାଧୁରାମ ଦାଶ, ଜଗନ୍ନାଥ ଦାଶ, ହେମନ୍ତ କୁମାର ଦାଶ ତଥା ଭାଇ ସୋମନାଥ ଷଡ଼ଙ୍ଗୀ, କାର୍ତ୍ତିକ ଷଡ଼ଙ୍ଗୀ, ଦାମ୍ବୋଦର ଷଡ଼ଙ୍ଗୀ, ପୁତୁରା ରୁଦ୍ରଦେବ, ବେଣୁଧର, ରଞ୍ଜନ, ସୁବଳ, ଲକ୍ଷ୍ମୀକାନ୍ତ, କାହ୍ନୁ, ନରେନ୍ଦ୍ର, ଯୁଗଳ ଏବଂ ନାତି ରିଙ୍କୁ, ପିଙ୍କୁ, ଟିଙ୍କୁ, ମିକୁ, ନାତୁଣି ରୀନା,ଗୋଲ୍‌ଡି, ନାତୁଣୀ ବୋହୂ ପ୍ରାଚୀ ଏବଂ ଭାଇବୋହୂ, ପୁତୁରା ବୋହୂ ଉପସ୍ଥିତ ଥିଲେ। ବନ୍ଧୁବାନ୍ଧବ ତଥା ଶତାଧିକ ଗ୍ରାମବାସୀ ଶବାଧାରରେ ସାମିଲ ହୋଇଥିଲେ। ଗୁଡଭେଲା ସ୍ଥିତ ରାହୁଲ ନଦୀ କୂଳରେ ଥିବା ଶ୍ମଶାନ ଘାଟରେ ଅନ୍ତିମ ସଂସ୍କାର କରିଥିଲେ । ଜ୍ୟେଷ୍ଠପୁତ୍ର ସୁଧୀର ଷଡଙ୍ଗୀ ମୁଖାଗ୍ନୀ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like