-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ର ଶୀତଳ ଷଷ୍ଠୀ ଯାତ୍ରା ରେ ୧୦୮ ତୋଳା ର ସୁନା ନାଗ ମୂର୍ତ୍ତୀ ବିଶେଷ ଆକର୍ଷଣ

07-Jun-2024



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
  ବହୁ ପ୍ରତୀକ୍ଷିତ ସୁବର୍ଣପୁର ର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ଚଳିତ ବର୍ଷ ଆଜି  ୦୭ ତାରିଖ ଠାରୁ ୧୨  ତାରିଖ ପର୍ଯ୍ୟନ୍ତ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହ ପାଳନ ହେବାପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଏଥିପାଇଁ ଇଷ୍ଟଦେବ ବାବା ସୁବର୍ଣ୍ଣମେରୁ ଓ ଜଗତଜନନୀ ମାତା ପାର୍ବତୀଙ୍କ ବିବାହ ଉତ୍ସବ କୁ ରୀତିନୀତି ସହ ପାଳନ ପାଇଁ ଶୀତଳଷଷ୍ଠୀ ଯାତ୍ରା କମିଟି ପକ୍ଷରୁ ସମସ୍ତ ଆନୁସଙ୍ଗିକ କାର୍ଯ୍ୟକ୍ରମ ର ପ୍ରସ୍ତୁତି ସହ ବର ପିତାମାତାଙ୍କ ପ୍ରତିନିଧ ଭାବରେ ଘୋଡ଼ାଘାଟ ପଡ଼ା ର ପ୍ରଭାତ କୁମାର ବକ୍ସି (ବାବୁଲି), ଶିବାନୀ ବକ୍ସି ଦାୟିତ୍ଵ ର୍ନିବାହ କରୁଥିବା ବେଳେ କନ୍ୟାପିତା ମାତା ଙ୍କପ୍ରତିନିଧି ସୁରୂପ ରେ ରାମ କୃଷ୍ଣ ନଗର ର ଗୋପାଳ ପ୍ରାସାଦ ଭୁତ, ଅନିତା ଭୁତ ଦାୟିତ୍ଵ ନିଭେଇ ମହା ପ୍ରଭୁ ଶିବ ପାର୍ବତୀ ଙ୍କ ଆଶୀର୍ବାଦ ଲାଭ କରିଛନ୍ତି । ଆଜି ସୁବର୍ଣ୍ଣପୁର ର ଜିଲ୍ଲା କୋଷାଗାର ରୁ ୧୦୮ ତୋଳା ର ସୁନା ନାଗମୂର୍ତ୍ତି ବାବା ଚନ୍ଦ୍ରଶେଖର ଙ୍କୁ ଦେବୋତ୍ତର ବିଭାଗ ପୋଲିସ ପ୍ରଶାସନ ଓ ଦେବୋତ୍ତର କମିଟି ପକ୍ଷରୁ କଡା ସୁରକ୍ଷା ରେ ସ୍ଥାନୀୟ ଚନ୍ଦ୍ରଶେଖର ମନ୍ଦିର କୁ ଅଣା ଯାଇ ଯାତ୍ରା ର ପୂଜା ବିଧୂ ଆରମ୍ଭ କରାଯାଇଛି । ଏଥିପାଇଁ ଉଭୟ କୈଳାସପୁରୀ ଓ ହିମାଦ୍ରୀନଗରୀ ସମେତ ସାରା ସହର ଚଳଚଞ୍ଚଳ ହୋଇ ଉଠିଛି । ଏଥିପାଇଁ ଆଜି ୦୭ ତାରିଖ ଶୁକ୍ରବାର ଦିନ ପ୍ରଭୂ ଙ୍କ ମନ୍ଦୀର ପ୍ରବେଶ, ୦୮ ତାରିଖ ରେ ଦେବନିମନ୍ତ୍ରଣ, ୦୯ ତାରିଖ ରେ ଅଳଙ୍କାର ଧାରଣ  , ବର ନିମନ୍ତ୍ରଣ, ଓ ୧୦ ତାରିଖ  ବରାନୁଗମନ  ଶିବପାର୍ବତୀଙ୍କ ବିବାହ ପାଣିଗ୍ରହଣ ଅନୁଷ୍ଠିତ ହୋଇ ପରବର୍ତ୍ତୀ ଦିନ ପ୍ରଭୂ ଙ୍କ ଯୁଗଳ ମୂର୍ତ୍ତି ଦର୍ଶନ ପାଇଁ ସହର ବାସୀ ଙ୍କୁ ସୁଯୋଗ ମିଳିବ l 12 ତାରିଖ ରାତି ପରେ ଶିବ ପାର୍ବତୀ ଓ ଅଷ୍ଠ ଶମ୍ଭୁ ଅଷ୍ଠ ବିଷ୍ଣୁ ଙ୍କ ନଗର ପରିକ୍ରମା ଓ ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରା ଅନୁଷ୍ଠିତ ହେବ । ଏବଂ ଚଳିତ ବର୍ଷ ଯାତ୍ରା କୁ ଶୃଙ୍ଖଳିତ ଭାବେ ପରିଚାଳନା ପାଇଁ ଯାତ୍ରା ପରିଚଳନା କମିଟି , ଦେବୋତ୍ତର ବିଭାଗ  ଓ ପୋଲିସ ପ୍ରଶାସନ ପକ୍ଷରୁ ଜନସାଧାରଣ ଙ୍କ ସହଯୋଗ କାମନା କରାଯାଇଛି। ଏହି ଯାତ୍ରା ର ବିଶେଷ ଆକର୍ଷଣ ୧୦୮ ତୋଳା ର ସୁନା ନାଗ ମୂର୍ତି ଓ ଶିବ ପାର୍ବତୀ ଙ୍କ ସହିତ ସହର ର ସମସ୍ତ ଦେବା ଦେବୀ ଙ୍କୁ ମହଣ ମହଣ ରୂପା ରେ ନିର୍ମିତ ପାଲିଙ୍କି ରେ ଏକାଠି ଦର୍ଶନ କରିବାର ଅପୂର୍ବ ସୁଯୋଗ ମିଳିଥାଏ l ଯାହାକି ବର୍ଷ କୁ ଥରେ ଏହି ସୁଯୋଗ ସାଧାରଣ ଜନତା ଭକ୍ତ ଶ୍ରଦ୍ଧାଳୁ ପାଇଥାନ୍ତି । ଏବର୍ଷ ପ୍ରଥମ ଥର ପାଇଁ  ବର ପିତା ଓ କନ୍ୟା ପିତା ଙ୍କ ପକ୍ଷ ରୁ ସହର ବାସୀ ଙ୍କୁ ଯାତ୍ରା ରେ ସାମିଲ୍ ପାଇଁ ଯାତ୍ରା କୁ ଶୃଙ୍ଖଳିତ କରିବା ପାଇଁ ପ୍ରୟାସ କରା ଯାଇଛି ଓ ଏଥି ପାଇଁ ପୂର୍ବରୁ ପ୍ରତି ପଡ଼ା ରେ କ୍ଳବ୍ ରେ ସଭା ସମିତି କରା ଯାଇଛି l  କନ୍ୟା ପିତା ଓ ବର ପିତା ପରିବାର ଙ୍କ ସମସ୍ତ ସହଯୋଗ ରେ ଶୀତଳ ଷଷ୍ଠୀ ଯାତ୍ରା ଉପଲକ୍ଷେ ଆସନ୍ତା କାଲି ଠାରୁ ଯାତ୍ରା ଶେଷ ଯାଏ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ର ଆୟୋଜନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like