-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ବାଲିଗୁଡ଼ାରୁ ରୂପା ଅଳଙ୍କାର ଲୁଟି ଥିବା ଲୁଟେରା ଗଞ୍ଜାମରୁ ଗିରଫ: ରୂପା ଅଳଙ୍କାର ଜବତ

07-Jun-2024



ବାଲିଗୁଡା(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା । ଦିନ ଦ୍ବିପହର ରେ ଲୁଟ ହୋଇଥିବା ରୂପା ଅଳଙ୍କାର ଜବତ ହେବା ସହ ଜଣେ ମାଷ୍ଟର ମାଇଣ୍ଡ ଲୁଟେରାକୁ ବାଲିଗୁଡା ପୋଲିସ ଗିରଫ କରିଛି । ଏ ନେଇ ବାଲିଗୁଡା ଥାନରେ ବାଲିଗୁଡା ଏସଡ଼ିପିଓ ରାହୁଲ ଗୋଏଲ ଏହି ଲୁଟର ବିସ୍ତୃତ ସୂଚନା ଦେଇଛନ୍ତି । ଲୁଟେରା ମାଷ୍ଟର ମାଇଣ୍ଡ ଜଣକ ଗଞ୍ଜାମ ଜିଲ୍ଲାର ଆସ୍କା ଥାନା ଥାନା ଅଞ୍ଚଳର ବୋଲି ପୋଲିସ କହିବା ସହ ତା ନିକଟରୁ ଚୋରି ହୋଇଥିବା ୭ କିଲୋ ଗ୍ରାମ ରୂପା ଅଳଙ୍କାର ଜବତ ହୋଇଛି । ଏହି ଲୁଟର ମାଷ୍ଟର ମାଇଣ୍ଡ ଜଣକ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ତା ନାମରେ ବିଭିନ୍ନ ଜିଲ୍ଲାରେ ଲୁଟ ଅଭିଯୋଗରେ ଅନେକ ମାମଲା ରହିଛି । ଏହି ଲୁଟ ଘଟଣାରେ ଅନ୍ୟ ଅଭିଯୁକ୍ତ ସାମିଲ ରହିଛନ୍ତି । ସେମାନଙ୍କୁ ଧରିବା ଲାଗି ବାଲିଗୁଡା ପୋଲିସ ଏବେ ବି ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖୁଛି । ତେଣୁ ଗିରଫ ହୋଇଥିବା ମାଷ୍ଟର ମାଇଣ୍ଡର ଠିକଣା ଗୋପନୀୟ ରଖାଯାଇଛି ବୋଲି ବାଲିଗୁଡା ଏସଡ଼ିପିଓ ରାହୁଲ ଗୋଏଲ କହିଛନ୍ତି । ପୋଲିସର କହିବା ଅନୁଯାୟୀ, ଗତ ମାସ ୨୪ ତାରିଖରେ ବାଲିଗୁଡାର ରୂପା ବ୍ୟବସାୟୀ ସନ୍ୟାସୀ ନାୟକ ଏକ ରୂପା ଭର୍ତି ବ୍ୟାଗ ଧରି ବ୍ୟବସାୟ ଲାଗି ଯାଉଥିବା ସମୟରେ ପାଟଖଣ୍ଡା ସାହିରେ ଦୁଇଟି ବାଇକ ରେ ୩ ଜଣ ଲୁଟେରା ଆସି ତାଙ୍କ ଠାରୁ ରୂପା ବ୍ୟାଗ ଲୁଟି ନେଇ ପଳାଇଥିଲେ । ଏ ନେଇ ସନ୍ୟାସୀ ନାୟକ ବାଲିଗୁଡା ଥାନାରେ ଅଭିଯୋଗ କରିବା ପରେ ପୋଲିସ ୧୧୯/୨୦ରେ ଏକ ମାମଲା ରୁଜୁ କରିବା ସହ ଥାନା ଅଧୂକାରୀ ସୁଶାନ୍ତ କୁମାର ସାହୁ ଲୁଟର ତନାଘନା ଆରମ୍ଭ କରିଥିଲେ । ଅଭିଯୁକ୍ତକୁ ଧରିବା ଲାଗି ବାଲିଗୁଡା ପୋଲିସ ଏକ ଟିମ ଗଠନ କରି ସି ସି ଟି ଭି କ୍ୟାମେରାରେ କଏଦ ହୋଇଥିବା ଅଭିଯୁକ୍ତ ଫଟୋକୁ ଆଧାର କରି ପୋଲିସ ମାଷ୍ଟର ମାଇଣ୍ଡ ଲୁଟେରାକୁ କାବୁ କରିବାରେ ସଫଳ ହୋଇଥିଲା । ଅନ୍ୟ ଲୁଟେରା ମାନଙ୍କୁ ଧରିବା ଲାଗି ବାଲିଗୁଡା ପୋଲିସ ଏବେ ବି ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିବା ଜଣାପଡିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like