-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ଭୀମଡୁଙ୍ଗୁରୀ ଭୀମକଟାର ଉନ୍ନତିକରଣ ନେଇ ଯନ୍ତ୍ରୀଙ୍କ ସହ କମିଟିର ଆଲୋଚନା

08-Jun-2024



ବଲାଙ୍ଗୀର(ପ୍ରେରଣା ଖବର ): ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକର ଭୀମଡୁଙ୍ଗୁରୀ ପର୍ଯ୍ୟଟନସ୍ଥଳୀରେ ଥିବା ଭୀମକଟାର ଉନ୍ନତିକରଣ କାମ ଚାଲୁରହିଛି । ପ୍ରାୟ ୨.୨୨କୋଟି ଟଙ୍କା ବ୍ୟୟରେ ଜଳସେଚନ ବିଭାଗର ଏହାର ମାଟିଉନ୍ନତିକରଣ ଓ ଅନ୍ୟାନ୍ୟ ଉନ୍ନୟନ କାମ ଚାଲିଛି । ନିର୍ବାଚନ ସରିଲାପରେ ଭୀମ ପାହାଡ କମିଟି ଏହି କାମର କିଭଳି ଠିକ ସମୟରେ ତଥା ଠିକ ଆକାରରେ ହୋଇପାରିବ ସେନେଇ ବିଭାଗୀୟ ଯନ୍ତ୍ରୀଙ୍କ ମିଶି ଯୁଗ୍ମପରିଦର୍ଶନ କରି ଅଅଲୋଚନା କରିଛନ୍ତି । ଶୁକ୍ରବାର ଅପରାହ୍ନ ୫ ସମୟରେ ଭୀମପାହାଡ ମହୋତ୍ସବ କମିଟିର ଅଧ୍ୟକ୍ଷ ଲକ୍ଷ୍ମଣକୁମାର ମେହେର, ସଭାପତି ପ୍ରମୋଦ ବହିଦାର,ସଂପାଦକ ଗୋବର୍ଦ୍ଧନ ସାହୁ,ସ୍ଥାନୀୟ ସମିତିସଭ୍ୟ ଅଭିମନ୍ୟୁ ମାଝୀ ପ୍ରମୁଖ ଜଳସେଚନ ବିଭାଗର ଅଧିକ୍ଷଣଯନ୍ତ୍ରୀ ଇଂ.ଗୋବର୍ଦ୍ଧନ ନାଏକ, ଏସଡିଓ  ଇଂ.ଏସଡିଓ  କୃଷ୍ଣଚନ୍ଦ୍ର ବେହେରା, ମହଲେଇ ରାଜସ୍ୱନୀରିକ୍ଷକ,କାମକୁ କରାଉଥିବା ଠିକଦାର ଓ ସ୍ଥାନୀୟ ଅଞ୍ଚଳବାସୀ ମିଳିତ ହୋଇ ଭୀମକଟାର ଉନ୍ନୟନ ନେଇ ଆଲୋଚନା କରିଥିଲେ । ବର୍ଷାପୂର୍ବରୁ ସଠିକ ହିସାବରେ କାମକରି ଠିକ ସମୟରେ କାମ ସାରିବାକୁ ଅଧିକ୍ଷଣ ଯନ୍ତ୍ରୀ ଇଂ.ନାଏକ କାମ କରାଉଥିବା ଠିକଦାରକୁ ନିର୍ଦ୍ଦେଶ କରିଥିଲେ । ଏହା ସହିତ ଭୀମକଟାରୁ ଭୀମଡୁଙ୍ଗୁରୀ ଗାଁ ଓ ବନ୍ଧପାଲି ଗାଁକୁ ଥିବା ଚଲାରାସ୍ତାକୁ ସୀମାଚିହ୍ନଟ କରି ମାଟି ପକାଇ ରାସ୍ତା କରିବାକୁ ଆଲୋଚନା ହୋଇଥିଲା । ମହଲେଇ ରାଜସ୍ୱ ନୀରିକ୍ଷକ ତାଙ୍କ ଟିମ ନେଇ ପହଞ୍ଚି ଉଭୟ ରାସ୍ତାକୁ ମାପଚୁପ କରି ଉପସ୍ଥିତ ସମିତିସଭ୍ୟ,ସରପଞ୍ଚଙ୍କ ପ୍ରତିନିଧି ଓ ଗ୍ରାମବାସୀଙ୍କୁ ଜଣାଇଥିଲେ । ଚଳାପଥ ଯେଉଁ ଜମିରେ ଯାଇଛି ତାହା ସଂପୂର୍ଣ୍ଣ ସରକାରୀ ରାସ୍ତା କିସମରେ ରହିଛି ତେଣୁ କାମ କରାଇବାରେ କୌଣସି ଅସୁବିଧା ନାହିଁ ବୋଲି ଆରଆଇ କହିଥିଲେ । ପ୍ରକାଶ୍ୟ ଯେ,ଭୀମଡୁଙ୍ଗୁରୀ ପର୍ଯ୍ୟଟନସ୍ଥଳିକୁ ପ୍ରତିଦିନ ହଜାର ହଜାର ଲୋକ ପହଞ୍ଚି ଖୁସି ବ୍ୟକ୍ତ କରୁଛନ୍ତି । ଭୀମପାହାଡ ମହୋତ୍ସବ ସମୟରେ ୩୦ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କ ସମାଗମ ହୋଇଥାଏ । ତେଣୁ ଭୀମଡୁଙ୍ଗୁରୀର ଭୀମକଟାରୁ ବନ୍ଧପାଲି ଓ ଭୀମଡୁଙ୍ଗୁରୀ ଗ୍ରାମକୁ ଯାଇଥିବା ରାସ୍ତାର ଉନ୍ନତିକରଣର ନିତାନ୍ତ ଆବଶ୍ୟକ ରହିଛି । ରାଜ୍ୟ ସରକାର ଏହି ପର୍ଯ୍ୟଟନସ୍ଥଳୀର ଉନ୍ନତିକରଣ ପାଇଁ ପ୍ରଥମେ ୩.୫ କୋଟି ଓ ପରେ ୬.୬୬ କୋଟି ଟଙ୍କାର ଅନୁଦାନ ଦେଇଛନ୍ତି । ଭୀମକଟାର ଉନ୍ନତିକରଣ ଜଳସେଚନ ବିଭାଗ କରାଉଥିବା ବେଳେ ପର୍ଯ୍ୟଟକଙ୍କ ପାଇଁ ଆନୁଷଙ୍ଗିକ ଭିତ୍ତିଭୂମିକୁ ଜଙ୍ଗଲ ବିଭାଗ କରାଉଛି । ଭୀମପାହାଡ ମୋତ୍ସବ କମିଟି ପକ୍ଷରୁ ଅଞ୍ଚଳର ଲୋକଙ୍କୁ ନେଇ ଜଙ୍ଗଲସୁରକ୍ଷା ସହିତ ପର୍ଯଟନସ୍ଥଳୀର ଉ ନ୍ନତିକରଣ ପାଇଁ ପଦକ୍ଷେପ ନେଉଛି । ପ୍ରଶାସନ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସମନ୍ୱୟ ରଖି ଉନ୍ନୟନ କାମଗୁଡିକୁ କିଭଳି ତ୍ୱରାନ୍ୱିତ କରାଯାଇ ପାରିବ ସେନେଇ କମିଟି ପଦକ୍ଷେପ ନେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like