-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

କେବଳ ବୀର ମହାରାଜପୁର ନୁହେଁ ମୁଁ ସମଗ୍ର ଜିଲ୍ଲା ପାଇଁ ସମର୍ପିତ_ ବିଧାୟକ ରଘୁନାଥ ଜଗଦଲା

08-Jun-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ବୀରମହାରାଜପୁର ନିର୍ବାଚନ ମଣ୍ଡଳୀ ର ଅନେକ କାମ କରିବାକୁ ଅଛି। ବିଶେଷ କରି ଜନସାଧାରଣ ଙ୍କ ଅନେକ ମୌଳିକ  ସମସ୍ୟା ତଥା  ଶିକ୍ଷା,  କୃଷୀ, ପାନୀୟ ଜଳ, ଗମନା ଗମନ, ଓ ବିପର୍ଯ୍ୟସ୍ଥ ସ୍ଵାସ୍ଥ୍ୟ ସେବା ଆଦି ବିଭିନ୍ନ କ୍ଷେତ୍ର ତଥା ସମସ୍ତ ଅଧୁରା ରହିଥିବା  ଉନ୍ନୟନମୂଳକ କାର୍ଯ୍ୟଗୁଡ଼ିକୁ ଅଗ୍ରାଧିକାର ଭିତ୍ତିରେ ସମାଧାନ କରିବା ମୋର ପ୍ରାଥମିକତା ରହିବ ବୋଲି ଆଜି ଏକ ସ୍ଵତନ୍ତ୍ର ସାକ୍ଷାତକାର ରେ ଓଡ଼ିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖାର ଏକ ପ୍ରତିନିଧି ଦଳ ଙ୍କୁ ଏକ ବିଶେଷ ସାକ୍ଷାତକାର ରେ ପ୍ରକାଶ କରିଛନ୍ତି ବୀରମହାରାଜପୁର  ର ନବ ନିର୍ବାଚିତ ଯୁବ ବିଧାୟକ ରଘୁନାଥ ଜଗଦଲା l କେବଳ ବୀର ମହାରାଜ ପୁର ନିର୍ବାଚନ ମଣ୍ଡଳୀ ନୁହେଁ ଜିଲ୍ଲା ର ସାମଗ୍ରିକ ବିକାଶ ରେ ମୁଁ ସମର୍ପିତ ବୋଲି ଏଠାରେ ଉପସ୍ଥିତ ଜିଲ୍ଲା କୃଷକ ସଂଗଠନ, ସଚେତନ ନାଗରିକ, ଓ ବୁଦ୍ଧିଜୀବୀ ଙ୍କୁ ଶ୍ରୀ ଜଗଦଲା ପ୍ରକାଶ କରିଛନ୍ତି ଓ ବିଶେଷ କରି ଜିଲ୍ଲା ରେ ମଣ୍ଡି ର ଚାଷୀ ଙ୍କ ସମସ୍ୟା ଓ ବେକାରୀ ସମସ୍ୟା ର ସମାଧାନ ଦିଗରେ ଆମ ନୂଆଁ ସରକାର ଙ୍କ ସହିତ ଗୁରୁତର ସହ ବିଚାର ବିମର୍ଶ କରିବି ବୋଲି କହିଛନ୍ତି l ଏବଂ ଜିଲ୍ଲା ରେ ଅଫିସର ରାଜ କୁ ଚେକ୍ ଦେଇ ଜନ ସଧାରଣ ଙ୍କ ସେବକ ଭାବରେ ଉତ୍ତମ ସେବା କରିବା କୁ ପରାମର୍ଶ କରିବି ବୋଲି କହି ଏହି ମାଧ୍ୟମ ରେ ଜନ ବିରୋଧୀ ନୀତି ର ପରିବର୍ତ୍ତନ କରାଇ ଲୋକେ ମୋ ପାଖକୁ ଆସିବା କୁ ପଡ଼ିବନି ମୁଁ ଲୋକ ଙ୍କ ପାଖ କୁ ପହଞ୍ଚିବି ,ସୁଖ ଦୁଃଖ ରେ ସାମିଲ୍ ହେବି ବୋଲି ସେ କହିଛନ୍ତି l ଜିଲ୍ଲା ହେ଼ଡ କ୍ଵlଟର ରେ ଏକ ବୁଦ୍ଧିଜୀବୀ ଓ ସାମ୍ୱାଦିକ ସମ୍ମିଳନୀ କରି ବିଭିନ୍ନ ସବ୍ କମିଟି ମାଧ୍ୟମ ରେ ଏ କ୍ରାନ୍ତି କାରୀ ମାଟି ତଥା ଜିଲ୍ଲା ର ବିକାଶ କୁ ତ୍ବରାନ୍ବିତ କରାଇବା ଦିଗରେ ଖୁବ୍ ପ୍ରାଧାନ୍ୟ ଦେବି ବୋଲି ପ୍ରକାଶ କରି ଜନ ସାଧାରଣ ଙ୍କ  ସହଯୋଗ ପାଇଁ ଜିଲ୍ଲା ବାସୀ ଙ୍କୁ ଶ୍ରୀ ଜଗଦଲା ଭକ୍ତି ପୂତ ପ୍ରଣାମ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like