-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||     

HOME   ଜିଲ୍ଲା

ରଚନା ପକ୍ଷରୁ ଆମ ପରିବେଶ ଆମ ଦାୟିତ୍ଵ ଶୀର୍ଷକ ଆଲୋଚନାଚକ୍ର

09-Jun-2024



ବଲାଙ୍ଗିର (ପ୍ରେରଣା ଖବର): ସ୍ୱେଚ୍ଛାସେବୀ ସଂଗଠନ ରଚନା ପକ୍ଷରୁ ସ୍ଥାନୀୟ ପି .ପି ଏକାଡେମୀ ଠାରେ ଏକ ବୌଦ୍ଧିକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି l ରଚନାର ମାସିକ ସନ୍ଧ୍ୟା କାର୍ଯ୍ୟକ୍ରମ ରେ ଆମ ପରିବେଶ ଆମ ଦାୟିତ୍ଵ ଶୀର୍ଷକ ବିଷୟବସ୍ତୁ ଉପରେ ଆଧାରିତ ଏହି ଆଲୋଚନା ଚକ୍ରରେ ସହରର ବହୁ ବୁଦ୍ଧିଜୀବୀ, ସଚେତନ ନାଗରିକ, ପରିବେଶ ପ୍ରେମୀ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ଅତିଥି ବକ୍ତା ଭାବେ ବରିଷ୍ଠ ଓକିଲ ତଥା ଟାଙ୍ଗିଆ ଜାମ୍ କମିଟି ଆବାହକ ଗୋପାଳ ଚନ୍ଦ୍ର ହୋତା ଯୋଗ ଦେଇ ଆଜିର ଗ୍ଲୋବାଲ ୱାର୍ମିଙ୍ଗ ପାଇଁ ଜଙ୍ଗଲର ଦ୍ରୁତ ଅବକ୍ଷୟକୁ ଦାୟୀ କରାଯାଇ ପାରିବ ବୋଲି କହିଥିଲେ lଉଦ୍ଭିଦ ବିଜ୍ଞାନ ର ପ୍ରାକ୍ତନ୍ ଅଧ୍ୟାପକ ଡ. ଅଶ୍ୱିନୀ କୁମାର ରଥ ନିଜର ବକ୍ତବ୍ୟରେ ଜଙ୍ଗଲ ପୋଡି ଯୋଗୁଁ ନା ଯେ କେବଳ ଜଙ୍ଗଲ ରେ ରହୁଥିବା ଜୀବଜଗତ ନଷ୍ଟ ହୁଏ ଜୀବଜନ୍ତୁ ନଷ୍ଟ ହୁଏ, ଜଙ୍ଗଲ ମଧ୍ଯ ୬୦ ବର୍ଷ ପଛକୁ ଚାଲିଯାଏ l ଅନ୍ୟତମ ଅତିଥି ବକ୍ତା ଭାବେ କୁମାରୀ ରେଶମା ରାଣୀ ଦାସ ମଞ୍ଚାସୀନ ରହି ପରିବେଶ ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ଵ ଆଟେ ବୋଲି ବୁଝାଇ ଥିଲେ l ପରିବେଶର ସନ୍ତୁଳନ ରକ୍ଷା କରିବା ଓ ଏ ଜୀବଜଗତ କୁ ବଞ୍ଚାଇବା ପାଇଁ ଆମ ସମସ୍ତଙ୍କୁ ଗଛ ଲଗାଇବାକୁ ପଡିବ ବୋଲି କହିଥିଲେ l ପରିବେଶ ସୁରକ୍ଷା ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ କୁ ବ୍ୟାପକ କରିବା ଦିଗରେ ବଲାଙ୍ଗିର ର ସାମାଜିକ ଅନୁଷ୍ଠାନ ଶାଗୁଆ ବଲାଙ୍ଗିରର ପଦକ୍ଷେପକୁ ଏହି ସଭା ମାଧ୍ୟମରେ ପ୍ରଶଂସା କରାଯାଇଥିଲା l ରଚନାର ସଭାପତି ସନାତନ ଠାକୁର ଓ ସମ୍ପାଦକ ଭାଗିରଥୀ ମିଶ୍ର ଙ୍କ ଦିଗଦର୍ଶନରେ ଅନୁଷ୍ଠିତ ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ନାଗରିକ କମିଟି ସଭାପତି ଡ .ଶ୍ରୀକର ମିଶ୍ର, ଶିକ୍ଷାବିତ୍ ମନୋରଞ୍ଜନ ସାହୁ, କବି ମୃଗେଶ ବୈଷ୍ଣବ ପାଣିଗ୍ରାହୀ, ରମେଶ ପୁରୋହିତ, ଦିବାକର ହୋତା, ଡ.ପ୍ରେମଚାନ୍ଦ ମହାନ୍ତି, ନେସନାଲ୍ ପିସ୍ ୟୁନିସନ ର ସତ୍ୟରଞ୍ଜନ ମିଶ୍ର ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ lରଚନାର ଜିତେନ୍ଦ୍ରିୟ ତ୍ରିପାଠୀ ସଭା ପରିଚାଳନା କରିଥିବା ବେଳେ ସହ ସମ୍ପାଦକ ରତ୍ନମୟ ତ୍ରିପାଠୀ ଧନ୍ଯବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026

You Might Also Like