-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||     

HOME   ରାଜନୀତି

ଆମେ ପରାଜୟକୁ ବିନମ୍ରତାର ସହ ସ୍ଵୀକାର କରୁଛୁ: ସମରେନ୍ଦ୍ର , ଭୋଟର ଓ କଂଗ୍ରେସ କର୍ମୀ ତଥା କର୍ମକର୍ତ୍ତାଙ୍କ ସମର୍ଥନ ପାଇଁ କୃତଜ୍ଞତା ଜଣାଇଲେ ସମରେନ୍ଦ୍ର

09-Jun-2024



ବଲାଙ୍ଗିର (ଚିତ୍ରସେନ ବେହେରା ): ଆମେ ଗୋଟିଏ ବହୁତ ବଢିଆ ନିର୍ବାଚନ ଲଢ଼ିଛୁ l ଦୀର୍ଘ ଏକ ମାସ ଧରି କଠିନ ପରିଶ୍ରମ କରିଛୁ l ଆମେ ଯେଉଁଟା ଚାହୁଁ ଥିଲୁ ତାହା ହୋଇ ପାରିଲା ନାହିଁ l ତଥାପି ଆମର ସମସ୍ତ ଭୋଟର ଭାଇ ଭଉଣୀ ମାନେ ଆମକୁ ସମର୍ଥନ କରିଥିବାରୁ ଧନ୍ୟବାଦ ଜ୍ଞାପନ କରୁଛୁ l ଆମେ ହାର୍ ଜିତ୍ ସବୁ ଦେଖିଛୁ l ଆମେ ପରାଜୟକୁ ସ୍ଵୀକାର କରୁଛୁ କିନ୍ତୁ ଆାଗାମୀ ଦିନରେ ଲୋକଙ୍କ ବିଶ୍ବାସଭlଜନ ହେବା ପାଇଁ ଆମେ ନିଜକୁ ଆତ୍ମସମୀକ୍ଷା କରିବୁ l
ଆଜି ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହା କହିଛନ୍ତି ଚଳିତ ବିଧାନସଭା ନିର୍ବାଚନରେ  କଂଗ୍ରେସ ଦଳରୁ ବଲାଙ୍ଗିର ବିଧାୟକ ପ୍ରାର୍ଥୀ ହୋଇଥିବl ଯୁବ ନେତା ସମରେନ୍ଦ୍ର ମିଶ୍ର l ଚଳିତ ନିର୍ବାଚନରେ କଂଗ୍ରେସର ସମସ୍ତ କର୍ମକର୍ତ୍ତା ନିର୍ବାଚନ ପ୍ରଚାରରେ ସହଯୋଗ କରିଥିବାରୁ ସମସ୍ତଙ୍କୁ ନିଜର ଆଭାର ପ୍ରକଟ କରୁଛନ୍ତି l ଆଗକୁ ବଲାଙ୍ଗିରର ବିକାଶ ପାଇଁ  ପୂର୍ବପରି ନିଜର କାର୍ଯ୍ୟକ୍ରମ ଜାରି ରହିବ ଓ ଗୋଟିଏ ବିରୋଧୀ ଦଳ ଭlବରେ ସରକାରୀ ଦଳ ଲୋକଙ୍କ ପାଇଁ କେଉଁ କେଉଁ କାମ କରିଛନ୍ତି ସେ ବାବଦରେ ଆମେ ପ୍ରଶ୍ନ କରିବୁ ବୋଲି ସମରେନ୍ଦ୍ର ମିଶ୍ର ଦୃଢୋକ୍ତି ପ୍ରକାଶ କରିଛନ୍ତି l ଆଜିର ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ନେତା ବୁଲୁ ଦାନୀ, ସନ୍ତକ ବହିଦାର, ମନୀଷ ମିଶ୍ର, ଅଜୟ ବାଲି, ଅଙ୍କିତ ସାହୁ , ନାସିର ଖାଁ ପ୍ରମୁଖ ଉପସ୍ଥିତ ଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026

You Might Also Like