-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||     

HOME   ଜିଲ୍ଲା

ଜନମତକୁ ସମ୍ମାନ ଓ ସ୍ୱିକାର କଲେ ସମରେନ୍ଦ୍ର, ସଂକଳ୍ପ ପତ୍ର ର ପ୍ରତିଶୃତି ପାଳନ କରନ୍ତୁ ନୁଆ ବିଧାୟକ- ସମରେନ୍ଦ୍ର ଗରିବଙ୍କୁ ଜମିପଟ୍ଟା ପ୍ରଦାନ ର ପଦକ୍ଷେପ ଶିଘ୍ର ନିଅନ୍ତୁ ବିଧାୟକ-ସମରେନ୍ଦ୍ର

09-Jun-2024



ବଲାଙ୍ଗୀର(ଚିତ୍ରସେନ ବେହେରା): ଏ ବର୍ଷ ଏକ ଲମ୍ବା ସମୟ ଧରି ଆମେ ନିର୍ବାଚନ ଲଢିଥିଲୁ । ନିର୍ବାଚନରେ ଆସିଥିବା ଜନମତ କୁ ଆମେ ସମ୍ମାନର ସହ ସ୍ୱିକାର କରୁଛୁଁ । ତା ସହ ନିର୍ବାଚନ ମଣ୍ଡଳିର ସମସ୍ତ ଭୋଟର, ଗୁରୁଜନ, ଭାଇଭଉଣୀ ମାନଙ୍କୁ ନିର୍ବାଚନରେ ଦେଇଥିବା ଆକୁଣ୍ଠ ସହଯୋଗ ସମର୍ଥନ ପାଇଁ ଧନ୍ୟବାଦ ଦେବା ସହ କୃତଜ୍ଞତା ଜଣାଉଁଛୁଁ । ନିର୍ବାଚନରେ ସକ୍ରିୟ ଭାଗ ନେଇଥିବା କଂଗ୍ରେସ ନେତା, କର୍ମୀ ଓ ଶୁଭେଚ୍ଛୁମାନଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇବା ସହ ପୂର୍ବ ବର୍ଷମାନଙ୍କ ଭଳି ଆଗାମୀ ଦିନରେ କଂଗ୍ରେସ ଦଳ ବଲାଙ୍ଗିର ର ବିକାଶ ଦିଗରେ ନିଶ୍ଚି ଭାବରେ ସକରାତ୍ମକ ଚିନ୍ତାଧାରା ରଖିବ ବୋଲି ଆଜି ସ୍ଥାନୀୟ ଜିଲ୍ଲା ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବଲାଙ୍ଗିର ବିଧାନସଭା ପାଇଁ ବିଧାୟକ ପ୍ରାର୍ଥୀ ଥିବା ତଥା ଅଖିଳ ଭାରତୀୟ କଂଗ୍ରେସ କମିଟିର ସଦସ୍ୟ ସମରେନ୍ଦ୍ର ମିଶ୍ର ଉପସ୍ଥିତ ବୈଦୁତିକ ଓ ଛାପା ଗଣମାଧ୍ୟମର ପ୍ରତିନିଧିମାନଙ୍କୁ କହିଛନ୍ତି । ଏହି ମର୍ମରେ ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ଦିର୍ଘ ଦିନର ନିର୍ବାଚନ ପ୍ରକ୍ରିୟାରେ ଆମେ ଆମ ପ୍ରତିଦ୍ୱନ୍ଦିମାନଙ୍କ ସହ ଦୃଢ ଭାବରେ ଲଢେଇ କରିଥିଲୁ । ଯେହେତୁ ଏହା ଏକ ଲମ୍ବା ସମୟ ନିର୍ବାଚନ ଲଢେଇଥିଲା ତେଣୁ କେତେବେଳେ କେଉଁ ପ୍ରାର୍ଥୀର ବିଜୟ ସମ୍ଭାବନା ବଢୁଥିଲା ତ କାହାର କମିଯାଉଥିଲା । ସେ ଯାହାବି ହେଉ ଜନମତ ଆମ ପ୍ରତିଦ୍ୱନ୍ଦିଙ୍କ ସପକ୍ଷରେ ଯାଇଥିଲା ତେଣୁ ନିଶ୍ଚିତ ଭାବରେ ନୂତନ ବିଧାୟକଙ୍କୁ ଆମେ ଆପଣମାନଙ୍କ ମାଧ୍ୟମରେ ଅଭିନନ୍ଦନ ଜଣାଇବୁ । ତା ସହ ଏହା ମଧ୍ୟ ନିଶ୍ଚିତ ଭାବରେ ଆଶା କରୁବୁ ଯେ ବଲାଙ୍ଗିର ରେ ଚାଲିଥିବା ବିକାଶ ପ୍ରକଳ୍ପ ଯାହାକି ପୂର୍ବତନ ବିଧାୟକ ଆରମ୍ଭ କରିଥିଲେ ଏବଂ ଏହା ଏ ପର୍ଯ୍ୟନ୍ତ ସମ୍ପୁର୍ଣ୍ଣ ହୋଇନାହିଁ ଯଥା ଭିମ ଡୁଙ୍ଗୁରି ର ସୌନ୍ଦର୍ଯ୍ୟ ଓ ଜଳାଶୟ କାମ, ଛତାମଖନା ବ୍ୟାରେଜ, ଟ୍ରକ ଟର୍ମିନାଲ, ଗନ୍ଧରେଳ ସୌନ୍ଦିଜିକରଣ ପ୍ରକଳ୍ପ, ଅଡିଟରିୟମ ଏ ସବୁ କାମକୁ ସେ ସକରାତ୍ମକ ଭାବରେ ସେ ଶିଘ୍ର ସମ୍ପୁର୍ଣ୍ଣ କରିବେ ତା ସହ ଆମେ ଏହା ମଧ୍ୟ ଆଶା କରିବୁ ଯେ ନିର୍ବାଚନ ଲଢେଇ ସମୟରେ  ବର୍ତ୍ତମାନର ବିଧାୟକ ବଲାଙ୍ଗିରର ବିକାଶ ପାଇଁ ଦେଇଥିବା ସଂକଳ୍ପ ପତ୍ର ର ପ୍ରତିଶୃତି ଗୋଟି ଗୋଟି କରି ପୁରଣ କରନ୍ତୁ । ବିଶେଷ କରି ସରକାରୀ ଜମିରେ ବସବାସ କରୁଥିବା ଭୂମିହୀନ, ଗରିବ ଓ

ଜବରଦଖଲ କରି ରହୁଥିବା ଶ୍ରମିକ ଶ୍ରେଣୀ ଲୋକଙ୍କମାନଙ୍କ ପାଇଁ ମଧ୍ୟ ସେମାନେ ରହୁଥିବା ଜାଗାରେ ପଟ୍ଟା ପ୍ରଦାନ କରିବା ପଦକ୍ଷେପ ଶିଘ୍ର ନିଅନ୍ତୁ । ଯେହେତୁ ପୌର ନିର୍ବାଚନ ପୂର୍ବରୁ ବର୍ତ୍ତମାନର ବିଧାୟକ ଲୋକଙ୍କ ଜମିପଟ୍ଟା ପ୍ରଦାନର ନିର୍ଭର ପ୍ରତିଶୃତି ଦେଉଛନ୍ତି ଆମେ ଆଶା କରିବା ଆମ ଲୋକଙ୍କ ପାଇଁ ସେ ନିଶ୍ଚିତ ଭାବରେ ଜମି ପଟ୍ଟା ପ୍ରଦାନର ବ୍ୟବସ୍ଥା କରିବେ ଏବଂ ବେକାର ଯୁବକମାନଙ୍କ ପାଇଁ ଯେତେ ସମ୍ଭବ ଏଠାରେ ଶିଳ୍ପାନୁଷ୍ଠାନ ଗଢିବା ପାଇଁ ପଦକ୍ଷେପ ନେବେ । ସାମ୍ବାଦିକ ସମ୍ମିଳନୀରେ ସମରେନ୍ଦ୍ର ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଅଭିନନ୍ଦନ ଜଣାଇବା ସହ ବଲାଙ୍ଗିର ର ବିକାଶ କାମନା କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା କଂଗ୍ରେସ ଉପସଭାପତି ମନୀଷ ମିଶ୍ର, ଉପ-ସଭାପତି ସନ୍ତକ ବହିଦାର, ମୁଖପାତ୍ର ଅଜୟ ବାଲି, ନଗର କଂଗ୍ରେସ ସଭାପତି ବୁଲୁ ଦାନି, ଜିଲ୍ଲା ଯୁବ କଂଗ୍ରେସ ଉପସଭାପତି ତଥା ଜାତୀୟ ଯୁବ କଂଗ୍ରେସ ମୁଖପାତ୍ର ଅଙ୍କିତ ସାହୁ, ବିଧାନସଭା ଯୁବ କଂଗ୍ରେସ ସଭାପତି ନାସୀର ଖାନ ପ୍ରମୁଖ ମଞ୍ଚାସୀନ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026

You Might Also Like