-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ରାଜନୀତି

ସମ୍ବଲପୁର ସମେତ ଓଡ଼ିଶାବାସୀଙ୍କୁ ‘ଶୀତଳଷଷ୍ଠୀ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

11-Jun-2024



ଭୁବନେଶ୍ୱର – ସମ୍ବଲପୁର ଲୋକସଭା ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତକାଲି ଏକ ଭିଡିଓ ଜାରି କରି ସମ୍ବଲପୁରୀ ଭାଷାରେ "ଶୀତଳଷଷ୍ଠୀ"ର ଶୁଭେଚ୍ଛା ଜଣାଇଛନ୍ତି । କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଆଜି ଠାରୁ ଶୀତଳଷଷ୍ଠୀ ପର୍ବ ଆରମ୍ଭ ହେବା ଅତ୍ୟନ୍ତ ଆନନ୍ଦ ଓ ଉଲ୍ଲାସର ବିଷୟ । ଶୀତଳଷଷ୍ଠୀ ହେଉଛି ଓଡ଼ିଶାର ଅନନ୍ୟ ସାଂସ୍କୃତିକ ଐତିହ୍ୟର ଭବ୍ୟ ସ୍ୱରୂପ । ଦେବଦମ୍ପତି ପ୍ରଭୁ ଶିବ ଆଉ ମାଆ ପାର୍ବତୀଙ୍କର ବିବାହ ଲୋକ-ପରମ୍ପରା ଅନୁସାରେ କରିବା ପରେ ଭଗବାନଙ୍କ ଆଶୀର୍ବାଦ ନେବାର ମହାନ ପର୍ବ ହେଉଛି ଶୀତଳଷଷ୍ଠୀ । ଏହି ପର୍ବ ଲୋକସଂସ୍କୃତି ଓ ଭାଇଚାରାକୁ ବ୍ୟାପକ କରିବାର ପର୍ବ । କେନ୍ଦ୍ରମନ୍ତ୍ରୀ ଆହୁରି କହିଛନ୍ତି, ଶୀତଳଷଷ୍ଠୀ ହେଉଛି, ବର୍ଷା ପାଇଁ ଭଗବାନଙ୍କ ପାଖରେ ଆଶୀର୍ବାଦ ଭିକ୍ଷା କରିବାର ପବିତ୍ର ଅବସର । ଶୀତଳଷଷ୍ଠୀ ବେଳେ ସମସ୍ତେ ମିଳିମିଶି ଆମ ସମାଜରେ ଭାଇଚାରା ବଢାଇବା ଏବଂ ଭଲ ବର୍ଷା ପାଇଁ ଦେବଦମ୍ପତି ପ୍ରଭୁ ଶିବ ଓ ମାତା ପାର୍ବତୀଙ୍କ ନିକଟରେ ଗୁହାରି କରିବା । ଭଗବାନ ଶିବ ଏବଂ ମା’ ପାର୍ବତୀଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ପ୍ରଗତି ଆଣିଦେବା ନେଇ କେନ୍ଦ୍ରମନ୍ତ୍ରୀ କାମନା କରିଛନ୍ତି । ଏହାବ୍ୟତିତ ସେ କହିଛନ୍ତି ଯେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ମୋଦୀ ସରକାରର ତୃତୀୟ ପାଳିର ପ୍ରଥମ କ୍ୟାବିନେଟ୍ ଅନୁଷ୍ଠିତ ଦେଉଛି । ମହାପ୍ରଭୁ ଓ ମାଆ ସମଲେଇଙ୍କ ଆଶୀର୍ବାଦରୁ ପ୍ରଧାନମନ୍ତ୍ରୀ ମୋତେ କ୍ୟାବିନେଟରେ ସ୍ଥାନ ଦେଇଛନ୍ତି । ପ୍ରଥମ କ୍ୟାବିନେଟ୍ ଅନୁଷ୍ଠିତ ହେଉଥିବା ଯୋଗୁଁ ସମ୍ବଲପୁରର ଶୀତଳଷଷ୍ଠୀ ଯାତ୍ରାରେ ସାମିଲ ହୋଇପାରୁନାହିଁ । ଏଥିପାଇଁ ସମ୍ବଲପୁରବାସୀଙ୍କ ପାଖରେ କେନ୍ଦ୍ରମନ୍ତ୍ରୀ କ୍ଷମା ପ୍ରାର୍ଥନା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like