-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||     

HOME   ଜିଲ୍ଲା

ଓଡ଼ିଆ ଅସ୍ମିତାର ପ୍ରତୀକ "ବନ୍ଦେ ଉତ୍କଳ ଜନନୀ" ଗାନରେ ମୁଖରିତ ହେଉ ଜନତା ମଇଦାନ

11-Jun-2024



ଭୁବନେଶ୍ୱର(ପ୍ରେରଣା ଖବର): ଭାରତୀୟ ଜନତା ପାର୍ଟି ନେତୃତ୍ୱରେ ଓଡ଼ିଶାରେ ନୂଆ ସରକାର ଗଠନ ହେବାକୁ  ଯାଉଛି | ଜନତା ମୈଦାନରେ ଅନୁଷ୍ଠିତ ହେବାକୁ ଥିବା ଶପଥ ପାଠ ମଞ୍ଚରେ ଓଡ଼ିଆ ଅସ୍ମିତାର ପ୍ରତୀକ "ବନ୍ଦେ ଉତ୍କଳ ଜନନୀ" ଗାନ ଓଡ଼ିଆ ଭାଷା ଓ ଅସ୍ମିତା ପ୍ରତି ଯଥୋଚିତ ସମ୍ମାନ ସହ ଉତ୍କଳ ଜନନୀ ପ୍ରତି ମହାନ୍ ଅର୍ଘ୍ୟ ଅର୍ପଣ ହେବ ବୋଲି  ଭାଷା ଆନ୍ଦୋଳନର ଭାଷା ଯୋଦ୍ଧା ମାନେ ନିବେଦନ କରିଛନ୍ତି | ଭାଷା ଆନ୍ଦୋଳନ ,ଓଡ଼ିଶାର  ଆବାହକ ପବିତ୍ର ମହାରଥା, ଗଞ୍ଜାମ ଜିଲ୍ଲାର ଭାଷା ଯୋଦ୍ଧା ବ୍ରହ୍ମପୁର ଭାଷା ଆନ୍ଦୋଳନ ସଭାପତି ଡାକ୍ତର ସାଗର ରଞ୍ଜନ ତ୍ରିପାଠୀ ବରିଷ୍ଠ ସ୍ତମ୍ଭକାର ଆଲୋଚକ ଜାନକୀଶ ବଡପଣ୍ଡା, ଭାଷା ଆନ୍ଦୋଳନର ସଭାପତି ପ୍ରଦ୍ୟୁମ୍ନ ଶତପଥୀ,ଅଧକ୍ଷ ଚକ୍ରଧର ମହନ୍ତ ,ନବ କିଶୋର ପ୍ରଧାନ, ଉପ ସଭାପତି , ସାଗର ଶତପଥୀ, ଉପ ସଭାପତି, ଗିରିଜା ଶଙ୍କର ଶର୍ମା  ଅଧକ୍ଷ  (ସମ୍ବଲପୁର), ବଂଶୀଧର କର  ସଭାପତି (ସମ୍ବଲପୁର) ଆର୍ତ୍ତତ୍ରାଣ  ମହାପାତ୍ର,  ସଭାପତି (ରାଉରକେଲା), କୁଞ୍ଜ ବିହାରୀ ରାଉତ, ଉପ ସଭାପତି, (ରାଉରକେଲା),  ଡମ୍ବୁର ଧର ହରଣସିଂହ,ଉପ ସଭାପତି, ସାରଦା ପ୍ରସାଦ ମହାପାତ୍ର , ଉପ ସଭାପତି ପ୍ରମୁଖ ସମେତ ଓଡ଼ିଶାର କୋଣ ଅନୁକୋଣରେ ରହୁଥିବା ଭାଷାଯୋଦ୍ଧାଗଣ ନୂତନ ସରକାରଙ୍କ ନିକଟରେ ପ୍ରସ୍ତାବ ରଖିଛନ୍ତି।

ଏହା କରାଗଲେ, ରାଷ୍ଟ୍ରୀୟ ସ୍ତରର ଭାଜପାନେତା ଓ ନିମନ୍ତ୍ରିତ ଅତିଥିଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ମୁଖରେ ଓଡ଼ିଆ ଅସ୍ମିତାର ପ୍ରତିଫଳନ ଦେଖିବାକୁ ମିଳିବ ବୋଲି ପ୍ରକାଶ କରିଛନ୍ତି।

ଆଜି ଭାଷା ଆନ୍ଦୋଳନ, ଓଡିଶା ପକ୍ଷରୁ ନୂତନ ସରକାରଙ୍କୁ ଅଭିନନ୍ଦନ ଜଣାଇବା ସହ, ଶପଥପାଠ ଉତ୍ସବରେ "ବନ୍ଦେ ଉତ୍କଳ ଜନନୀ" ଗାନ ନିମନ୍ତେ  ଭାରତୀୟ ଜନତା ପାର୍ଟିର  ରାଜ୍ୟ ସଭାପତି  ମନମୋହନ ସାମଲଙ୍କ ନିକଟରେ ପ୍ରସ୍ତାବ ରଖିଛନ୍ତି । ଉକ୍ତ ଚିଠିକୁ ଭାଷା ଆନ୍ଦୋଳନ ,ଓଡ଼ିଶାର ଉପସଭାପତି ନବ କିଶୋର ପ୍ରଧାନ ବରିଷ୍ଠ ପ୍ରବକ୍ତା ସଜ୍ଜନ ଶର୍ମାଙ୍କୁ ପ୍ରଦାନ କରି ଆଲୋଚନା କରିଛନ୍ତି ତାଙ୍କ ସହିତ ଆବାହକ , ପବିତ୍ର ମହାରଥା ମଧ୍ୟ ଉପସ୍ଥିତ ଥିଲେ |

 


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026

You Might Also Like