-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||     

HOME   ଜିଲ୍ଲା

  ପିଇବା ପାଣି କେତେ ଅସଲ, ଯାଞ୍ଚ କରୁଛି କିଏ ? ଡୁଙ୍ଗୁରିପାଲି ଅଂଚଳରେ ନକଲି ପାଉଚ ପାଣିର ବନ୍ୟା

12-Jun-2024



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର) ପାଣି । ଏହାର ଅନ୍ୟ ନାମ ଜୀବନ । ପାଣି ବିନା ବିଶ୍ୱ ବ୍ରହ୍ଣାଣ୍ଡ ତିଷ୍ଟି ପାରିବ ନାହିଁ । ମଣିଷ, ପଶୁ, ପକ୍ଷୀ, ବୃକ୍ଷ, ତରୁଲତା ସମସ୍ତଙ୍କୁ ପାଣି ଦରକାର । ତେଣୁ କୁହାଯାଏ ଜଳ ବିହୁନେ  ସୃଷ୍ଟି ନାଶ, ଜଳ ବହୁଳେ ସୃଷ୍ଟି ନାଶ ।  କିନ୍ତୁ ଜୀବନ ରକ୍ଷକ ଏହି ଜଳ ଯଦି ବିଷ ହୋଇଯାଏ ତାହେଲେ  କଥା ସରିଲା ।  ପାଣି ଦୂଷିତ ହେଲେ ବିଭିନ୍ନ ପ୍ରକାର ରୋଗ ଦେଖା ଦେଇଥାଏ । ଜଳବାହିତ ରୋଗ ଦେଖା ଦେବା ସହିତ କିଡ୍‌ନୀ ଜନିତ ସମସ୍ୟା ମଧ୍ୟ ହେଇଥାଏ ।  ଆଜି ପାନୀୟ ଭାବରେ ପାଉଚ ଏବଂ ବୋତଲ ପାଣିର ବ୍ୟବହାର ଅଧିକ ଦେଖାଯାଉଛି । ବିବାହ, ବ୍ରତ, ଏକୋଶିଆ, ଯଜ୍ଞ, ମୃତାହ ସମସ୍ତ କାର୍ଯ୍ୟ, ସଭା ସମିତି ସବୁଥିରେ ପାଉଚ ଏବଂ ବୋତଲ ପାଣିର ଆବଶ୍ୟକତା ଅଧିକ ହେବାରେ ଲାଗିଛି । ଏହି ପାଣି କେତେ ସ୍ୱଚ୍ଛ ଏବଂ  ବିଶୁଦ୍ଧ ଏହାକୁ କିଏ କହିବ ?  ଡୁଙ୍ଗୁରିପାଲି ଅଂଚଳରେ ବିଭିନ୍ନ କାର୍ଯ୍ୟକ୍ରମରେ ପାଉଚ ଏବଂ ବୋତଲର ବ୍ୟବହାର ଦେଖାଯାଉଛି । ଏହି ପାଣି କେତେ ସୁଦ୍ଧ ଏହାର ସଠିକତା କେହି ଯାଞ୍ଚ କରୁ ନାହିଁ । ବିଭିନ୍ନ କଂପାନୀରେ ନାମ ଥିବା ଏବଂ ସେଥିରେ ଆଇଏସଆଇ ମାର୍କ ଲେଖି ବିକ୍ରୀ ଚାଲିଛି । ସ୍ୱାସ୍ଥ୍ୟ ଏବଂ ଫୁଡ୍ ସିକ୍ୟୁରିଟି ତଥା ଏହା ସହିତ ଯଡିତ ସଂସ୍ଥାମାନେ ଏହାର ମାନ ପରୀକ୍ଷା କରୁନାହାନ୍ତି । ପାଣି କେଉଁଠାରୁ ଆସୁଛି । ଏହାର ବିକ୍ରୀ ବୈଧତା ରହିଛି କି ନାହିଁ । ଏହାକୁ ଠିକ୍ ଭାବରେ ସରକାରଙ୍କ ଅନୁମତି ସହିତ ବ୍ୟବହାର ଯୋଗ୍ୟ ପାଇଁ ପ୍ରମାଣ ପତ୍ର ରହିଛି କି ନାହିଁ ।  ଏହାର କୌଣସି ତଦନ୍ତ ହେଉ ନାହିଁ । ଯିଏ ଯେଉଁଠି ଆଣିଲା ବିକ୍ରୀ କରି ଚାଲିଛି । ଲୋକେ ମଧ୍ୟ ଏହାକୁ ଧ୍ୟାନ ନ ଦେଇ ନିଜର ଅସୁବିଧା ଦୁର କରିବାକୁ କିଣି ଚାଲିଛନ୍ତି ।  ପ୍ରସାଶନ ଏହାର ତଦନ୍ତ କରି ଯାଞ୍ଚ କରାଯିବାକୁ ବିଭିନ୍ନ ମହଲରେ ଦାବୀ ହେଉଛି । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026

You Might Also Like