-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||     

HOME   ଜିଲ୍ଲା

ପୋଖରୀରେ ବୁଡି ଯୁବକ ମୃତ

12-Jun-2024



ଡୁଙ୍ଗୁରିପାଲ(ଅରବିନ୍ଦ ମିଶ୍ର)-ଏହି ବ୍ଲକର  କୁଢାରିକଟା ଗ୍ରାମରେ ଜଣେ ଯୁବକ ପୋଖରୀରେ ବୁଡି ମୃତ୍ୟୁ ହୋଇଥିବା ଜଣାଯାଏ । ମିଳିଥିବା ସୂଚନା ଅନୁସାରେ ରାଉରକେଲାର ପଡୁ କୁମ୍ଭାରଙ୍କ ପୁଅ  ନକୁଳ କୁମ୍ଭାର କୁଢାରିକଟା ଆସିଥିଲେ । ସେ ଆଜି ପୋଖରୀରେ ବୁଡି ଯାଇଥିବା ଏବଂ ତାଙ୍କ ମୃତ ଦେହକୁ କେହି ଡାକ୍ତରଖାନା ଆଣିଥିବା ଜଣାଯାଏ । ମୃତ ନକୁଳ କୁମ୍ଭାର କୁଢାରିକଟା ଗ୍ରାମର ଜନୈକ ବ୍ୟକ୍ତିଙ୍କ ଝିଅ ସହିତ ନିର୍ବନ୍ଧ ଠିକ୍ ହୋଇଥିବା ଏବଂ ସେ ତାଙ୍କ ଘରକୁ ଆସିଥିବା ଆଲୋଚନା ହେଉଛି । ଏହି ସମୟରେ ତାଙ୍କର ପୋଖରୀରେ ବୁଡି କିପରି ମୃତ୍ୟୁ ହେଲା କେହି ସଠିକ୍ କହିପାରୁ ନାହାନ୍ତି l ତାଙ୍କୁ କିଏ ଡାକ୍ତରଖାନା ଆଣିଥିଲା ତାହା ମଧ୍ୟ ଜଣାପଡୁ ନାହିଁ । ଗ୍ରାମର କିଛି ବ୍ୟକ୍ତି ସେଠାରେ ରହିଥିବା ବେଳେ ରାଉରକେଲାରୁ ତାଙ୍କ ପରିବାର ଲୋକେ ଆସୁଥିବା ସେମାନେ ରାସ୍ତାରେ ରହିଛନ୍ତି । ସେମାନେ ଆସିଲେ ସମସ୍ତ ଘଟଣା ଜଣା ପଡିବ । ଖବର ଲେଖା ହେବା ପର୍ଯ୍ୟନ୍ତ ଥାନାରେ ମଧ୍ୟ କୌଣସି ଅଭିଯୋଗ ହୋଇ ନଥିବା ବେଳେ ପରିବାର ଲୋକଙ୍କୁ ସମସ୍ତେ ଅପେକ୍ଷା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026

You Might Also Like