-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||     

HOME   ଜିଲ୍ଲା

ଅଶୋକ ମେହେଟ୍ଟା ସମ୍ମିଳନୀ କକ୍ଷରେ ଟେବୁଲ ଟପ ଏକସର ସାଇଜ ଏବଂ ମକ ଡ୍ରିଲ ନିମନ୍ତେ ପ୍ରସ୍ତୁତି ବୈଠକ

13-Jun-2024



ନବରଙ୍ଗପୁର  (ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଟେବୁଲ ଟପ ଏକସର ସାଇଜ ଏବଂ ମକ ଡ୍ରିଲ ନିମନ୍ତେ ପ୍ରସ୍ତୁତି ବୈଠକ ଅଶୋକ ମେହେଟ୍ଟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା l ଆଗାମୀ ଅଠର ତାରିଖ ପୂର୍ବାହ୍ନରେ ଜିଲ୍ଲା ସ୍ତରୀୟ ଏବଂ ଅପରାହ୍ନରେ ବ୍ଲକ ଏବଂ ପୌରାଞ୍ଚଳ ସ୍ତରରେ ଟେବୁଲ ଟପ  ଏକସର ସାଇଜ ଏବଂ ଉଣେଇଶି ତାରିଖ ରେ ଜିଲ୍ଲାର ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ ରେ ମକ ଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l ବନ୍ୟା ବାତ୍ୟା ଭଳି ଆକସ୍ମିକ ପ୍ରାକୃତିକ ବିପର୍ଯ୍ୟୟ ରୁ ଧନ ଜୀବନ କୁ ରକ୍ଷା କରି ଶୂନ୍ୟ ମୃତ୍ୟୁ ଆଭିମୁଖ୍ୟ କୁ ସାକାର କରିବା ପାଇଁ ପ୍ରସ୍ତୁତି କୁ ସଦା ସର୍ବଦା ସଜାଗ ରହିବା ପାଇଁ ବିଭିନ୍ନ ଦିଗକୁ ନେଇ ଆଲୋକପାତ କରିଥିଲେ l ଏହି କାଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ, ଉପ ଜିଲ୍ଲାପାଳ ପ୍ରକାଶ ଚନ୍ଦ୍ର ମିଶ୍ର, ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ,  ତହସିଲଦାର, ନିର୍ବାହୀ ଅଧିକାରୀ ପୌରାଞ୍ଚଳ ନବରଙ୍ଗପୁର ଶଙ୍କର କେରକେଟା, ଜିଲ୍ଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ପାଲକା ରବିନ୍ଦ୍ର, ଜିଲ୍ଲା ଜରୁରୀକାଳୀନ ଅଧିକାରୀ  ଗୀତାଞ୍ଜଳି ବେହେରା, ଜିଲ୍ଲା ଜରୁରୀକାଳୀନ ବିଭାଗ ର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟନାୟକ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ, ବାତ୍ୟା ଆଶ୍ରୟସ୍ଥଳୀ ର ସଭାପତି ସମ୍ପାଦକ, ଅଗ୍ନିଶ୍ରମ ଅଧିକାରୀଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026

You Might Also Like