-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲା ନାଟ ଗୁରୁ ସଂଘର ଦିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ

13-Jun-2024



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲ୍ଲା ଶାବର ଶ୍ରୀ କ୍ଷେତ୍ର ଦେଶିଆ ନାଟଗୁରୁ ଜିଲା ସଂଘ  ରାଇଘର ବ୍ଲକ ଅନ୍ତର୍ଗତ ମହୋଣ୍ଡ ଜି,ପି, ଗ୍ରାମ- ଡଙ୍ଗରୀପାରା ଗାଁ ଠାରେ"ଲୋକ କଳା ମହା ଉତ୍ସବ ୨୦୨୪" ର ଦିତୀୟ ବାର୍ଷିକ ଉତ୍ସବ ପାଳନ ମହାଆଡମ୍ବରରେ ପାଳନ କଲା । ଏଥିରେ ମଞ୍ଚ ପରିଚାଳନା କରିଥିଲେ ଉମରକୋଟ ଵ୍ଳକର ସାଧାରଣ ସଂପାଦକ ପର୍ଶୁରାମ ନାୟକ, ମୁଖ୍ୟ ଅତିଥି ରୂପେ ଯୋଗଦେଇ ଥିଲେ ଜିଲ୍ଲା ସଂସ୍କୃତି ଅଧିକାରୀ ଶୀଯୁକ୍ତ ଘାସି ହରିଜନ, ସମ୍ମାନିତ ଅତିଥି ରୂପେ ଯୋଗଦେଇ ଥିଲେ ରାଇଘର ବ୍ଲକ ଅଧ୍ୟକ୍ଷ ଗୁପ୍ତ ପ୍ରସାଦ ଝାଙ୍କର , ଅନ୍ୟ ତମ ଅତିଥି ବରିଷ୍ଟ ସମାଜ ସେବକ ସୁକଦେବ ଗୋଣ୍ଡ, ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଥିଲେ ଅଭିଭୁକ କୋରାପୁଟ ଜିଲ୍ଲା ଶାବର ଶ୍ରୀକ୍ଷେତ୍ର ଦେଶିଆ ନାଟ ଗୁରୁ ମହାସଂଘର ସଭାପତି ଶ୍ରୀଯୁକ୍ତ ନରସିଂ ତ୍ରିପାଟି, ଅତିଥି ବୃନ୍ଦ ଜିଲ୍ଲା ସଭାପତି ଶ୍ରୀଯୁକ୍ତ ପବିତ୍ର ନାୟକ,ସପାଦକ କୁନୁଵାଗ, ମୋହନ ପରିଡା,ଭିମସେନ୍ ଡଙ୍ଗରୀ, ବରିଷ୍ଠ ଗୁରୁ ଭଗବାନ ଭତ୍ରା,ଧନସାନ୍ତା,ମଙ୍ଗଲ ଭତ୍ରା, ଜଗବନ୍ଧୁ ଗୁରୁ,ଦାମଦାସପନକା, ନରସିଂ ବିଭାର , ଅଙ୍କାଲୁ ରାଜେନ୍ଦ୍ର ହରିଜନ, ଜଗନ୍ନାଥ ନାୟକ, ଜଗବନ୍ଧୁ ଭତ୍ରା ,ଲଚିନବାଗ,ଭୋଦ୍ରଗୁରୁ, ସୁରେନ୍ଦ୍ର ପଣ୍ଡା, ସମେତ ଦସଗୋଟି ବ୍ଳକର ନାଟ ଗୁରୁ ସଂଘର ସଭାପତି, ସଂପାଦକ, କୋଷାଧ୍ୟକ୍ଷ,ଵିକେ ଏସ୍ ଏସ୍, ଓ ପ୍ରତ୍ୟେକ ଵ୍ଳକରଲୋକ କଳା କଳା ଓ ସାଂସ୍କୃତିକ ଦଳ ମଧ୍ୟରୁ କାନାହାଣ୍ଡିରୁ ଡେନ୍ସ,ଅଲମାଗୁଡାର ଵାଇଡୁନ୍ଡି ନୂତ୍ୟ,କଚନାପାରାରୁ ମାଟି ମରର୍ଦଲ,ପାପଡାହାଣ୍ଡିରୁ ଡେମସା,ଭାରସୁଣ୍ଡିରୁ ଡେନ୍ସ, ହାଣ୍ଡି ଖଦରାରୁ ଅଲେକ ନିଳା,ଚଲାନ ପାରାରୁ ମହିମା ଭୋଜନ,କୁଶୁମପୁର ରୁ କୁତମଦଲ,ସଭାପାରାରୁ କୁତମୁଦଲ,ପିପଲପାରାରୁ ସକିର୍ତନ,ଦେବାଗାର ପ୍ରେମଗୁରୁର ଲୋକଗିତ,  ରାତିରେ ମୋହାନ୍ ପୈରାଣିକ ରାମାୟଣ ଗିତିନାଟ୍ୟ ପରିବେଷଣ କରାଯାଇଥିଲା।ଏଥିରେ  ପ୍ରାୟ ୭ହଜାରୁ ଉର୍ଦ୍ଧ ଦର୍ଶକ ଯୋଗଦେଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026

You Might Also Like