-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||     

HOME   ଜିଲ୍ଲା

ଖୋଲିଲା ଶ୍ରୀ ମନ୍ଦିର ଚାରିଦ୍ୱାର ଭକ୍ତଙ୍କ ମନରେ ପ୍ରବଳ ଉତ୍କଣ୍ଠା

13-Jun-2024



ସୁବର୍ଣ୍ଣପୁର:- (ମନୋରଞ୍ଜନ ତ୍ରିପାଠୀ )
ଆଜି ବହୁ ପ୍ରତିକ୍ଷୀତ ଶ୍ରୀମନ୍ଦିର ର ଚାରିଦ୍ୱାର ଖୋଲାଯାଇଛି। ଏଥି ପାଇଁ ଆଜି ସକାଳୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି , ଡେପୁଟି ସିଏମ୍ କନକ ବର୍ଦ୍ଧନ ସିଂଦେଓ ଏବଂ ତାଙ୍କର ପାରିଷଦ ବର୍ଗ ଶ୍ରୀମନ୍ଦିର ରେ ପହଞ୍ଚି ମଙ୍ଗଳ ଆଳତି ପରେ ଚାରିଦ୍ଵାର ଖୋଲା ଯାଇଥିଲା। ଯାହା କି ଭକ୍ତଙ୍କ ମହଲ ରେ ଖୁସି ର ଲହରୀ ଖେଳିଯାଇଥିବା ସହ  ଲକ୍ଷ ଲକ୍ଷ ଭକ୍ତ ଶୃଙ୍ଖଳିତ ଦର୍ଶନ କରିଥିବା ଦେଖା ଯାଇଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝି ରାଜ୍ୟରେ ସ୍ଥିର ଓ ଦୃଢ଼ ସରକାର ପାଇଁ ଶ୍ରୀ ଜଗନ୍ନାଥ ଙ୍କ ଆଶିଷ କାମନା ସହ ଓଡ଼ିଶା ର ସମୃଦ୍ଧି ପାଇଁ ଜଗନ୍ନାଥଙ୍କ ଠାରେ ପ୍ରାର୍ଥନା କରିଥିଲେ । ପୁରୀ ର ସ୍ଵତନ୍ତ୍ର ସର୍କିଟ ହାଉସ ଠାରେ ମୁଖ୍ୟ ମନ୍ତ୍ରୀ ଙ୍କୁ ପୁରୀ ତଥା ବିଭିନ୍ନ ଜିଲ୍ଲା ର ଅନେକ ବୁଦ୍ଧିଜୀବୀ ସୈ।ଜନ୍ୟମୂଳକ ସାକ୍ଷାତ କରି ବିଭିନ୍ନ ସମସ୍ୟା ଜଣାଇ ଥିଲେ। ଏହି ଅବସରରେ ଓଡ଼ିଶା ସାମ୍ବାଦିକ ସଂଘ ର ସୁବର୍ଣ୍ଣପୁର ଜିଲ୍ଲା ଶାଖାର ଉଚ୍ଚ ସ୍ତରୀୟ ପ୍ରତିନିଧି ଦଳ   ନବନିର୍ବାଚିତ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବାସହ  ରାଜ୍ୟ ର ସାମ୍ବାଦିକ ଙ୍କ ସ୍ଵାର୍ଥ ସମ୍ବଳିତ ୧୦ଦଫା ଦାବିପତ୍ର ପ୍ରଦାନ ସହ ଏ ସଂପର୍କରେ  ଆଲୋଚନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026

You Might Also Like