-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ଦୁଇ ଡକାୟତଙ୍କୁ ୫ବର୍ଷ ସଶ୍ରମ କାରାଦଣ୍ଡ

13-Jun-2024



ବଲାଙ୍ଗୀର(ଅନ୍ତର୍ଯ୍ୟାମୀ ସାହୁ) ବଲାଙ୍ଗିର ସଦର ଥାନା ଅନ୍ତର୍ଗତ ଚୁଡାପାଲି ଗ୍ରାମର କାଲୁ ଉରଫ୍ ବିରେନ ଦୀପ ଓ ଢୁଲୁସର ଗ୍ରାମର ଉମେଶ ରାୟ ଙ୍କୁ ବଲାଙ୍ଗିର ସହକାରୀ ସେସନ୍ ଜଜ୍ ଓ ବରିଷ୍ଠ ସିଭିଲ ଜଜ୍ (ଏଲ୍‌ଆର ଏଣ୍ଡ ଏଲ୍‌.ଟି.ଭି) ଜନ୍ମଜୟ ପଲେଇ ଏକ ଡକାୟତି ମାମଲା ର ଶୁଣାଣି କରି (ସେସନସ୍ କେସ ନଂ. ୩୮/୨୦୨୩) ରେ ଆଜି ଦୋଷୀ ସାବ୍ୟସ୍ତ କରିଛନ୍ତି । ଉଭୟ ଅଭିଯୁକ୍ତଙ୍କୁ ୫ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡ ସହ ୧ହଜାର ଟଙ୍କା ଲେଖାଏ ଜୋରିମାନା ନିର୍ଦ୍ଦେଶ କରିଛନ୍ତି । ଜରିମାନା ଅନାଦେୟ ହେଲେ ଅତିରିକ୍ତ ୬ ମାସ ଲେଖାଏଁ ଆହୁରି କାରାଦଣ୍ଡ ନିର୍ଦ୍ଦେଶ ଦେଇଛନ୍ତି ।

  ସୂଚନାରୁ ପ୍ରକାଶ ଯେ,  ଗତ ୨୦୨୩ ଜାନୁୟାରୀ ୧୪ ତାରିଖରେ ଅଭିଯୋଗକାରୀ/ପୀଡିତ ହେମସାଗର ପଟେଲ ନିଜ ପରିବାର, ଭାଇ ଓ ବୋହୁ ମିଶି ଏକ କାର୍ ଯୋଗେ ତାଙ୍କ ନିଜ ଗ୍ରାମ ସାନତେଲେନପାଲିରୁ ଚୁଡାପାଲିକୁ ଆସୁଥିଲେ l ଏତିକି ବେଳେ ଦୁଇ ଅଭିଯୁକ୍ତ ବୀରେନ ଦୀପ ଓ ଉମେଶ ରାୟ ଚୁଡାପାଲି ନିକଟସ୍ଥ ରାଜରାସ୍ତାରେ ଠେଙ୍ଗା ଆଦି ମାରଣାସ୍ତ୍ର ଧରି ଅତର୍କିତ ଭାବେ ଆକ୍ରମଣ କରିବା ସହ ଗାଡିକୁ ଅଟକାଇ ଗାଡିର କାଚ ଭାଙ୍ଗି ଦେଇଥିଲେ । ସେମାନେ ହେମସାଗର ଓ ତାଙ୍କ ପରିବାରର ଅନ୍ୟ ସଦସ୍ୟ ମାନଙ୍କୁ ଭୟଭୀତ କରି ଟଙ୍କା ପଇସା ମଧ୍ଯ ଲୁଟ୍‌ପାଟ୍ କରିଥିଲେ । ଏହି ସମୟରେ ସ୍ଥାନୀୟ ଲୋକ ରୁଣ୍ଡ ହେବାରୁ ଅଭିଯୁକ୍ତମାନେ ଘଟଣାସ୍ଥଳରୁ ଫେରାର୍ ମାରିଥିଲେ । ସ୍ଥାନୀୟ ଲୋକଙ୍କ ସହାୟତାରେ ହେମସାଗର ପଟେଲ ଓ ତାଙ୍କ ପରିବାର ଜୀବନ ରକ୍ଷା କରି ବଲାଙ୍ଗିର ସଦର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ସଦର ପୋଲିସ କେସ ନଂ.୨୪/୨୦୨୩ରେ ଏକ ମାମଲା ରୁଜୁ କରି ଦଫା ୩୯୭, ୩୪ ଆଇପିସି ରେ ଅଭିଯୁକ୍ତଙ୍କୁ ଗିରଫ୍ କରି କୋର୍ଟ ଚାଲାଣ କରିଥିଲେ । ଆଜି କୋର୍ଟ ଏହି ମାମାଲାର ଶୁଣାଣି କରି ନିଜ ରାୟ ଦେଇଛନ୍ତି l ଏହି ମାମଲାରେ ସରକାରଙ୍କ ପକ୍ଷରୁ ଏସୋସିଏଟ  ପିପି ବୈଷ୍ଣବ ସାହୁ ମକଦ୍ଦମା ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like