-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

କନ୍ଧମାଳ: ଗରିବଙ୍କ ଅଭିଯୋଗ ଶୁଣୁନାହାନ୍ତି ଜିଲ୍ଲାପାଳ, ଗରିବ ନିରୀହ ଭିନ୍ନକ୍ଷମ ରୋଗୀ ଅସମ୍ଭାଳ.

14-Jun-2024



କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ୍ ର ଗରିବ ନିରୀହ ରାଜୀବ ଦିଗାଲ ନାମକ ଜଣେ ବ୍ୟକ୍ତି ବାଇକ୍ ଧକ୍କା ରେ ଗୋଡ଼ ଭାଙ୍ଗି ଯାଇଛି l ଚିକିତ୍ସା କରିବା ନିମନ୍ତେ ତାଙ୍କ ପାଖେ ଅର୍ଥ ଅଭାବ ହେଉଥିବାରୁ ସେ ଘରେ ପଡ଼ି ରହି ନାହିଁନ ଥିବା ଅସୁବିଧା ର ସମୁଖୀନ ହେଉଥିବା ଦେଖିବାକୁ ମିଳିଛି l ଭାଙ୍ଗିଥିବା ଗୋଡ଼ ଜୈଣ୍ଟ କରିବା ନିମନ୍ତେ ଅର୍ଥ ଅଭାବ ହେଉଥିବା ହେତୁ ରୋଗୀ ଘରେ ପଡ଼ିରହି ନାହିଁନ ଥିବା ଅସୁବିଧା ଭୋଗ କରୁଛନ୍ତି l କନ୍ଧମାଳ ଜିଲ୍ଲାପାଳ ଆଶିଷ ଈଶ୍ୱର ପଟେଲ ମହୋଦୟ ଙ୍କୁ ଆର୍ଥିକ ସହାୟତା ନିମନ୍ତେ ଲିଖିତ ଅଭିଯୋଗ ଦେଇଥିଲେ l ଜିଲ୍ଲାପାଳ ତାଙ୍କୁ ଇଲେକ୍ସନ ପରେ ଦେଖାକରିବାକୁ କହି ଥିଲେ l ଇଲେକ୍ସନ ସରିବା ପରେ ଜିଲ୍ଲାପାଳ ଙ୍କ କହିବା ଅନୁଯାଇ ରୋଗୀ ଯାଇକି ଜିଲ୍ଲାପାଳ ଙ୍କୁ ଦେଖା କରିବାରୁ ଅଧିକ ଦିନ ହେଲାଣି କହି ଅର୍ଥ ସହାୟତା ଦେଇହେବନି କହି ଜିଲ୍ଲାପାଳ ସିଧା ମନା କରିଥିବା କହିଛନ୍ତି ରୋଗୀ ଓ ତାଙ୍କ ପରିବାର ଲୋକେ l ହେଲେ ଏଠି ପ୍ରଶ୍ନ ଉଠୁଛି କି ଜିଲ୍ଲାପାଳ ହେଇକି ଜଦି ଗରିବ ଜନ ସାଧାରଣ ଲୋକଙ୍କୁ ଏଭଳି ହଇରାଣ କରିବେ ତ ଅନ୍ୟ କର୍ମଚାରି ମାନେ କଣ ନ କରିବେ ବଲି ସାଧାରଣରେ ଚର୍ଚା ହେଉଛି l ପ୍ରିହମ୍ ଚାରିଟେବୁଲ୍ ଟ୍ରଷ୍ଟ ର ଅଧ୍ୟକ୍ଷ କୁନା ଦିଗାଲ ଏବଂ କିଛି ସମାଜସେବୀ ତାଙ୍କୁ ସହଯୋଗର ହାତ ବଢ଼େଇଥିବା ଦେଖିବାକୁ ମିଳିଛି l ସରକାର ବଦଳିବାରୁ ଜିଲ୍ଲାପାଳ ଗରିବଙ୍କ ଦୁଃଖ ଶୁଣୁନଥିବା କହିଛନ୍ତି ପରିବାର ଲୋକେ l ଜିଲ୍ଲାପାଳ ଙ୍କ ଏଭଳି ବ୍ୟବହାର କୁ ନେଇଁ କନ୍ଧମାଳ ଜିଲ୍ଲାର ବୁଦ୍ଧିଜୀବୀ ମାନେ ନିନ୍ଦା କରିବା ସହିତ ଦୁଃଖ ପ୍ରକାଶ କରିଛନ୍ତି l (ରମେଶ ଚନ୍ଦ୍ର ପଣ୍ଡା ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like