-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ହାତୀବନ୍ଧା ହାଇସ୍କୁଲ ଶିକ୍ଷକ ଏଜୁକେଟର ଆୱାର୍ଡରେ ସମ୍ମାନିତ

14-Jun-2024



ସିନାପାଲି:(ଚିନ୍ତାମଣି ନେତାମ) ନୂଆପଡ଼ା ଜିଲ୍ଲା ସିନାପାଲି ଗୋଷ୍ଠୀ ଶିକ୍ଷା ଅନ୍ତର୍ଗତ ହାତୀବନ୍ଧା ସରକାରୀ ଉଚ୍ଚ ବିଦ୍ଯାଳୟର ବିଜ୍ଞାନ ଶିକ୍ଷକ ରୂପେଶ କୁମାର ମେହେର ଏଜୁକେଟର ଆୱାର୍ଡରେ ସମ୍ମାନିତ ହୋଇଛନ୍ତି ା ଶ୍ରୀ ମେହେରଙ୍କ ଏହି ସଫଳତାରେ ସ୍ଥାନୀୟ ଅଂଚଳରେ ଆନନ୍ଦ ପ୍ରକାଶ ପାଇବା ସହ ବିଭିନ୍ନ ମହଳରୁ ଶୁଭେଚ୍ଛା ଜଣାଯାଇଛି ା କ୍ବିଷ୍ଟ ଏଲାଇନ୍ସ ଗୄପ ତରଫରୁ ଭୁବନେଶ୍ୱରର ଦ ପ୍ରେସିଡେନସି ହୋଟେଲ ଠାରେ ଆୟୋଜିତ ଏକ ସ୍ବତଂତ୍ର କାର୍ଯ୍ଯକ୍ରମରେ ଗତ ବୁଧବାର ଏହି ଆୱାର୍ଡ ପ୍ରଦାନ କରାଯାଇଥିଲା ା ବିଶେଷତଃ ଗଣିତ ଓ ବିଜ୍ଞାନ ଶିକ୍ଷା ସମୟରେ ଶ୍ରେଣୀକକ୍ଷରେ ନୂତନ ଟେକନୋଲୋଜିର ଉଲ୍ଲେଖନୀୟ ବ୍ଯବହାର ନିମନ୍ତେ ଓଡ଼ିଶାର ପ୍ରତି ଜିଲ୍ଲାରୁ ଜଣକୁ ଏହି ସମ୍ମାନ ଦିଆଯାଇଥିବା ବେଳେ ନୂଆପଡ଼ାରୁ ଶ୍ରୀମେହେର ଏଥି ପାଇଁ ଯୋଗ୍ଯ ବିବେଚିତ ହୋଇଥିଲେ ା ଆୱାର୍ଡ ପ୍ରଦାନ ସମୟରେ ମୋ ସ୍କୁଲ ଅଭିଯାନର ସିଇଓ ଅମରଜିତ ଜେନା, ମୋ ସ୍କୁଲ ଅଭିଯାନର ସିଓଓ ରାଜଲକ୍ଷ୍ମୀ ଦାସ, ରସ୍ପବେରୀ ପାଇ ଫାଉଣ୍ଡେସନ ପ୍ରୋଗ୍ରାମର ଦିବ୍ଯା ଜୋସେଫ, ସି.ଭି. ରମଣ ଗ୍ଲୋବାଲ ଉନିଭରସିଟିର କମ୍ପୁଟର ସାଇନ୍ସ ମୁଖ୍ଯ ରୋଜାଲିନ ପ୍ରିୟଦର୍ଶନୀ, କ୍ୱିଷ୍ଟ ଏଲାଇନ୍ସର ରିସର୍ଚ୍ଚ ସ୍ପେସାଲିଷ୍ଟ ଭାବନା ପରମାର ଓ ଆଇଆଇଟି ଭୁବନେଶ୍ୱର କମ୍ପୁଟର ସାଇନ୍ସ ଡିପାର୍ଟମେଣ୍ଟରୁ ଶ୍ରୀମନୋରଞ୍ଜନ ପ୍ରମୁଖ ଉପସ୍ଥିତ ଥିଲେ ା


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like