-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||     

HOME   ଜିଲ୍ଲା

ନୂଆଁ ରକ୍ତ ଦାତା ସୃଷ୍ଟି କରିବାରେ ମୋଟିଭେସନ ହିଁ ମୂଖ୍ୟ କାମ *ଏଥି ପାଇଁ ସ୍ୱେଚ୍ଛା ସେବୀ ଙ୍କ ଅବଦାନ ଉଲ୍ଲେଖନୀୟ* = *ବି ବି ଓ* ଡ଼ା. ମାନସ ଦାଶ

14-Jun-2024



ସୋନପୁର ( ମନୋରଞ୍ଜନ ତ୍ରିପାଠୀ )
ବିଶ୍ୱ ରକ୍ତଦାତା ଦିବସ 2024 ପାଳନ ଅବସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତାଲିମ ପ୍ରକୋଷ୍ଠ ସମ୍ବୁଖ ରେ ଆଜି ଏକ ସଚେତନତା ସଭା ଅନୁଷ୍ଠିତ ହୋଇ ଯାଇଅଛି l  ଜିଲ୍ଲା ମୁଖ୍ୟ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା, ଦୁର୍ଗା ଦତ୍ତ  ଦାଶ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ  ଏହି ସଭାରେ  ଜିଲ୍ଲା ରକ୍ତ କେନ୍ଦ୍ର ଅଧିକାରୀ ଡା .ମାନସ ଦାଶ, ଜାତୀୟ ସ୍ୱାସ୍ଥ୍ୟ ମିଶନ ର DAM  ଶ୍ରୀ ସୁନୀଲ ପଣ୍ଡା AMCP ତାରିଣୀସେନ ପଧାନ, ସ୍ବଚ୍ଛ ଭାରତ ସଂଗଠନ ର ସଭାପତି ଶlୟଦ ଅଲିମୁଲ ଇସଲାମ, ଜିଲ୍ଲା ରକ୍ତ ଦାତା ସେବା ସଂଘ ସଭାପତି ମନୋଜ ପଣ୍ଡା ଉପସ୍ଥିତ ରହି ବିଶ୍ୱ ରକ୍ତ ଦାନ ଦିବସ ର ଉଦ୍ଦେଶ୍ୟ ଓ ଲକ୍ଷ୍ୟ ବିଷୟ ରେ ସଚେତନ କରାଇ ଥିଲେ l

ଜିଲ୍ଲା ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ଙ୍କ ସଂଯୋଜନା ରେ ଅନୁଷ୍ଠିତ ସଭାରେ ରାମ ଧୁନ କ୍ଳବ୍, ଟିକ୍ରି ପଡ଼ା କ୍ଲବ୍, ସ୍ବଚ୍ଛ ଭାରତ ସମେତ ଅନେକ ସ୍ବେଛାସେବୀ ସଂଗଠନ ଓ ରକ୍ତ ଦାତା ରୂପେଶ ବଗର୍ତ୍ତୀ, ବ୍ଲଡ ବ୍ୟାଙ୍କ୍ କର୍ମଚାରୀ ଜଗତ ଦରୱାନ ଓ ଅନେକ ବ୍ୟକ୍ତି ବିଶେଷ କୁ ସମ୍ବର୍ଦ୍ଧନା କରାଯାଇ ଥିଲା l ଉକ୍ତ ସଭାରେ ସରକାରୀ ମହିଳା ସ୍ୱାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର ର ଛାତ୍ରୀ , ସ୍ବଚ୍ଛ ଆଶାକର୍ମୀ, ଅଙ୍ଗନୱାଡିକର୍ମୀ, ସ୍ୱଚ୍ଛ ଭାରତ ସଂଗଠନ ସୋନପୁର ମନମୁଣ୍ଡା, ରକ୍ତ ଦାତା ସଙ୍ଗଠନ ର ସମସ୍ତ କର୍ମକର୍ତ୍ତା ତଥା ସ୍ୱାସ୍ଥ୍ୟ ବିଭାଗ ର କର୍ମଚାରୀ ସବୁ ଉପସ୍ଥିତ ଥିଲେ l  ସ୍ଵଛ ଭାରତ ସଂଗଠନ ର ସଂଯୋଜକ ମନୋରଞ୍ଜନ ତ୍ରିପାଠୀ ଏହି ଦିବସ ର ପାଳନ ଉପରେ ଆଲୋକପାତ କରିଥିଲେ l  ଶେଷରେ ଜିଲ୍ଲା ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l ସ୍ବାସ୍ଥ୍ୟ କର୍ମୀ ସୁଜାତା ହୋତା ରକ୍ତ ଦାନ ଉପରେ ଏକ ସଚେତନତା କବିତା ପାଠ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026

You Might Also Like