-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ବିଭିନ୍ନ ଅଞ୍ଚଳ ରେ ଆଜିଠୁ ରଜ ପର୍ବ

14-Jun-2024



(ଡୋଲେଶ୍ଵର ବାଗ )
ନୂଆପଡ଼ା ଜିଲ୍ଲା ବିଭିନ୍ନ ଅଞ୍ଚଳ ରେ  ଆଜି ରଜ ପର୍ବ ପାଳିତ ହୋଇଅଛି।, କୁମାରୀ ଝିଅ ମାନେ ହର୍ଷ ଉଲ୍ଲାସରେ ଦୋଳି ଖେଳି ରଜ ଗୀତ ଗାଇ ଥାଆନ୍ତି। ଆଜି ଠାରୁ ତିନି ଦିନ ବ୍ୟାପୀ ରାଜ୍ୟ ସାରା ରଜ ପର୍ବ ପାଳିତ ହେଉଥିବା ବେଳେ ଏହି ପର୍ବ ରେ କୁମାରୀ ଝିଅ ମାନେ ନୂତନ ପୋଷାକ ପରିଧାନ କରି ରଜ ଦୋଳି ଝୁଲିଥାନ୍ତି। ପାଦରେ ଆଲିତା, ବେଶ ଭୂଷା ରେ ସୁସଜ୍ଜିତ ହୋଇ ତାଙ୍କ ପାଇଁ ଏହି ଦିନ ସମର୍ପିତ ହୋଇଅଛି। ସୃଷ୍ଟି ର ସୌନ୍ଦ୍ରଯ୍ୟ ସଂରଚନା ନାରୀ ଙ୍କ ସ୍ବତନ୍ତ୍ରତା ରହିଅଛି। ବର୍ତ୍ତମାନ ନାରୀ ସବୁ କ୍ଷେତ୍ର ରେ ପାରଦର୍ଶିତା ହାସଲ କରି ନିଜର ଉପସ୍ଥିତି ଜାହିର କରିଛନ୍ତି। ମିଥୁନ ସଂକ୍ରାନ୍ତି କହନ୍ତି। ପ୍ରଥମ ଦିନ କୁ ପହିଲି ରଜ, ଦ୍ବିତୀୟ ଦିନ ରଜ ସଂକ୍ରାନ୍ତି, ତୃତୀୟ ଦିନ ଭୂମି ଦହନ ଓ ଚତୁର୍ଥ ଦିନ ବସୁମତୀ ସ୍ନାନ କୁହାଯାଏ। ଏହି ତିନି ଦିନ କନ୍ୟା ମାନେ ଭୂମିରେ ପାଦ ଦେଇନଥାନ୍ତି। ଏହି ପର୍ବ ରେ ପାରମ୍ପାରିକ ପିଠା, ମଣ୍ଡା, ମିଠା ସହ ପୋଡ ପିଠା ଚାହିଦା ବେଶୀ ରହିଅଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like