-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ମାରୱାଡି ଯୁବା ମଞ୍ଚ ପକ୍ଷରୁ ମେଗା ରକ୍ତଦାନ ଶିିବିର, ରକ୍ତର ବିକଳ୍ପ କେବଳ  ରକ୍ତଦାତା ଅଟନ୍ତି

15-Jun-2024



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର)- ଡୁଙ୍ଗୁରିପାଲି  ମାରୱାଡି ଯୁବା ମଞ୍ଚ ବିଭିନ୍ନ ସମୟରେ ସମାଜ ସେବା କରିବାରେ ଅନେକ ଦୃଷ୍ଟାନ୍ତ ରହିଛି ।  କରୋନା ସମୟରେ ସଚେତନ କାର୍ଯ୍ୟକ୍ରମ, ଅକ୍ସିଜେନ ସିଲିଣ୍ଡର ପ୍ରଦାନ, ଖରାଦିନେ ଦହିପାଣି ବଣ୍ଟନ, ସହରର ବିଭିନ୍ନ ସ୍ଥାନରେ ଅମୃତ ଧାରା ବ୍ୟବସ୍ଥା, କୃତୀମ ଅଙ୍ଗ ପ୍ରଦାନ କାର୍ଯ୍ୟ କ୍ରମ ମାନ କରିଆସୁଛନ୍ତି । ଆଜି ବିଶ୍ୱ ରକ୍ତଦାତା ଦିବସ ଅବସରରେ ଏକ ମେଗା ରକ୍ତ ଦାନ ଶିବିର ଆୟୋଜନ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଆଜି ଡୁଙ୍ଗୁରିପାଲି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ୧୦୨ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ମେଡିକାଲ ଅଫିସର ରବିନାରାୟନ ପଣ୍ଡା, ସମ୍ମାନିତ ଅତିଥି ଭାବେ  ସ୍ତ୍ରୀ ଓ ପ୍ରସୂତୀ ବିଭାଗର ବିଶେଷ ଜ୍ଞ ଡା. ସରୋଜ ସେଠ,  ଉତ୍କଳ ମାରୱାଡି ସମାଜର ସଭାପତି ବଜରଙ୍ଗ ଅଗ୍ରୱାଲ, କିଶୋର ମେହେର ଯୋଗ ଦେଇ ରକ୍ତ ଦାତାମାନଙ୍କୁ ଉତ୍ସାହିତ କରି ରକ୍ତର ବିକଳ୍ପ ନାହିଁ । ଏହାର ଏକମାତ୍ର ବିକଳ୍ପ ହେଉଛନ୍ତି ରକ୍ତଦାତା ବୋଲି କହିଥିଲେ । ବୁର୍ଲା ଭିମସାର  ରକ୍ତ ଭଣ୍ଡାରର ଡା.ଏମ. ଗୋବିନ୍ଦ, କନଭେନର ମଣ୍ଟୁ ପ୍ରଧାନ, ଟେକ୍ନିସିୟାନ କରୁଣାକର ସାହୁ, ଅଜୟ ପଧାନ, ରଜତ ପଟେଲ, ସପୋର୍ଟ ଷ୍ଟାଫ ସଞ୍ଜିବ କୁମାର ବେରା, ବିନୋଦ ବେହେରା,  ପାଏନୁ ଭୋଇ ପ୍ରମୁଖ ସହ ଯୋଗ କରିଥିଲେ ।  ମାରୱାଡି ଯୁବା ମଞ୍ଚର ରାଜ୍ୟ ରକ୍ତଦାତା କନଭେନର ମହେଶ ଅଗ୍ରୱାଲ, ଉପସଭାପତି ରାକେଶ ଅଗ୍ରୱାଲ, ସଭାପତି ଯୋଗେଶ ଅଗ୍ରୱାଲ, ସଂପାଦକ ସଙ୍କେତ ମିତ୍ତଲ, ଉପସଭାପତି  ଦିନେସ ଅଗ୍ରୱାଲ, କୋଷାଧ୍ୟକ୍ଷ ପିୟୁଷ ଅଗ୍ରୱାଲ, ଯୁଗ୍ମ ସଂପାଦକ ଅଜିତ ଅଗ୍ରୱାଲ  ପ୍ରମୁଖ ଉପସ୍ଥିତ ରହି ସହ ଯୋଗ କରିଥିଲେ । ସାମ୍ବାଦିକ ସଂଘ ଉପସଭାପତି ଅରବିନ୍ଦ ମିଶ୍ର ଉପସ୍ଥିତ ରହି ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା ସହ ଆୟୋଜକମାନଙ୍କୁ ଭୁୟଶୀ ପ୍ରଶଂସା କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like