-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||     

HOME   ଜିଲ୍ଲା

ମନମୁଣ୍ଡା ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

15-Jun-2024



ମନମୁଣ୍ଡା (ପ୍ରେରଣା ଖବର ): ଚଳିତ ବର୍ଷ ମନମୁଣ୍ଡାର ରଥଯାତ୍ରାକୁ ଖୁବ୍ ଧୁମଧାମ୍ ରେ ପାଳନ କରିବା ପାଇଁ ଆଜି ମନମୁଣ୍ଡା ସରପଞ୍ଚ  ରଞ୍ଜୁ ବେହେରାଙ୍କ ସଭାପତିତ୍ୱରେ ଏକ ପ୍ରସ୍ଥୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି l ମନମୁଣ୍ଡା ଗ୍ରାମ ପଞ୍ଚାୟତର ସଭାଗୃହ ଠାରେ ଅନୁଷ୍ଠିତ ବୈଠକରେ ରଥଯାତ୍ରା ପରିଚାଳନା କମିଟି,  ଦଧିବାମନ ମନ୍ଦିର ପରିଚାଳନା କମିଟି ଓ ମାଉସୀ ମା (ଭାଗବତ ମନ୍ଦିର ) ମନ୍ଦିର ପରିଚାଳନା କମିଟି ର ସଦସ୍ୟ ବୃନ୍ଦ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ବୈଠକରେ ରଥଯାତ୍ରା ପରିଚାଳନା କମିଟିର ସମ୍ପାଦକ ଗଣେଶ ତ୍ରିପାଠୀ ଙ୍କ ଦ୍ୱାରା ଗତବର୍ଷ ରଥଯାତ୍ରା ସମୟର ଆୟବ୍ୟୟର ହିସାବ ପଠନ କରାଯାଇଥିଲା l କମିଟି ତରଫରୁ ପୁରୁଣା ରଥ ର ସ୍ଥିତି ଅନୁଧ୍ୟାନ ପୂର୍ବକ ରଥ, ଶ୍ରୀ ଜୀଉଙ୍କ ଅଳଙ୍କାର ଓ ସୁଦର୍ଶନଚକ୍ରର ମରାମତି ପାଇଁ ଆଲୋଚନା କରାଯାଇ ନିଷ୍ପତି ଗ୍ରହଣ କରାଥିଲା ଓ ରଥଯାତ୍ରା ପୂର୍ବରୁ ମନ୍ଦିର ଚତୁଃପାର୍ଶ୍ଵ ଓ ରଥ ଖଳା ରାସ୍ତାର ସଫେଇ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ଆଲୋଚନା କରାଯାଇଥିଲା ପୁଣି ମନମୁଣ୍ଡା ସ୍ଥିତ ଶ୍ରୀ ଶ୍ରୀ ଦଧିବାମନ ମନ୍ଦିରଟି ବୌଦ୍ଧ ଦେବୋତ୍ତରଙ୍କ ଅନ୍ତର୍ଗତ ହୋଇଥିଲେ ମଧ୍ୟ୍ୟ ମନ୍ଦିରର ନୀତିକାନ୍ତି ପାଇଁ ବର୍ଷ ବର୍ଷ ଧରି ଅନୁଦାନ ନ ଯୋଗାଇ କେବଳ ବୌଦ୍ଧ ଜଗନ୍ନାଥ ମନ୍ଦିରକୁ ଅନୁଦାନ ଯୋଗାଇଦେଇ ଉକ୍ତ ମନ୍ଦିରକୁ ଜିଲ୍ଲା ପ୍ରଶାସନ ତଥା ଦେବୋତ୍ତର ବିଭାଗ ଅଣଦେଖା କରୁଥିବାରୁ ବୈଠକରେ କ୍ଷୋଭ ପ୍ରକାଶ ପାଇବା ସହିତ ଚଳିତ ବର୍ଷ ଠାରୁ ପ୍ରତି ବର୍ଷ ଅନୁଦାନ ଯୋଗାଇ ଦେବାକୁ ଅନୁରୋଧ କରାଯାଇଥିଲା l 
        ଏହି ବୈଠକରେ ଶ୍ରୀ ଶ୍ରୀ ଦଧିବାମନ ମନ୍ଦିର ପରିଚାଳନା କମିଟି ତରଫରୁ ସଭାପତି ବିପ୍ର ଚନ୍ଦ୍ର ବେହେରା, ସମ୍ପାଦକ ଗଣେଶ ଲୋଇ, କୋଷାଧକ୍ଷ ନରେନ୍ଦ୍ର ମେହେର ସଭ୍ୟ ତଥା ପ୍ରାଧ୍ୟାପକ ନିରଞ୍ଜନ ହୋତା, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଜୟ କୁମାର ତ୍ରିପାଠୀ, ଚନ୍ଦ୍ରଶେଖର ମେହେର ମାଉସୀ ମା ମନ୍ଦିର ତରଫରୁ ନାରାୟଣ ମେହେର, ଭୁବନ ମେହେର, ପ୍ରଭାତ ମେହେର ରଥଯାତ୍ରା ପରିଚାଳନା କମିଟି ତରଫରୁ ସରପଞ୍ଚ ତଥା ସଭାନେତ୍ରୀ ରଞ୍ଜୁ ବେହେରା, ଉପସଭାନେତ୍ରୀ ତନୁପ୍ରିୟା ସେନାପତି, ସମାଜସେବୀ ଜାନୀ ସେନାପତି ଓ ସମାଜସେବୀ ସମ୍ବିତ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026

You Might Also Like