-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||     

HOME   ଜିଲ୍ଲା

ଡାବୁଗାଁ ରେ କ୍ୟାବିନେଟ୍ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ ଙ୍କୁ ଭବ୍ୟ ସ୍ଵାଗତ

15-Jun-2024



(ମିହିର ଶଙ୍କର ପାତ୍ର,)
ଡାବୁଗାଁ ରେ କ୍ୟାବିନେଟ୍ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ ଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଡାବୁଗାଁ ମଣ୍ଡଳ ସଭାପତି ଜେ ରାଜଶେଖର ରାଓ, ବୋରିଗାଁ ମଣ୍ଡଳ ସଭାପତି ଜଗଦୀଶ ଭତ୍ରା ସହ ଶତାଧିକ କାର୍ଯ୍ୟକର୍ତ୍ତା ଏକ ଭବ୍ୟ ଶୋଭାଯାତ୍ରା ରେ ସାମିଲ ହୋଇ ସ୍ବାଗତ ଜଣାଇ ଥିଲେ। ନିତ୍ୟାନନ୍ଦ ଗଣ୍ଡ ଏବଂ ଗୌରୀ ଶଙ୍କର ମାଝୀ ଙ୍କ ସହ ରାଜ୍ୟ ସଂପାଦକ ରମେଶ ଚନ୍ଦ୍ର ସାହୁ, ଜିଲ୍ଲା ସଭାପତି ଜଗଦୀଶ ଚନ୍ଦ୍ର ବିଷୟୀ, ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଗୋବିନ୍ଦ ଜୈନ, କୃଷକ ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଜୟନ୍ତ କୁମାର ପାତ୍ର, ଜିଲ୍ଲା ସଂପାଦକ ଅରୁଣ ପ୍ରସନ୍ନ ନାୟକ, ସୁଧିର ପଣ୍ଡା, କୁନୁ ନାୟକ ଏବଂ ଅନ୍ୟାନ୍ୟ ରାଜ୍ୟ ତଥା ଜିଲ୍ଲା ପଦାଧିକାରୀ ମଧ୍ୟ ଆସିଥିଲେ। ଏହି ଅବସରରେ ମଣ୍ଡଳ ଉପସଭାପତି ନରେଶ ସିଂ, ରତ୍ନ କଲାର , ବନ୍ଧୁ ମାଝୀ, ରାଜେନ୍ଦ୍ର ବିଷୟୀ, ଯୁବମୋର୍ଚ୍ଚା ସଭାପତି ଓ୍ବାଈ ରାଜକୁମାର, ସତ୍ୟ ରାଓ, ଲକ୍ଷ୍ମୀ ଜାନୀ, କାଞ୍ଚନ ହରିହର, ଜତ୍ସନା ନାୟକ , ଲଛୁ ମାଝୀ, ବିଶ୍ବନାଥ ମାଝୀ, ଦିନେଶ ସିଂ, କିରଣ ରାଓ, ହରି ଡଙ୍ଗରୀ, ନରୁ ସିଂ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026

You Might Also Like