-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||     

HOME   ଜିଲ୍ଲା

କର୍କଟ ରୋଗ ସମ୍ପର୍କିତ ସଚେତନତା ଶିବିର, କର୍କଟ ରୋଗ ର କାରଣ ଓ ନିରାକରଣ ଉପରେ ସଚେତନ କଲେ ବିଶେଷଜ୍ଞ

15-Jun-2024



ବଲାଙ୍ଗିର(ଦେବାଶିଷ ବହିଦାର): ସାଂପ୍ରତିକ ସମୟରେ କର୍କଟ ରୋଗ ଏକ ଉତ୍କଟ ବ୍ୟାଧି ରୂପେ ମଣିଷ ସମାଜକୁ ଭୟଗ୍ରସ୍ତ କରିଥିବା ବେଳେ ଅନେକ ମୂଲ୍ୟବାନ ଜୀବନ କାଳରେ ଝଡି ପଡୁଛି। ଏହାର କାରଣ ପରିବର୍ତ୍ତିତ ଜୀବନ ଶୈଳୀ, ପରିବେଶ, ପ୍ରଦୂଷିତ ଜଳବାୟୁ, ମାଟି, ଖାଦ୍ୟପେୟ ଯୋଗୁଁ ଏପରି ସମସ୍ୟା ଦେଖାଯାଉଛି। ଏହାର କାରଣ ଓ ନିରାକରଣ ପାଇଁ କାର୍ସି ନୋଭା କ୍ୟାନ୍ସର ହସପିଟାଲ, କଟକ ଓ ଓଡ଼ିଶା ୟୁନିଅନ୍ ଅଫ୍ 

ଜର୍ଣ୍ଣାଲିଷ୍ଟ (ଓ ୟୁ ଜେ) ବଲାଙ୍ଗିର ଜିଲ୍ଲା ଶାଖାର ମିଳିତ ଉଦ୍ୟମରେ କର୍କଟ ରୋଗ ସଚେତନତା ଶିବିର ବଲାଙ୍ଗିର ଶାଖା ସଭାପତି ପ୍ରଦୀପ୍ତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ରୂପେ ବଲାଙ୍ଗିର ପୌରାଧକ୍ଷା ଲିକା ସାହୁ, ମୁଖ୍ୟ ବକ୍ତା ରୂପେ ବରିଷ୍ଠ ସାମ୍ବାଦିକ ମନୋରଞ୍ଜନ ଯୋଶୀ ଯୋଗଦେଇ ଥିବା ବେଳେ କାର୍ସୀ ନୋଭା କ୍ୟାନ୍ସର ହସପିଟାଲର ବରିଷ୍ଠ କର୍କଟ ରୋଗ ବିଶେଷଜ୍ଞ ଡାକ୍ତର ଖିତିଶ କୁମାର ମିଶ୍ର ଯୋଗଦେଇ ପ୍ରୋଜେକ୍ଟର ମାଧ୍ୟମରେ  କର୍କଟ ରୋଗ ସମ୍ପର୍କରେ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ। ଏହି ଅବସରରେ ଓ ୟୁ ଜେ ବଲାଙ୍ଗିର ଶାଖାର ହରିନାରାୟଣ ପୂଝାରୀ, ଶରତ ମିଶ୍ର, ସଦାଶିବ ସରାଫ, ବଂଶୀଧର ସେଠ, ପ୍ରଭାବିତ ସିଂ ସାଲୁଜା, ରିତୁରାଜ୍ ସିଂହ, ତାପସ ବେହେରା, ଉମାକାନ୍ତ ପ୍ରଧାନ, ଅନ୍ତର୍ଯ୍ୟାମୀ 

ପଶାୟତ, ଦେବାଶିଷ ବହିଦାର, ସତ୍ୟପ୍ରିୟ ମିଶ୍ର, ଜ୍ୟୋତିରଂଜନ ପଣ୍ଡା, ସୁରଦାସ ବାଗ, ଆଶିଷ ଖଇତାନ, ରଞ୍ଜିତ ବେହେରା, ଗୁପ୍ତେଶ୍ୱର ପୁଷ୍ଟି, ଘଟେଶ୍ୱର୍ ମିଶ୍ର ସଙ୍ଗଠନ ସଦସ୍ୟ , ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ, ସାଂସ୍କୃତିକ, ସାମାଜିକ ସଙ୍ଗଠନ ଯୋଗଦେଇଥିଲେ ଥିଲେ। କାର୍ଯ୍ୟକ୍ରମକୁ ସାଧାରଣ ସମ୍ପାଦକ ଅଭୟ ତ୍ରିପାଠୀ ପରିଚାଳନା କରିଥିବା ବେଳେ ବରିଷ୍ଠ ସଦସ୍ୟ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026

You Might Also Like