-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||     

HOME   ରାଜନୀତି

ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ

15-Jun-2024



ଭୁବନେଶ୍ବର (ପ୍ରେରଣା ଖବର ): ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରାଯାଇଛି ।
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ, ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ଦିଆ ଯାଇଛି l
ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓଙ୍କୁ କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ବିଭାଗ ମିଳିଛି l ଠିକ୍ ସେହି ପରି ଲୋଇସିଂହା ବିଧାୟକ ଡ .ମୁକେଶ ମହାଲିଙ୍ଗ ଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ଯାଣ ଓ ସଂସଦୀୟ ବ୍ୟାପାର ପରି ଗୁରୁତ୍ୱପୂର୍ଣ୍ଣ ବିଭାଗ ନ୍ୟସ୍ତ କରାଯାଇଛି l
କ୍ୟାବିନେଟ୍ ମନ୍ତ୍ରୀ...

୧) ସୁରେଶ ପୂଜାରୀ – ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା

୨) ରବି ନାରାୟଣ ନାୟକ – ଗ୍ରାମ ଉନ୍ନୟନ. ପଞ୍ଚାୟତରାଜ ଓ ପାନୀୟଜଳ

୩) ନିତ୍ୟାନନ୍ଦ ଗଣ୍ଡ – ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ଶସକ୍ତକରଣ

୪) କୃଷ୍ଣଚନ୍ଦ୍ର ପାତ୍ର – ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ

୫) ପୃଥ୍ୱୀରାଜ ହରିଚନ୍ଦନ – ଆଇନ୍‌, ପୁତ୍ତ ଓ ଅବକାରୀ

୬) ଡ. ମୁକେଶ ମହାଲିଙ୍ଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ

୭) ବିଭୁତି ଭୁଷଣ ଜେନା – ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି

୮) ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର – ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ

ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ..

୧) ଗଣେଶ ରାମ ସିଂ ଖୁଣ୍ଟିଆ – ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା

୨) ସୂର୍ଯ୍ୟବଂଶୀ ସୂରଜ – ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି

୩) ପ୍ରଦୀପ ବଳସମାନ୍ତ – ସମବାୟ, ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ

୪) ଗୋକୁଳାନନ୍ଦ ମଲ୍ଲିକ – ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ର ଓ ମଧ୍ୟମ ଉଦ୍ଦ୍ୟୋଗ

୫) ସମ୍ପଦ ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026

You Might Also Like