-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||     

HOME   ଜିଲ୍ଲା

ଖାଦ୍ୟ ଅନ୍ବେଷଣରେ ମାଙ୍କଡ ପଲ ଗାଁ ମୁହାଁ, ଧିରେ ଧିରେ ଢେଲାପଥର ବଦଳରେ ଲୋକେ ଖାଦ୍ୟ ଦେଉଛନ୍ତି

16-Jun-2024



ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଅଞ୍ଚଳରେ କିଛି ବର୍ଷ ହେବ ବହୁ ସଂଖ୍ୟକ ମାଙ୍କଡ ପଲ ଗାଁ ମୁହାଁ ହେବାଫଳରେ ଲୋକେ ନାହିଁ ନ ଥିବା ହଇରାଣ ହରକତ ହେଉଥିବା ସାଧାରଣ ଘଟଣା ପାଲଟିଛି। କେତେବେଳେ ମାଙ୍କଡ ମାନେ କାହା ବାଡି ବଗିଚାକୁ ପଶି ବ୍ୟାପକ ଭଙ୍ଗାରୁଜା କରୁଛନ୍ତି ତ କେତେବେଳେ ଶିଶୁ ଓ ମହିଳା ମାନଙ୍କୁ ମାଡ ମାରୁଥିବା ଦେଖାଯାଇଛି। ଫଳରେ ମାଙ୍କଡ ଦେଖିବା ମାତ୍ରେ ଛୋଟ ଛୋଟ ଛୁଆମାନେ ଲୋକେ ଢେଲାପଥର ମାଡ଼ କରିବା ସହ ସ୍ଥଳ ବିଶେଷରେ ଲୋକେ ମଧ୍ୟ ଠେଙ୍ଗା ବାଡ଼ି ଧରି ମାଙ୍କଡ ମାନଙ୍କୁ ଡରାଇ ଭଗାଉଥିଲେ। ଏ ବିଷୟରେ ସମ୍ବାଦ ବାରମ୍ବାର ଖବର ପରିବେଷଣ କରି ବିଭାଗୀୟ ଅଧିକାରୀ ମାନଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଏହାକୁ ନଜରରେ ରଖି ଜଙ୍ଗଲ ବିଭାଗ ସିନ୍ଧେକେଲା ଅଞ୍ଚଳର ପାହାଡ଼ ମାନଙ୍କରେ ବହୁ ମାତ୍ରାରେ ବନି କରଣ ମଧ୍ୟ କରିଛନ୍ତି। କିନ୍ତୁ ତାହା ବଢ଼ିବାରେ ସମୟ ଲାଗୁଥିବା, ନିଆଁ ଲାଗିବା ଓ ପାଣିର ସୁବ୍ୟବସ୍ଥା ନ ଥିବାରୁ ଯୋଉ ମାତ୍ରାରେ ଗଛ ବଢିବା କଥା ବଢି ପାରୁନାହିଁ। ତେଣୁ ବାଧ୍ୟ ହୋଇ ମାଙ୍କଡ ମାନେ ପାଣି ଓ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି। ଏହାର ଏକମାତ୍ର ସମାଧାନ ପାହାଡ଼ ମାନଙ୍କରେ ହୋଇଥିବା ବନିକରଣ କୁ ଭଲଭାବରେ ଯତ୍ନ ନେଇ ଜଙ୍ଗଲ ସୃଷ୍ଟି କରିବା। ଧିରେ ଧିରେ ଲୋକେ ବି ଏକଥା ବୁଝି ଗଲେଣି ସେଥିପାଇଁ ତ ଏବେ ଢେଲାପଥର ବଦଳରେ ଖାଦ୍ୟ ଦେଉଥିବା ଦେଖାଦେଇଛି। (ଅନୀଲ କୁମାର ତ୍ରିପାଠୀ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026

You Might Also Like