-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||     

HOME   ଜିଲ୍ଲା

ବୌଦ୍ଧ ବ୍ରିଜ ଛକରୁ ଗଞେଇ ଜବତ କଲା ଅବକାରୀ ବିଭାଗ

16-Jun-2024



ବୌଦ୍ଧ(ଜୟାନନ୍ଦ ମିଶ୍ର ): ବୌଦ୍ଧ ଜିଲ୍ଲାରେ ପ୍ରାୟ ପ୍ରତିଦିନ ଧରା ପଡ଼ୁଛନ୍ତି ଗଞେଇ ଚାଲାଣକାରୀ l ସେଇ କ୍ରମରେ ଗତକାଲି ବହିରlରୁ ଚlରିଛକକୁ ଗଞେଇ ଚାଲାଣ ହେଉଥିବା କୌଣସି ବିଶେଷ ସୂତ୍ରରୁ ଖବର ପାଇ ବୌଦ୍ଧ ଅବକାରୀ ବିଭାଗର ମୋବାଇଲ୍ ସ୍କ୍ୱାର୍ଡ ଅବକାରୀ ଅଧିକ୍ଷକ ଶାନ୍ତି ମାରାଣ୍ଡି ଙ୍କ ନିର୍ଦ୍ଦେଶ କ୍ରମେ ବୌଦ୍ଧ ବ୍ରିଜ ଛକଠlରେ ଛକି ବସିଥିଲା ଲ ଓ ଆର୍- ୩୧  ୫୪୧୦ ନମ୍ବର ଲେଖାଥିବା ଉକ୍ତ ଗଞେଇ ଚାଲାଣ ହେଉଥିବା ସୂଜୁକି  swift dezire କାର୍ ଟି ପହଞ୍ଚିବା ମାତ୍ରେ ଅବକାରୀ ବିଭାଗ କାର୍ ଟି କୁ ଅଟକାଇ ୩୦କିଲୋ ଗଞେଇ ସହିତ ଦୁଇ ଗଞେଇ ଚାଲାଣକlରୀ ଗୁନ୍ଦୁଲିଆ ର କପିଲ୍ ସିଂ ଓ ଏର୍ଡା ଗ୍ରାମର ଶ୍ରୀକୃଷ୍ଣ ବେହେରlଙ୍କୁ କାବୁ କରି କୋର୍ଟ ଚାଲାଣ କରିଥିଲେ । ମାନ୍ୟବର ବିଚାରପତି ଦୁଇ ଚାଲାଣକାରୀଙ୍କୁ କୋର୍ଟ୍ ଜେଲ୍ କଷ୍ଟୋଡ଼ି କୁ ପଠାଇ ଦେଇଥିବା ଜଣାପଡିଛି l
  ଏହି ଚଢାଉ ବେଳେ ବୌଦ୍ଧ ଅବକାରୀ ବିଭାଗର ଇନ୍ସପେକ୍ଟର ପ୍ରମୋଦ କୁମାର ବାଣୁଆ, ସବ୍ ଇନ୍ସପେକ୍ଟର ସତ୍ୟନାରାୟଣ ପ୍ରଧାନ, ଏ ଏସ୍ ଆଇ ରେନୁପ୍ରୀୟl ଭୋଇ, ଏ ଏସ୍ ଆଇ ପ୍ରିୟଜନ କଅଁର, ଏ ଏସ୍ ଆଇ ଅସିତ୍ କୁମାର ପ୍ରଧାନ ଙ୍କ ସହିତ କନଷ୍ଟେବଳ ଅଞ୍ଜଳି ଅମାତ, ସତ୍ୟାନନ୍ଦନ ମୁଖୀ, ପ୍ରଫୁଲ୍ଲ ଭୁକ୍ତl ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026

You Might Also Like