-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||     

HOME   ରାଜ୍ୟ

କଣ୍ଟାବାଞ୍ଜି :ମମିତା ମେହେର ହତ୍ୟା କାଣ୍ଡ ଘଟଣା, ସି ବି ଆଇ ତଦନ୍ତ ଦାବି କଲେ ବିଧାୟକ ଲକ୍ଷ୍ମଣ ବାଗ

16-Jun-2024



ବଲାଙ୍ଗିର(ଚିତ୍ରସେନ ବେହେରା): ବହୁ ଚର୍ଚ୍ଚିତ କଣ୍ଟାବାଂଜୀ ମମିତା ମେହେର ହତ୍ୟା କାଣ୍ଡ ଘଟଣା । ପୁଣି ଥରେ ସିବିଆଇ ତଦନ୍ତ ଦାବି କଲେ ନବ ନିର୍ବାଚିତ ବିଧାୟକ ଲକ୍ଷ୍ମଣ ବାଗ୍ । ମମିତାଙ୍କ ପରିବାରକୁ ଭେଟି ପୁଣି ଥରେ ସିବିଆଇ ତଦନ୍ତ ପାଇଁ ଦାବୀ କରିଛନ୍ତି ଲକ୍ଷ୍ମଣ ବାଗ୍‌ ।

ଆଜି ସକାଳେ କଣ୍ଟାବାଂଜୀ ଝରନୀ ସ୍ଥିତ ମମିତାଙ୍କ ଘରକୁ ଯାଇ ତାଙ୍କ ପରିବାର ଲୋକଙ୍କୁ ଭେଟିଥିଲେ ବିଧାୟକ । ମମିତା ହତ୍ୟା ଘଟଣାରେ ଏଯାବତ ତାଙ୍କୁ ନ୍ୟାୟ ମିଳିନଥିବା ଅଭିଯୋଗ କରିଥିଲେ ମମିତାଙ୍କ ବାପା । ମମିତାଙ୍କ ବାପାଙ୍କ କହିବା ଅନୁସାରେ ଅଭିଯୁକ୍ତ ଗୋବିନ୍ଦ ସାହୁର ଜେଲ୍‌ରେ ମୃତ୍ୟୁ ପରେ ତଦନ୍ତ ଆଗକୁ ବଢୁନି । ସମସ୍ତଙ୍କୁ ନେହୁରା ହୋଇ ନିରାଶ ହୋଇ ସାରିଲୁଣି । ତେଣୁ ପୁଣିଥରେ ସିବିଆଇ ତଦନ୍ତ କରିବାକୁ କହିଥିଲେ ମମିତାଙ୍କ ବାପା । ତାଙ୍କ ଅନୁରୋଧକୁ ଶୁଣି ଓଡ଼ିଶା ସରକାରଙ୍କୁ ସିବିଆଇ ତଦନ୍ତ ପ୍ରସ୍ତାବ ଦେବି ବୋଲି କହିଛନ୍ତି ବିଧାୟକ ଲକ୍ଷ୍ମଣ ବାଗ୍ l

ସୂଚନାଯୋଗ୍ୟ ଯେ, ୨୦୨୧ ଅକ୍ଟୋବର ୮ରେ ମମିତାଙ୍କୁ ଏକ କାରରେ ନେଇ ଯାଇଥିଲା ଗୋବିନ୍ଦ । କାର୍ ଭିତରେ ସେମାନଙ୍କ ମଧ୍ୟରେ ବଚସା ହୋଇଥିଲା ଏହା ପରେ ଉତ୍ତ୍ୟକ୍ତ ଗୋବିନ୍ଦ କାର୍‌ ଭିତରେ ହିଁ ମମିତାଙ୍କୁ ହତ୍ୟା କରିଥିଲା । ହତ୍ୟା କରିବା ପରେ ୮ ତାରିଖ ବିଳମ୍ବିତ ରାତିରେ ମମିତାଙ୍କ ମୃତଦେହକୁ ମହାଲିଙ୍ଗରେ ନିର୍ମାଣାଧୀନ ଷ୍ଟାଡିୟମ ଭିତରେ ପୋତା ଯାଇଥିଲା ।ପୂର୍ବରୁ ଖୋଳାଯାଇଥିବା ଗାତରେ ମମିତାଙ୍କ ମୃତ ଶରୀରକୁ ପ୍ଲାଏ କାଠ ଏବଂ ଟାୟାର ସାହାଯ୍ୟରେ ପୋଡିଦିଆଯାଇଥିଲା । ଭଲରେ ପୋଡିବା ପାଇଁ ପ୍ଲାଏ ଉପରେ ଟାୟାର ରଖି ଜଳାଇ ଦେଇଥିଲା ।

 

ଏହା ପରେ ମୃତ ଶରୀର ଯେପରି ଶୀଘ୍ର ନଷ୍ଟ ହୋଇଯିବ ସେନେଇ ମଧ୍ୟ ଯଥେଷ୍ଟ ପରିମାଣରେ ଲୁଣ ପକାଯାଇଥିଲା । ଦିନକ ପରେ ଗାତକୁ ପୋତିବା ପାଇଁ ଜେସିବି ଡ୍ରାଇଭରକୁ କହିଥିଲା ଗୋବିନ୍ଦ । ଜେସିବି ଡ୍ରାଇଭରକୁ ପୋଲିସ ପଚାରା ଉଚରା ପେରେ ସେ ସତ ସ୍ୱୀକାର କରିଥିଲା । ଏହାପରେ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଗିରଫ କରିଥିଲା ପୋଲିସ । ମମିତା ମୃତ୍ୟୁର ମୁଖ୍ୟ ଆସାମୀ ଅଭିଯୁକ୍ତ ଗୋବିନ୍ଦ ସାହୁ କଣ୍ଟାବାଞ୍ଝି ଜେଲରେ ଥିବାବେଳେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିଲା। ପରେ ତାଙ୍କୁ ଚିକିତ୍ସାଳୟ ନିଆଯାଇଥିଲା ସେଠାରେ ଅଭିଯୁକ୍ତ ଗୋବିନ୍ଦକୁ ଡାକ୍ତର ମୃତ ଘୋଷଣା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026

You Might Also Like