-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||     

HOME   ଜିଲ୍ଲା

ପଦ୍ମନାଭପୁର ବଜରଙ୍ଗ ଦଳର ମିଶ୍ରଣ ପର୍ବ : ହନୁମାନ ଚାଳିଶା ପଠନ

16-Jun-2024



ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ନିକଟସ୍ଥ ପଦ୍ମନାଭପୁର ଗ୍ରାମର ସନ୍ତାନ ଗଣପତି ମନ୍ଦିର ପରିସରରେ ଶନିବାର ଦିନ ବଜରଙ୍ଗ ଦଳ ତରଫରୁ ଏକ ମିଶ୍ରଣ ପର୍ବ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା। 

ଏହି କାର୍ଯ୍ୟକ୍ରମରେ ପଦ୍ମନାଭପୁର, ମଙ୍ଗରାଜପୁର , ଚୈତନ୍ୟପୁର ଭୂଷୁଣ୍ଡା ଗ୍ରାମରୁ ବହୁ ଲୋକ ଏବଂ ଯୁବକ ମାନେ ଆସି ଦଳରେ ସାମିଲ ହୋଇଥିଲେ। ଏବଂ ମନ୍ଦିର ନିକଟରେ ପୂଜାର୍ଚ୍ଚନା କରାଯାଇ ହନୁମାନ ଚାଳିଶା ମଧ୍ୟ ପଠନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସଭାପତି ବସନ୍ତ କୁମାର ନାୟକ , ଉପସଭାପତି ସନ୍ତୋଷ ଜାନି , ଧନୁ ରେଡ୍ଡୀ 

ସମ୍ପାଦକ ଭଗବାନ ସେଠି ଙ୍କ ସହିତ  ବସୁଦେବ ଗୌଡ, ପି. କୁରେଶୁ, କେ. ଲଲିତ ରେଡ୍ଡୀ, ଏଲ୍ . ମିଥୁନ ରେଡ୍ଡୀ, ଏଲ୍. ଶ୍ରୀହରୀ ରେଡ୍ଡୀ, ଏଲ୍. କିଶାନ ରେଡ୍ଡୀ, ସାଗର ରେଡ୍ଡୀ, ରାମଚନ୍ଦ୍ର ରେଡ୍ଡୀ , କେ. ମାଧବ, ଆର୍ ସହନ୍ କୁମାର ରେଡ୍ଡୀ, ଡି. ଅଜିତ ରେଡ୍ଡୀ, ଏମ୍ ଶଙ୍କର, ବସୁଦେବ, ଆର୍ ସୁଶାନ୍ତ, ଏସ୍ ଧନୁ, ବି. ହେମାନନ୍ଦ ରେଡ୍ଡୀ, ଏସ୍. ନବୀନ, ଏସ୍. ସୀମାଞ୍ଚଳ, ଟି. ଦିନବନ୍ଧୁ ,  ପ୍ରତାପ ଗୈାଡ, କାଳିଆ ଦୋରା, ନୂତନ ଦୋରା, କୃଷ୍ଣ ଗୈାଡ, ଆକାଶ ମାଝୀ, ବାବୁଲା ଦଳାଇ ଙ୍କ ସମେତ ସମସ୍ତ କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତି ରହି ଶାନ୍ତି ଶୃଙ୍ଖଳାରେ ସହିତ କାର୍ଯ୍ୟକ୍ରମ ଅନୁଷ୍ଠିତ କରିଥିଲେ ଏବଂ ଶେଷରେ ହନୁମାନ ଚାଳିଶା କରି ପୂର୍ଣ୍ଣାହୁତି ସହିତ ପ୍ରସାଦ ସେବନ ଆୟୋଜନ ମଧ୍ୟ କରାଯାଇଥିଲା।

 

ରିପୋର୍ଟ - ରବିକୁମାର ଶର୍ମା (ଦିଗପହଣ୍ଡି)


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026

You Might Also Like