-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||     

HOME   ଜିଲ୍ଲା

ଶପଥ ନେଲେ ସୋମନାଥ

16-Jun-2024



ବଲାଙ୍ଗିର,: ସ୍ଥାନୀୟ ଶ୍ରମିକ ମଙ୍ଗଳ ଭବନ ପରିସରରେ ବଲାଙ୍ଗିର ଜିଲା ମେଡିକାଲ କର୍ମଚାରୀ ସଂଘର ସାଧାରଣ ବୈଠକ ଓ ନୂତନ କର୍ମକର୍ତ୍ତାଙ୍କ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ବିଶିଷ୍ଟ ଶ୍ରମିକ ନେତା ସ୍ୱର୍ଗତ ଲଳିତ ନାୟକଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ମେଡିକାଲ କର୍ମଚାରୀମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିବା ବେଳେ ସଂଘର ଆଗାମୀ କାର୍ଯ୍ୟକ୍ରମ ସମ୍ପର୍କରେ ଯୋଜନା କରାଯାଇଥିଲା। ସର୍ବସମ୍ମତି କ୍ରମେ ବିଙ୍ଗ ହ୍ୟୁମେନ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଯୁବ ସାମାଜିକ କର୍ମୀ ସୋମନାଥ ମିଶ୍ରଙ୍କୁ ସଂଘର ସଭାପତି ଭାବେ ମନୋନୀତ କରାଯାଇଛି। ସଭାପତି ଭାବେ ଶ୍ରୀ ମିଶ୍ର ଦାୟିତ୍ୱ ଗ୍ରହଣ କରିବା ପରେ ସଂଘ ପାଇଁ ସମର୍ପିତ ବୋଲି ଶପଥ ନେଇଛନ୍ତି। ସେ ରାଜ୍ୟ ସମାଜସେବୀ ମହାସଂଘର ଉପସଭାପତି ଭାବେ କାର୍ଯ୍ୟ କରୁଥିବାରୁ ମେଡିକାଲ କର୍ମଚାରୀମାନଙ୍କ ସମସ୍ୟା ସମ୍ପର୍କରେ ମୁୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ନିଜ ଜିଲାରୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହୋଇଥିବା ଡ. ମୁକେଶ ମହାଲିଙ୍ଗଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି କହିଥିଲେ। ଏହା ସହ ସଂଘର ସମ୍ପାଦକ ସୁନୀଲ ମିଶ୍ର, ଉପସଭାପତି ଦିନେଶ ମହାପାତ୍ର, ସାଧାରଣ ସମ୍ପାଦକ ସୌମ୍ୟ ରଞ୍ଜନ ହୋତା, କୋଷାଧକ୍ଷ ପ୍ରମୋଦିନୀ ଭରାସାଗର ଓ ନିପୁନ ସାହୁ, କାର୍ଯ୍ୟକାରୀ କମିଟିର ସଭ୍ୟ ଭାବେ ବିଜୟ ଦନ୍ତା, ସପ୍ନେଶ ନନ୍ଦ, ପୂର୍ଣ୍ଣବାସୀ ବିଶି, ପ୍ରେମଶିଳା ମହାନନ୍ଦ, ଲିପ୍ସା ନନ୍ଦ, ପ୍ରେମରାଜ ବିଭାର, ରମଣୀ ରଞ୍ଜନ ପଧାନ, ଶମ୍ଭୁ ବାଗ ଓ ଗଣମାଧ୍ୟମ ପ୍ରଭାରୀ ପ୍ରତୀମନ ଥନାପତି ସର୍ବସମ୍ମତି କ୍ରମେ ମନୋନୀତ ହୋଇଛନ୍ତି। ଏଥିରେ ବଲାଙ୍ଗିର ଜିଲା ମୁଖ୍ୟ ଚିକିତ୍ସାଳୟ, ସ୍ଥାନୀୟ ଭୀମ ଭୋଇ ମେଡିକାଲ କଲେଜ ଓ ଡାକ୍ତରଖାନା, ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର, ଉପଖଣ୍ଡ ଡାକ୍ତରଖାନା ତଥା ସିଏଚସି ଓ ପିଏଚସିରେ କାର୍ଯ୍ୟରତ କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ। ଦୀର୍ଘ ବର୍ଷ ଧରି ମେଡିକାଲରେ କାର୍ଯ୍ୟ କରିଆସୁଥିବା ବେଳେ ସେମାନଙ୍କ ବିଭିନ୍ନ ଦାବି ରହିଛି। ଜରୁରୀକାଳୀନ ସେବା ଯୋଗାଇ ଆସୁଥିବା ଡାକ୍ତରଖାନାରେ କର୍ମଚାରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ହୋଇଥିବା ବେଳେ ନିରନ୍ତର ଲୋକଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଇ ଆସୁଛନ୍ତି। ଏହା ସହ ଡାକ୍ତରଖାନା କର୍ତ୍ତୃପକ୍ଷ, ଜିଲା ପ୍ରଶାସନ ଓ ରାଜ୍ୟ ସରକାରଙ୍କୁ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ସହଯୋଗ କରିଆସୁଛନ୍ତି। ତେଣୁ ସେମାନଙ୍କ ଦାବି ପ୍ରତି ନୂତନ ସରକାର ଶୁଭ ଦୃଷ୍ଟି ଦେବେ ବୋଲି କାର୍ଯ୍ୟରତ କର୍ମଚାରୀମାନେ ଆଶା ରଖିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026

You Might Also Like