-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||     

HOME   ଜିଲ୍ଲା

ପିରାମଲ ଫାଉଣ୍ଡେସନ ଦ୍ବାରା ରଜ ପର୍ବ ପାଳନ |

16-Jun-2024



ନୂଆପଡ଼ା (ରାମନାଥ ପଣ୍ଡା )
 ଶତାବ୍ଦୀ ପୁର୍ବରୁ ଓଡ଼ିଶାରେ ପାଳିତ ହୋଇ ଆସୁଥିବା   ଗଣ ପର୍ବ ରଜ ରାଜ୍ୟର କୋଣ ଅନୁକୋଣରେ ପାଳନ ହେଉଥିବା ବେଳେ ନୂଆପଡା ଜ଼ିଲ୍ଲା ମଧ୍ୟ ପଛରେ ପଡ଼ିନଥିଲା | ଜ଼ିଲ୍ଲାରେ  ବିକାଶ ଦିଗରେ ସହଯୋଗୀ ଭାବେ କାମ କରୁଥିବା ପିରାମଲ ଫାଉଣ୍ଡେସନର ଗାନ୍ଧୀ ଫେଲୋ ଶ୍ରାବଣ ପାଶ୍ବାନ ଆକାଂକ୍ଷା ବ୍ଲକ କୋମନାର ଭେଲା ପଞ୍ଚାୟତ ଓ ବୋଡେ଼ନ ବ୍ଲକର ଖଇରା, କର୍ଲକୋଟ ପଞ୍ଚାୟତରେ ବିଭିନ୍ନ ଅଙ୍ଗନବାଡି କେନ୍ଦ୍ରରେ କିଶୋରୀ ବାଳିକା ମାନଙ୍କ ସହିତ ଆଲୋଚନା ମାଧ୍ୟମରେ ଋତୁସ୍ରାବ ଜନିତ ସମସ୍ୟା ଓ ସ୍ୱାସ୍ଥ୍ୟ ପରିଚାଳନା ଉପାରେ ସଚେତନତା ସୃଷ୍ଟି କରିଥିଲେ | ଏହି ତିନି ଦିନରେ ଆଠ ଟି ଅଙ୍ଗନବାଡି କେନ୍ଦ୍ରରେ ମୋଟ ୭୮ କିଶୋରୀ ଅଂଶ ଗ୍ରହଣ କରି ସଚେତନତା ଉପରେ ଭୂମିକା ନିର୍ବାହ କରିଥିଲେ | ଭେଲା ପଞ୍ଚାୟତ ରେ ଦୋଳି ଖେଳ, ପୋଡ଼ ପିଠା ଓ ମିଠା ପାନ ସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏଥିରେ ପିରାମଲ ଫାଉଣ୍ଡେସନର ନର୍ଗିସ ପରବୀନ, ଭବାନୀ ଶଙ୍କର ନାୟକ, ଖଇରା ପଞ୍ଚାୟତ ସରପଂଚ କୈଳାସ ଦଳ ମଧ୍ୟ ଅଂଶ ଗ୍ରହଣ କରିଥିଲେ |

ଆଜି ରଜ ପର୍ବର ଶେଷ ଦିନରେ ବୋଡ଼େନ ବ୍ଲକର କର୍ଲକୋଟ ଓ ଖଇରା ପଞ୍ଚାୟତରେ କୃଷକ ତଥା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କ ସହିତ ରଜ ମୃତ୍ତିକା ଗୁଣ  ଆମ ପାଇଁ କେତେ ଫଳ ଦାୟକ ଏବଂ ସ୍ୱାସ୍ଥ୍ୟ ଓ ଉପକାରୀ ବଗିଚା  ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ରଜ ଝିଅ ପିଲାମାନଙ୍କ କଳା ଓ ସଂସ୍କୃତି ତଥା ପୁଅ ପିଲା ମାନଙ୍କ ଶକ୍ତି ଓ ସାମର୍ଥ୍ୟ କୁ ପରିପ୍ରକାଶ କରିଥାଏ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026

You Might Also Like