-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||     

HOME   ଜିଲ୍ଲା

ସିନାପାଲିରେ ରଥଯାତ୍ରା ପ୍ରସ୍ତୁତି ବୈଠକ ା

16-Jun-2024



ସିନାପାଲି(ଚିନ୍ତାମଣି ନେତାମ ) ନୂଆପଡା ଜିଲ୍ଲା  ସିନାପାଲି ରେ ଆଗାମୀ ରଥଯାତ୍ରା ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସିନାପାଲି ଜଗନ୍ନାଥ ମନ୍ଦିର ପରିସରରେ ରବିବାର ଅନୁଷ୍ଠିତ ହୋଇଛି ା ମନ୍ଦିର ପରିଚାଳନା କମିଟିର ସଭାପତି ବୈଶମ୍ପାୟନ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ମହାପ୍ରଭୁଙ୍କ ସ୍ନାନଯାତ୍ରା, ଅଣସରନୀତି, ନେତ୍ରୋତ୍ସବ, ରଥଯାତ୍ରା, ହେରାପଂଚମୀ, ବାହୁଡ଼ାଯାତ୍ରା, ସୁନାବେଶ, ଅଧରପଣା, ନୀଳାଦ୍ରି ବିଜେ ଆଦି ଉତ୍ସବକୁ ଶୃଙ୍ଖଳାର ସହ ପାଳନ କରିବାକୁ ଆଲୋଚନା କରାଯାଇଥିଲା ା ଏଥିସହ ଯାତ୍ରା ସମୟରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦୃଷ୍ଟିରୁ ଟ୍ରାଫିକ୍ ନିୟଂତ୍ରଣ, ସ୍ୱଚ୍ଛତା, ପାନୀୟ ଜଳ, ପ୍ରାଥମିକ ଚିକିତ୍ସା ବ୍ଯବସ୍ଥାକୁ କମିଟି ତରଫରୁ ଗୁରୁତ୍ୱ ଦିଆଯାଇଛି ା ବୈଠକ ଆରମ୍ଭରେ କମିଟିର ସହସଂପାଦକ ରୂପେଶ ଚଂଦ୍ର ମେହେର ସମସ୍ତଙ୍କୁ ସ୍ବାଗତ କରି ସଭାର ଉଦ୍ଦେଶ୍ୟ ଜଣାଇଥିଲେ ା ଏହି ଅବସରରେ ସେବାୟତ ମାନଙ୍କୁ ବିଭିନ୍ନ ଦାୟିତ୍ୱ ବଣ୍ଟନ କରାଯାଇଥିଲା ା ସୂଚନାଯୋଗ୍ଯ ଯେ ୨୦୧୩ ମସିହାରେ ପୁରୀ ଗଜପତି ମହାରାଜଙ୍କ କରକମଳରେ ଭବ୍ଯ ମନ୍ଦିର ପ୍ରତିଷ୍ଠା ପରଠାରୁ ଏଠାରେ ତିନୋଟି ରଥ ଟଣା ଯାଇ ଆସୁଥିବା ବେଳେ ମାତା ସୁଭଦ୍ରାଙ୍କ ଦେବଦଳନ ରଥକୁ କେବଳ ମହିଳା ଶ୍ରଦ୍ଧାଳୁ ଟାଣିବାର ପରମ୍ପରା ରହିଛ ା  ଆଜିର ବୈଠକରେ ଡମ୍ୱରୁଧର ମେହେର, ଫଣିଂଦ୍ରନାଥ ମେହେର, ନୀଳମଣି ମେହେର, ଶଶିଭୂଷଣ ମାଝୀ, ଚିନ୍ତାମଣି ସାହୁ, ହୄଦାନନ୍ଦ ମାଝୀ, ପୂର୍ଣ୍ଣଚଂଦ୍ର ମେହେର, ସୁବାଷ ଅଗ୍ରୱାଲ, ଲୋକନାଥ ମେହେର, ନାରାୟଣ ପାତ୍ର, ନରହରି ମେହେର, ଗୋଳାମଣି ସା, ଲମ୍ୱୋଦର ମେହେର, ନନ୍ଦକୁମାର ପାତ୍ର,  ବିଦ୍ଯାଧର ମେହେର, ବାମଦେବ ଦାଶ, ତପିରାମ ମେହେର, ଦୁଷ୍ଟାନ୍ତର ମେହେର, ଅଜିତ ଯୋଷୀ, ମତିରାମ ମେହେର, ଅରିଗଂଜନ ଯୋଷୀ, ବୈଷ୍ଣବ ମେହେର, ତପେଶ୍ୱର ମେହେର,  ସୁରେଂଦ୍ର ମିଶ୍ର, ଉଦ୍ଧବ ମେହେର, ଈଶ୍ୱର ପ୍ରସାଦ ମେହେର, ଧୄବଚରଣ ମେହେର, ଚଂଦ୍ର ଶେଖର ମେହେର, ଜ୍ଯୋତିପ୍ରକାଶ ମେହେର, ରାମକୄଷ୍ଣ ମେହେର, ଖୁସିରାମ ମେହେର, ଭୀଷ୍ମରାଜ ଦାଶ, ହାଡ଼ୁରାମ ମେହେର, ପ୍ରିୟରଞ୍ଜନ ମେହେର, ମୁରଲିଧର ମେହେର, ଗଣପତି ମେହେର, ପ୍ରଦୀପ ମେହେର, ଜୟଦେବ ମେହେର, ପୂର୍ଣ୍ଣ ମେହେର, ଗୋବର୍ଦ୍ଧନ ମେହେର ପ୍ରମୁଖ ଉପସ୍ଥିତ ଥିଲେ ା ଶେଷରେ ନବୀନ ଚଂଦ୍ର ମେହେର ଧନ୍ଯବାଦ ଦେଇଥିଲେ ା


News Comment




Photo in News

Advertisment
Lastest News
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like