-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

କଳାକାର ସଂଘର ନୂତନ କର୍ମକର୍ତ୍ତା ଚୟନ

17-Jun-2024



ବ୍ରହ୍ମପୁର: କଳା ଓ କଳାକାର ହିତୈଷୀ ମହାମଞ୍ଚ "ଗଞ୍ଜାମ ଜିଲ୍ଲା ବରିଷ୍ଠ କଳାକାର ସଂଘ"ର ନୂତନ ପରିଚାଳନା କମିଟି ଚୟିତ ହୋଇଯାଇଛି। ସଂଘ କାର୍ଯ୍ୟକାରୀ ସଭାପତି ଦୂର୍ଗା ପ୍ରସାଦ ଆଚାର୍ଯ୍ୟଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ନୂତନ କାର୍ଯ୍ଯନିର୍ବାହୀ କମିଟୀ ଗଠନ ପ୍ରକ୍ରିୟାରେ ସୀମାନ୍ତ ନଟରାଜ ଡା. ତିରୁପତି ସାହୁ, ଶିକ୍ଷାବିତ୍ ଶଙ୍କର୍ଷଣ ସାବତ, ନାଟ-ସୂର୍ଯ୍ଯ ଦେବେନ୍ଦ୍ର ପ୍ରସାଦ ଶର୍ମା, ସଂଙ୍ଗୀତ ନିର୍ଦ୍ଦେଶକ ସନ୍ତୋଷ କୁମାର ସ୍ବାଇଁ, ସାରସ୍ବତ ସାଧିକା କିରଣ ବାଳା ମିଶ୍ର ପ୍ରମୁଖ ମଞ୍ଚାସୀନ ଅତିଥିଭାବେ ଯୋଗଦେଇ ସଂଘର ଅନତିକ୍ରମ୍ୟ ଅବଦାନ ସଂପର୍କରେ ସିଂହାବଲୋକନ କରିଥିଲେ। ସଂପାଦକ ସୁବାସ ଚନ୍ଦ୍ର ସାହୁ ରୋଶନ୍ ସ୍ବାଗତ ଭାଷଣ ସହ ବୈଠକର ଉଦ୍ଦେଶ୍ଯ ଜ୍ଞାପନ କରିଥିଲେ। ସଂଘ କର୍ମକର୍ତ୍ତା ଚୟନ ସର୍ବ ସମ୍ମତ କ୍ରମେ ଗ୍ରୁହିତ ହୋଇଥିଲା। ତଦନୁସାରେ ଉପଦେଷ୍ଟା ଭାବେ ନାଟ୍ୟକାର ଉମାଶଙ୍କର ଦାଶ, ନାଟ୍ଯକାର ସୁରେନ୍ଦ୍ର କୁମାର ଜେନା, ନାଟ୍ୟ-ସୂର୍ଯ୍ଯ ଦେବେନ୍ଦ୍ର ପ୍ରସାଦ ଶର୍ମା, ସଙ୍ଗୀତଜ୍ଞ ଟି. ତାରିଣୀ ରାଓ, ଶ୍ରୀମତୀ କିରଣ ବାଳା ମିଶ୍ର ପ୍ରମୁଖଙ୍କୁ ଚୟିତ କରାଯାଇଥିଲା। 
          ସୀମାନ୍ତ ନଟରାଜ ଡା. ତିରୁପତି ସାହୁ ସଭାପତି ଏବଂ ସୁବାସ ଚନ୍ଦ୍ର ସାହୁ ରୋଶନ୍ ସଂପାଦକ ଭାବେ ଚୟିତ ହୋଇଥିବା ବେଳେ ଦୂର୍ଗା ପ୍ରସାଦ ଆଚାର୍ଯ୍ୟ କାର୍ଯ୍ୟକାରୀ

ସଭାପତି, କୋଷାଧ୍ୟକ୍ଷ ଅଭିରାମ ରାଉଳ, ଶଙ୍କର୍ଷଣ ସାବତ ଓ ଶ୍ରୀମତୀ ଗୀତା ସ୍ବାଇଁ ଉପ-ସଭାପତି ଏବଂ କୈଳାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ସହ ସଂପାଦକ ଭାବେ ମନୋନୀତ ହୋଇଥିଲେ। 
          କାର୍ଯ୍ୟକାରୀ କମିଟୀ ସଦସ୍ୟ ଭାବେ ସର୍ବଶ୍ରୀ ମ୍ରୁତ୍ୟୁଞ୍ଜୟ ତ୍ରିପାଠୀ, ସୁଦାମ ପଟ୍ଟନାୟକ, ପାଣ୍ଡବ ପ୍ରଧାନ, ପ୍ରଦୀପ କୁମାର ସାହୁ, ଜି. କାମ ରାଜୁ ପାତ୍ର, ଗୁରୁ ପ୍ରସାଦ ଦୀକ୍ଷିତ, ହରିଶ୍ଚନ୍ଦ୍ର ବରଡ, କୃଷ୍ଣ ଚନ୍ଦ୍ର ଗୌଡ, କିଶୋର ମହାରଣା, ପ୍ରମୋଦ କୁମବନ୍ଦନା ମହାପାତ୍ର, ବନ୍ଦନା ନନ୍ଦଙ୍କୁ ସର୍ବ ସମ୍ମତ କ୍ରମେ ଚୟନ କରାଯାଇଥିଲା। ପରିଶେଷରେ ବନ୍ଦନା ନନ୍ଦ ଆନୁଷ୍ଠାନିକ ଧନ୍ଯବାଦ ଅର୍ପଣ କରିଥିଲେ।

ରିପୋର୍ଟ - ରବିକୁମାର ଶର୍ମା (ଦିଗପହଣ୍ଡି)


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like