-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ରାଜନୀତି

ବଲାଙ୍ଗୀରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ନାଗରିକ ସମ୍ବର୍ଦ୍ଧନା

17-Jun-2024



ବଲାଙ୍ଗୀର(ଚିତ୍ରସେନ ବେହେରା) ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗଙ୍କୁ ରାଜ୍ୟ ମନ୍ତ୍ରୀମଣ୍ଡଳରେ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିଛି । ଲୋଇସିଂହା ବିଧାନସଭା ନିର୍ବାଚନମଣ୍ଡଳୀରୁ ଦ୍ୱିତୀୟ ଥର ପାଇଁ ବିଧାୟକ ହେବାର ସୁଯୋଗ ପାଇଥିବା ଶ୍ରୀ ମହାଲିଙ୍ଗଙ୍କୁ ମୁଖ୍ୟମନ୍ତ୍ରୀ ହୋହନ ଚରଣ ମାଝୀଙ୍କ ମନ୍ତ୍ରୀମଣ୍ଡଳରେ  ସ୍ୱାସ୍ଥ୍ୟ, ପରିବାର କଲ୍ୟାଣ ଓ ସାଂସାଦୀୟ ବ୍ୟାପର ମନ୍ତ୍ରୀ ଭାବରେ  ଦାୟିତ୍ୱ ହସ୍ତାନ୍ତର କରାଯାଇଛି । ଗତକାଲି ବିଧାୟକ ଶ୍ରୀ ମହାଲିଙ୍ଗ ଭୁବନେଶ୍ୱରରୁ

ବଲାଙ୍ଗୀରରେ ପହଂଚିବା ପରେ ତାଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ପ୍ରଥମେ ପୁଇଁନ୍ତଳା ବ୍ଲକ ବଇଁରାସର, ଗଇଁନ୍ତଳା ଓ ପୁଇଁନ୍ତଳା  ଠାରେ  ବାଜା ବଜାଇ, ବାଣ ଫୁଟାଇ ନିଜର ପ୍ରିୟ ବିଧାୟକଙ୍କୁ ସ୍ୱାଗତ କରିଥିଲେ ଜନସାଧରଣ ।  ପରେ ଶ୍ରୀ ମହାଲିଙ୍ଗ ବଲାଙ୍ଗୀର ପାଟଣେଶ୍ୱରୀ ମନ୍ଦିର ଓ  ସମଲେଶ୍ୱରୀ ମନ୍ଦିର ଯାଇ ପୂଜାର୍ଚ୍ଚନା ପରେ ବଲାଙ୍ଗୀର ଆର୍‌ଏସ୍‌ଏସ୍ କାର୍ଯ୍ୟଳୟ ଠାରେ ପହଂଚିଥିଲେ । ସେଠାରେ ଶତାଧିକ ବିଜେପି କର୍ମୀ, କର୍ମକର୍ତ୍ତା ଓ ଜନସାଧାରଣ ତାଙ୍କୁ ଫୁଲମାଳ ଦେଇ ସ୍ୱାଗତ କରିଥିଲେ । ପରେ ଜିଲ୍ଲା ସାମ୍ବାଦିକ ଭବନ ଠାରେ ଦୁଲ୍‌ଦୁଲ୍‌ି କଳା ପରିଷଦ ପକ୍ଷରୁ ଶ୍ରୀ ମହାଲିଙ୍ଗଙ୍କୁ ନାଗରିକ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଦୁଲଦୁଲି କଳା ପରିଷଦର ସଂପାଦକ ବାସୁଦେବ ସା ସ୍ୱସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗକୁ ସ୍ୱାଗତ କରିଥିଲେ । ଡ. ଘାସିରାମ ମିଶ୍ର, ଗଦାଧର ବାରିକ, ଆଇନଜୀବୀ ଶଶୀଭୂଷଣ ପୁରୋହିତ ପ୍ରମୁଖ ସମ୍ବର୍ଦ୍ଧନା ସଭାରେ ଯୋଗ ଦେଇ ଜିଲ୍ଲାରେ ସ୍ୱାସ୍ଥ୍ୟ ସେବାରେ ପରିବର୍ତ୍ତନ ଦିଗରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଦକ୍ଷତାର ସହ କାର୍ଯ୍ୟ କରିବେ ବୋଲି ଆଶାବ୍ୟକ୍ତ କରିଥିଲେ । ସନ୍ଦୀପ କୁଅଁର ସଭାକୁ ସଂଯୋଜନା କରିଥିବା ବେଳେ ଅନୀଲ

ପାଣିଗ୍ରାହୀ ଧନ୍ୟବାଦ ଜ୍ଞାପନ କରିଥିଲେ ।   ବଲାଙ୍ଗୀର ଜିଲ୍ଲାର ଛୋଟବଡ ପ୍ରାୟ ୬୨ଟି ଅନୁଷ୍ଠାନ ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ଙ୍କୁ ଫୁଲତୋଡା ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ ।   ନିଜ ସମ୍ବର୍ଦ୍ଧନାର ପ୍ରତ୍ୟୁତ୍ତରେ ସେ ଜିଲ୍ଲାରେ ଏକ ଉନ୍ନତମାନର ସ୍ୱାସ୍ଥ୍ୟ ସେବା ଯୋଗଇ ଦେବାରେ ମୋଦି ଙ୍କ ଗେରେଣ୍ଟି ଉପରେ ଆପଣ ଭରସା ରଖନ୍ତୁ ବୋଲି କହିଥିଲେ । ଓଡ଼ିଶାରେ ଲୋକେ ପରିବର୍ତ୍ତନ ଚାହିଁଥିଲେ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଏକ ବିକାଶିତ ଓଡ଼ିଶାର ଯୋଉଁ ସ୍ୱପ୍ନ୍ନ ଦେଖିଛନ୍ତି, ତାହା ସାକାର ହେବାକୁ ଯାଉଛି । ବିଜେପି ନିଜର ସଂକଳ୍ପପତ୍ରରେ ଯାହା ଯାହା କହିଥିଲା ତାହାକୁ ପୂରଣ କରି ଓଡିଶାକୁ ଏକ ସମୃଦ୍ଧଶାଳୀ ରାଜ୍ୟରେ ପରିଣତ କରିବା ପାଇଁ ବଦ୍ଧପରିକାର ବୋଲି ଶ୍ରୀ ମହାଲିଙ୍ଗ କହିଥିଲେ । ଆଜିର ଏହି ସମ୍ବର୍ଦ୍ଧାନା ପର୍ବରେ ବଲାଙ୍ଗୀର ସମେତ ଲୋଇସିଂହା ନିର୍ବାଚନ ମଣ୍ଡଳୀର ବହୁ ଜନସାଧାରଣ ଓ ବିଜେପି ସମର୍ଥକ ମାନେ ସାମିଲ ହୋଇଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like