-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

ଟ୍ରକ, ଟ୍ରାକ୍ଟର ଓ କାର ଦୁର୍ଘଟଣା, କାର ଖଣ୍ଡ ବିଖଣ୍ଡିତ ଏବଂ ଚାରି ଜଣ ଙ୍କ ମୃତ୍ୟୁ

17-Jun-2024



ନୂଆପଡ଼ା -(ରାମନାଥ ପଣ୍ଡା )
 ନୂଆପଡା ଜିଲ୍ଲା ଖଡ଼ିଆଳ ନିକଟସ୍ଥ ଲଛିପୂର ଗ୍ରାମ ନିକଟରେ ବିଳମ୍ବିତ ରାତିରେ  ମର୍ମନୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ଘଟଣା ସ୍ଥଳରେ ଖଡ଼ିଆଳ ସହରର ଶୁଭମ ମହାନ୍ତି(୨୨ ବର୍ଷ) ,ଦେବେନ୍ଦ୍ର ସିଂ ଲାଲ(୨୩ ବର୍ଷ), ରିଷି ସାହୁ(୨୨ ବର୍ଷ) ଏବଂ ଗୋଇମୁଣ୍ଡି ଗାଁଁର ଦେବରାଜ ପଟେଲ(୧୯ ବର୍ଷ)ଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା  ଜଣାପଡିଛି l ସୂଚନା ଅନୁସାରେ ମୃତକ ରିଷି ସାହୁ ବଡ଼ ଭାଇଙ୍କ ଜନ୍ମ ଦିନ ଭୋଜି ଖାଇ ସାରି କୌଣସି କାମ ପାଇଁ ଗତକାଲି ରାତ୍ରରେ ଏକ ଟାଟା ଟିଆଗୋ କାରରେ ଯାଉଥିବା ସମୟରେ ଲଛିପୁର ଗାଁଁ ନିକଟରେ ଭରସାମ୍ୟ ହରାଇ ପ୍ରଥମେ ଏକ ଟ୍ରାକଟରକୁ ପଛପଟୁ ଧକ୍କା ଦେଇଥିଲା ପରେ ପଛପଟୁ ଯାଉଥିବା ଏକ ଟ୍ରକ ଧକ୍କା ଦେଇଥିଲା ଫଳରେ ଦୁର୍ଘଟଣାଟି ହୃଦୟ ବିଦାରକ ହୋଇ ଉଠିଥିଲା ଏବଂ ଘଟଣାଟି ଏତେ ଭୟଙ୍କର ଥିଲା ଯେ କାର ଖଣ୍ଡ ବିଖଣ୍ଡିତ ହୋଇଯାଇଥିଲା ଏବଂ ଟ୍ରାକଟର ପଛ ଚକ ଅଲଗା ହୋଇ ଯାଇଥିବା ବେଳେ କାରରେ ଥିବା ଉପରୋକ୍ତ ସମସ୍ତଙ୍କ ଘଟଣା ସ୍ଥଳରେ ରେ ହିଁ ମୃତ୍ୟୁ ହୋଇଥିଲା ।ତା'ସହ ଟ୍ରାକଟର ଡ୍ରାଇଭରଙ୍କ ସମେତ ଅନ୍ୟ ଚାରି ଜଣ ଆହତ ହୋଇ ଥିବା ଜଣାପଡିଛି lଖବର ପାଇ ଖଡ଼ିଆଳ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦମକଳ ବାହିନୀର ସହାୟତାରେ ମୃତ ଶବ ଉଦ୍ଧାର କରି ପୋଲିସ ତାର ତଦନ୍ତ ପ୍ରକ୍ରିୟାଟିକୁ ଜାରି ରଖିଥିବା ଜଣାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like