-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||     

HOME   ଜିଲ୍ଲା

ରିଷିଡା ଠାରେ ଆର୍ଟ ଅଫ ଗିଭିଙ୍ଗ କାର୍ଯକ୍ରମ

17-Jun-2024



କର୍ଲାମୁଣ୍ଡା( ପ୍ରଦିପ କୁମାର ସାହୁ )
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ୍ ରିଷିଡା ସ୍ଥିତ ଜେକେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଆର୍ଟ ଅଫ ଗିଭିଙ୍ଗ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଅଧ୍ୟାପକ ନୀଳାମ୍ବର ପାତ୍ର ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ  ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସାମ୍ବାଦିକ ତଥା ସାହିତ୍ୟିକ ନରୋତ୍ତମ ସେଲମା ଯୋଗ ଦେଇ କାର୍ଯ୍ୟକ୍ରମ ର ଉଦଘାଟନ କରିବା ସହ ସମସ୍ତ ଙ୍କ ମନରେ ଦେବାର ମାନସିକତା ରହିଲେ ଆମ ଜୀବନ ଦର୍ଶନ ରେ ଉନ୍ନତି ଆସିବ ବୋଲି ମତ ପ୍ରକାଶ କରିଥିଲେ। ସମ୍ମାନିତ ଅତିଥି ଭାବରେ  ବରିଷ୍ଠ ଶିକ୍ଷକ ତଥା କଣ୍ଠଶିଳ୍ପୀ ହେମାଦ୍ରୀ ଭୋଇ, ରିଷିଡା ସରକାରୀ ହାଇସ୍କୁଲ ର ଶିକ୍ଷୟତ୍ରୀ ବିଜୟିନୀ ମଲ୍ଲିକ, ଇଂରାଜୀ ଅଧ୍ୟାପକ ଦୁଷ୍ମନ୍ତ କୁମାର ମିର୍ଧା ଓ ପରିଚାଳକ ପ୍ରତିନିଧି ପୂର୍ଣ୍ଣ ଚନ୍ଦ୍ର ମାଝୀ ଯୋଗ ଦେଇ ମନ୍ତବ୍ୟ ରଖିଥିଲେ। ସଭାପତି ଶ୍ରୀ ପାତ୍ର ଲକ୍ଷ୍ୟ ଉଦେଶ୍ୟ ଜ୍ଞାପନ କରିଥିବା ବେଳେ ଜ୍ୟୋତି ମୟୀ ରଣା ସଭା ସଂଯୋଜନା କରିଥିଲେ।ଲଳିତ ଦାସ, ଚିନ୍ମୟ ରଣା, ଜଗଦୀଶ ଭୋଇ,ପାଣ୍ଡବ ହରିଜନ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026

You Might Also Like