-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||     

HOME   ଜିଲ୍ଲା

ଆଗକୁ ପବିତ୍ର ରଥଯାତ୍ରା ଗୁଣ୍ଡିଚା ମନ୍ଦିର ଓ ବଡ଼ଦାଣ୍ଡ ଅବସ୍ଥା ବେହାଲ*- *ମନ୍ଦିର ସଜାଡିବାକୁ ପ୍ରଶାସନକୁ ଦାବୀ*-

17-Jun-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଆସନ୍ତା ମାସରେ ଆସୁଛି ପ୍ରସିଦ୍ଧ ରଥଯାତ୍ରା। ଏଥି ପାଇଁ ସୁବର୍ଣ୍ଣପୁର ପ୍ରଶାସନ ତରଫରୁ ପ୍ରସ୍ତୁତି ବୈଠକ ମଧ୍ୟ ସରିଲାଣି କିନ୍ତୁ ମହାପ୍ରଭୁ ଙ୍କ ମାଉସୀ ମନ୍ଦିର ଅବସ୍ଥା ଠିକ୍ ନ ଥିବା ବେଳେ ବଡ଼ଦାଣ୍ଡ ଅବସ୍ଥା ମଧ୍ୟ ଶୋଚନୀୟ ହୋଇପଡିଛି। ପଶ୍ଚିମ ଓଡିଶାର ସବୁଠୁ ଉଚ୍ଚତମ ଏହି ପ୍ରାଚୀନ ମନ୍ଦିର ରେ ପିପଳ ଗଛ ଗୁଡିକ ବଡ ବଡ ହୋଇ ଚେର ମାନ ମନ୍ଦିର କାନ୍ଥ କୁ ପ୍ରବେଶ କରିବା ଦ୍ୱାରା କାନ୍ଥ ଗୁଡିକ ଫାଟି ଗଲାଣି। ଆଗକୁ ବର୍ଷା ହେଲେ ପାଣି ଗଳିବା ଥୟ ଏନେଇ ମନ୍ଦିର ର ସ୍ଥାୟୀତ୍ବ ପ୍ରତି ପ୍ରଶ୍ନ ଉଠେଇଲେଣୀ ବୁଦ୍ଧିଜୀବି। ଅନ୍ୟ ପକ୍ଷରେ ଯାହା ଜଣାପଡ଼ିଛି ମନ୍ଦିର ପାଇଁ ୫ ଲକ୍ଷ  ଟଙ୍କା ଅନୁଦାନ ଥାଇ ମଧ୍ୟ ରକ୍ଷଣl ବେକ୍ଷଣ କାମ ହେଉନି, ପ୍ରଶାସନ ସ୍ଥାଣୁ ପାଲଟି ଯାଇଛି।ସେପଟେ ବଡଦାଣ୍ଡ ମଧ୍ଯ ଖାଲ ଖମା ରେ ଭର୍ତ୍ତି। ମହାପ୍ରଭୁ ଙ୍କ ରଥ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିବା ନେଇ ସନ୍ଦେହ ସୃଷ୍ଟି କରିଛି। ଯଦି ବି ପହଞ୍ଚିବ ରଥ ଅଖ ବାରମ୍ଵାର ଭାଙ୍ଗିବା ନେଇ ବୁଦ୍ଧିଜୀବି ମାନେ ମତ ଦେଇଛନ୍ତି। ବଡ଼ଦାଣ୍ଡ ର ଗଙ୍ଗାଧର ମେହେର ଛକ ଠାରୁ ଗୁଣ୍ଡିଚା ମନ୍ଦିର ପର୍ୟ୍ୟନ୍ତ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଦୀର୍ଘ ୧୪ ବର୍ଷ ହେଲା ଏଥି ପାଇଁ ଟଙ୍କା ଟିଏ ମଧ୍ୟ ଖର୍ଚ୍ଚ ହୋଇନାହିଁ। ଏଥି ପାଇଁ ଜନସାଧାରଣ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି।  ପ୍ରଶାସନ ଠିକ୍ ରେ ଅନୁଧ୍ୟାନ କରି ଆବଶ୍ୟକ ପଦକ୍ଷେପ ନେବାକୁ ଜନସାଧାରଣ ଦାବୀ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026

You Might Also Like