-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||     

HOME   ଜିଲ୍ଲା

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଶ୍ରଦ୍ଧାଂଜଳି ସଭା

17-Jun-2024



କଟକ (ପ୍ରେରଣା ଖବର ): ଓଡ଼ିଶା ନାରୀ ସେବା ସଙ୍ଘ ପକ୍ଷରୁ ସଂଘର ଆଜୀବନ ବରିଷ୍ଟ ସଦସ୍ୟା ସମାଜସେବୀ ସ୍ବର୍ଗତ ମୀନତି  ମହାନ୍ତି ଙ୍କ ସ୍ମୃତି ଉଦ୍ଦେଶ୍ୟରେ ସଂଘର ସଭାନେତ୍ରୀ ଡ଼ . ପ୍ରତିମା ମହାପାତ୍ର ଙ୍କ ଅଧ୍ୟକ୍ଷତା ରେ ଏକ ଶ୍ରଦ୍ଧାଂଜଳି ସଭା କଟକ ନାରିସେବା ସଦନ ଠାରେ ଅନୁଷ୍ଠିତ ହୋଇଯାଇଅଛି। ପ୍ରଥମେ ତାଙ୍କର ଆତ୍ମାର  ଶାନ୍ତି ପାଇଁ  ସଙ୍ଘ ପକ୍ଷରୁ ଦୁଇ ମିନିଟ୍ ସମବେତ ନିରବ ପ୍ରାର୍ଥନା କରଯାଇଥିଲା ।। ତାଙ୍କର ସୁଯୋଗ୍ୟ। ନାତୁଣୀ  ରlଜସ୍ଵ  ବିଭାଗର ଉପ ସଚିବ ସ୍ନେହl  ମହାନ୍ତି  ଉପସ୍ଥିତ ରହି  ସ୍ମୃତି ଚାରଣ କରିଥଲେ।। ସ୍ବର୍ଗତ ମୀନାକ୍ଷୀ ମହାନ୍ତି ଜଣେ ପରୋପକାରୀ, ମିଷ୍ଟଭାଷୀ,  ସାମାଜିକ କର୍ମୀ, ତଥା ଦକ୍ଷ ସକ୍ରିୟ କର୍ମୀ ଭାବେ ଓଡ଼ିଶା ନାରୀ ସେବା ସଙ୍ଘରେ  ଅସହାୟ ମହିଳା ଓ ଶିଶୁ ମାନଙ୍କ କଲ୍ୟାଣ ପାଇଁ କାର୍ଯ କରିଆସୁଥିଲେ।

ବୟସ ତାଙ୍କ ପାଖରେ ମଧ୍ଯ ଅଟକି ଯାଇଥିଲା। ସେବାକୁ ଜୀବନର ବ୍ରତ ଭାବି ଅନେକ ସମାଜ ମଙ୍ଗଳ କାର୍ଯ୍ୟକ୍ରମ ରେ ସେ ନିଜକୁ ଆଜୀବନ ଜଡ଼ିତ କରି ରଖିଥିଲେ। ତାଙ୍କରି ଆଦର୍ଶ ରେ ଯଦି ଆଜିର ମହିଳା ମାନେ ସମାଜ ତଥା ରାଷ୍ଟ୍ରର ମଙ୍ଗଳ କାମନା କରି କାର୍ଯ କରିଚାଲିବେ ତେବେ ତାହାହିଁ ହେବ ସର୍ଗତ ମୀନାକ୍ଷୀ ମହାନ୍ତି ଙ୍କ ପ୍ରତି ଆମର ପ୍ରକୃତ ଶ୍ରଦ୍ଧାଂଜଳି ଏହା ସଂଘର ସମ୍ପାଦିକା ଆଭା କାନୁନଗୋ, ସହ ସଂପାଦିକା ଇନ୍ଦିରା ଅରୋରl , ମହିଯା ଦଳବେହେରା,  ମୀନାକ୍ଷୀ ମିଶ୍ର,ସୌଦାମିନୀ ନନ୍ଦ, ନିଶି ଦାସ୍, ପଦ୍ମଜା ତ୍ରୀପାଠୀ, ଅର୍ଚ୍ଚନା ଦାସ କାନୁନଗୋ, ନାମିତl  ପଣ୍ଡା, କୋଷାଧ୍ୟକ୍ଷl ନୟନତାରl ନନ୍ଦ, ହଲ୍ ସଂପାଦିକା ମଞ୍ଜୁ ସିଂ, ସଙ୍ଗଠନ ସଂପାଦିକା ମୀରା ବେଉରା   ଶ୍ରଦ୍ଧାଂଜଳି ସଭାରେ ଯୋଗ ଦେଇ  ଦିବଂ ଗତ ଆତ୍ମାର ସ୍ମୃତି ଚାରଣ କରିଥଲେ। ଅର୍ଚ୍ଚନା କାନୁନଗୋ ଶେଷରେ  ତାଙ୍କ ସ୍ମୃତିରେ ଏକ  ସଙ୍ଗୀତ 
ଗାନ କରିଥିଲେ।।


News Comment




Photo in News

Advertisment
Lastest News
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026

You Might Also Like